Rasifala

ରାଶିଫଳ: ରବିବାର, ଅଗଷ୍ଟ ୨ ତାରିଖ – Daily Horoscope

ମେଷ ଆଜି ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ଋଦ୍ଧିମନ୍ତ କରିବ। ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‌ଜଷ୍ଟ କରିନେଲେ କୃତକାର୍ଯ୍ୟ ହେବେ। କର୍ମକ୍ଷେତ୍ରରେ କିମ୍ବା ସରକାରୀ କାମରେ ହଠାତ୍‌ ବାହାରକୁ ଯାତ୍ରା କରିବାକୁ ପଡ଼ିପାରେ। ଦୀର୍ଘ ଦିନରୁ ଲାଗି…

ରାଶିଫଳ: ଶନିବାର, ଅଗଷ୍ଟ ୧ ତାରିଖ – Daily Horoscope

ମେଷ ଆଜି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ହାସଲ ସକାଶେ ଦୂରଯାତ୍ରା କରିପାରନ୍ତି। କର୍ମକ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କଠାରୁ ଆଶାନୁଯାୟୀ ସାହାଯ୍ୟ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। ଚନ୍ଦ୍ରଙ୍କ ସହ ରାହୁ ସଂଯୋଗରୁ ଦୂରେଇ ଯାଉଥିବା କୌଣସି ଆତ୍ମୀୟଙ୍କ ପାଇଁ ମନ ଛଟପଟ ହୋଇପାରେ। ପାରିବାରିକ ସ୍ଥିତି…

ରାଶିଫଳ: ଶୁକ୍ରବାର, ଜୁଲାଇ ୩୧ ତାରିଖ – Daily Horoscope

ମେଷ ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‍ ବୁଝାମଣାଜନିତ ମତପାର୍ଥକ୍ୟର ଆଶଙ୍କା ରହିଛି। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। କର୍ମକ୍ଷେତ୍ରରେ ସୁସମ୍ପର୍କ ଅଭାବରୁ ହାତମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛି। ବ୍ୟବସାୟ, ସାମ୍ବାଦିକତା ପ୍ରକାଶନ, ଗବେଷଣା କ୍ଷେତ୍ରରେ…

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜିର ଗ୍ରହଯୋଗ ଆପଣଙ୍କୁ ଅର୍ଥ,ବିଳାସବ୍ୟସନ, ସନ୍ତାନସୁଖ,ନୂତନମୈତ୍ରୀ ସୃଷ୍ଟିକରି ମୁହଁରେ ହସ ଫୁଟାଇବେ। ସାମାନ୍ୟ କଥାରୁ ପାରିବାରିକ ସମସ୍ୟା ଦେଖାଦେଇପାରେ। ଶନି ପ୍ରଭାବରୁ ବିଭିନ୍ନ ଝାମେଲା ମଧ୍ୟରେ ଅଶାନ୍ତ ରହିବେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ…

ରାଶିଫଳ: ବୁଧବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ମଧ୍ୟରେ କର୍ମକ୍ଷେତ୍ରରେ ଅସ୍ଥିରତା ଲାଗିରହିବ। ପାରିବାରିକ କ୍ଷେତ୍ରରେ ମତାନ୍ତର ଓ ବିତର୍କ ଜନିତ ଅଶାନ୍ତ ପରିସ୍ଥିତିର ଆଶଙ୍କା ଦେଖାଦେବ। ନିଜ ପରିସରର ଭଦ୍ରବ୍ୟକ୍ତିଙ୍କ ହସ୍ତକ୍ଷେପ ଦ୍ୱାରା ସମାଧାନ ହେବାର ଆଶା କରାଯାଇପାରେ। ଆର୍ଥିକ ସ୍ଥିତି, ବ୍ୟବସାୟ, ଆନୁଷ୍ଠାନିକ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଅସଙ୍ଗତି ଦୂରକରିବା ସହ ଆଲୋଚନାକୁ ଅଗ୍ରଗାମୀ କରାଇବାରେ ସହାୟକ ହେବେ। ପୂର୍ବାଲୋଚନା ଅନୁଯାୟୀ ଆଜିର ଯାତ୍ରା, ନୂତନ କର୍ମାରମ୍ଭ, ପ୍ରଶାସନିକ ନିଷ୍ପତ୍ତିରେ ସଫଳତା ପାଇବେ। କାଳେ କିଛି ଦେବାକୁ ପଡ଼ିବ,ଏହି ଆଶଙ୍କାରେ ସମ୍ପର୍କୀୟ ଦୂରେଇ ରହିପାରନ୍ତି। ଜିଦ୍‍ରେ…

ରାଶିଫଳ: ସୋମବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ଆଜି ମନ ଭଲ ରହିବା ସାଙ୍ଗକୁ ପ୍ରତ୍ୟେକ କାମରେ ନିଜକୁ ନିମଜ୍ଜିତ କରି ରଖିବେ। କେନ୍ଦ୍ରସ୍ଥ ବୃହସ୍ପତି ଯାତ୍ରା, ବାଣିଜ୍ୟ ଓ ପରିବହନ ପାଇଁ ଅସୁବିଧା ରହିବ ନାହିଁ। କିନ୍ତୁ ସାଙ୍ଗସାଥୀଙ୍କ ସହିତ ସାଧାରଣ କଥାକୁ କେନ୍ଦ୍ରକରି ମନ ଉତ୍ତେଜନାପୂର୍ଣ୍ଣ…

ରାଶିଫଳ: ରବିବାର, ଜୁଲାଇ ୨୬ ତାରିଖ – Daily Horoscope daily-horoscope-August-2th-2026

ମେଷ ସାମାଜିକ ସ୍ତରରେ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇନେବେ। ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ଅର୍ଥହାନି ଘଟିପାରେ। ଆନୁଷ୍ଠାନିକ କାମରେ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ବ୍ୟବସାୟ, ସଭାସମିତି, ଧର୍ମାନୁଷ୍ଠାନ ଦିଗରୁ ଉଚ୍ଚବର୍ଗର ବ୍ୟକ୍ତିଙ୍କଠାରୁ ପ୍ରେରଣା ଲାଭ…

ରାଶିଫଳ: ରବିବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ସାମାଜିକ ସ୍ତରରେ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇନେବେ। ଯାତ୍ରା ସମୟରେ ଅନ୍ୟମନସ୍କ କାରଣରୁ ଅର୍ଥହାନି ଘଟିପାରେ। ଆନୁଷ୍ଠାନିକ କାମରେ କଳହର ସମ୍ମୁଖୀନ ହେବାକୁ ପଡ଼ିବ। ବ୍ୟବସାୟ, ସଭାସମିତି, ଧର୍ମାନୁଷ୍ଠାନ ଦିଗରୁ ଉଚ୍ଚବର୍ଗର ବ୍ୟକ୍ତିଙ୍କଠାରୁ ପ୍ରେରଣା ଲାଭ…

ରାଶିଫଳ: ଶନିବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଅପୂରଣୀୟ ଅଭିଳାଷ ମାନସିକ ଅସନ୍ତୋଷ ବୃଦ୍ଧି କରିବା ସହ ପୁରାତନ ରୋଗ ପୀଡ଼ା ଜନିତ ବିଷାଦିତ ରହିପାରନ୍ତି। ଆଶା କରିଥିବା ମୂଲ୍ୟବାନ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇବେ। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକ ସମସ୍ୟା…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ସକାଶେ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ପ୍ରତିକୂଳ ପ୍ରଭାବ ପକାଇବ। ଆର୍ଥିକ ଅଭିବୃଦ୍ଧି ସାଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ପ୍ରତ୍ୟୁଷ ଯାତ୍ରାରୁ ଖୁସି ରହିବେ। ପାରିବାରିକ, ପରିବହନ କ୍ଷେତ୍ରରେ ଦ୍ୱନ୍ଦ୍ୱ ଉପୁଜିପାରେ।…

ରାଶିଫଳ: ଗୁରୁବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ମନରେ ଧାର୍ମିକ ଭାବନା, ସାଂଗଠନିକ ପ୍ରବୃତ୍ତି, ସେବା ମନୋଭାବ ଯୋଗୁ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଆର୍ଥିକ ଅଭାବ, ଅନଟନ ନ ଥିଲେ କ’ଣ ହେଲା କାମଗୁଡ଼କ ସୁବିଧାରେ ନ ହେଉଥିବାରୁ ବ୍ୟସ୍ତତା ବୃଦ୍ଧି ପାଇବ। ପୂର୍ବଶତ୍ରୁତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?