ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope
ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ କରିବେ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟମ ରହିଲେ ମଧ୍ୟ କ୍ରନିକ୍ ରୋଗରେ ପୀଡ଼ା ଅନୁଭବ କରିବେ।…
ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟାଜନିତ ପ୍ରତିକୂଳ ପରିସ୍ଥିତିର ଚାପ କମିବ। ସଭାସମିତିରେ ଆପୋସ ଆଲୋଚନା ଦ୍ୱାରା…
ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope
ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟିର ସମ୍ଭାବନା ରହିଛି। ଭ୍ରାତୃ ସମ୍ପର୍କ,…
ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope
ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା ଲାଗି ରହିଥିବା ହେତୁ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ଅଧ୍ୟୟନ…
ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope
ମେଷ ଅର୍ଥ ସମ୍ପର୍କକୁ କେନ୍ଦ୍ର୍ରକରି ବନ୍ଧୁ ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟରେ କେତେକ ସମସ୍ୟା ହଠାତ୍ ଦେଖାଯିବା କାରଣରୁ ସ୍ଥଗିତ ରହିପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା, ମାଲିମକଦ୍ଦମା ସମ୍ବନ୍ଧୀୟ ଦୁଶ୍ଚିନ୍ତା ଲାଗିରହିବ। ସମ୍ପର୍କୀୟଙ୍କ ଉପରେ ଭରସା…
ରାଶିଫଳ: ଗୁରୁବାର, ଜୁଲାଇ ୧୮ ତାରିଖ – Daily Horoscope
ମେଷ ଆଜି ଯାହାକୁ ଯାହା କହିବେ କେହି ଅସ୍ବୀକାର କରିବେନି। ପ୍ରତ୍ୟୁଷ ଯାତ୍ରା ସମୟରେ ଜଣେ ବନ୍ଧୁଙ୍କୁ ଭେଟିବେ, ଯାହାଙ୍କ ଦ୍ୱାରା ଆପଣଙ୍କ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ। କର୍ମକ୍ଷେତ୍ରରେ ମନରେ ପ୍ରଫୁଲ୍ଲତା ଭରି ରହିବା ସାଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ…
ରାଶିଫଳ: ବୁଧବାର, ଜୁଲାଇ ୧୭ ତାରିଖ – Daily Horoscope
ମେଷ ଆଜି ଅଷ୍ଟମଚନ୍ଦ୍ରଜନିତ ମାନସିକ ଅସ୍ଥିରତା ମଧ୍ୟରେ କାମ କରିବାକୁ ପଡ଼ିପାରେ। ଚତୁର୍ଥସ୍ଥ ଶୁକ୍ରଙ୍କ ପ୍ରଭାବରେ ଭୋଗବିଳାସ ଓ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇବେ। ଆନୁଷ୍ଠାନିକ କାମରେ ସଫଳତା ପାଇବା କ୍ଷେତ୍ରରେ ଜଣେ ପୁରାତନ ବନ୍ଧୁଙ୍କ ସାହାଯ୍ୟ ମିଳିବ। ପାରିବାରିକ…
ରାଶିଫଳ: ମଙ୍ଗଳବାର , ଜୁଲାଇ ୧୬ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ଓ ଶୁକ୍ରଙ୍କ କ୍ଷେତ୍ର ବିନିମୟ ଯୋଗରୁ ପାରିବାରିକ ଜୀବନ ଓ କର୍ମକ୍ଷେତ୍ର ପ୍ରଶସ୍ତ ରହିବ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବା…
ରାଶିଫଳ: ସୋମବାର, ଜୁଲାଇ ୧୫ ତାରିଖ – Daily Horoscope
ମେଷ ଆଜି ଧନଲାଭ ସଙ୍ଗକୁ ନିକଟ ସମ୍ପର୍କୀୟମାନଙ୍କ ଆଦର ଓ ସୌଜନ୍ୟତାରୁ ଖୁସୀ ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ…
ରାଶିଫଳ: ରବିବାର, ଜୁଲାଇ ୧୪ ତାରିଖ – Daily Horoscope
ମେଷ ଆଜି ଅର୍ଥନୈତିକ ଅଭିବୃଦ୍ଧି ମନକୁ ଖୁସି ରଖିବ। ଯାତ୍ରା ପ୍ରୀତିପ୍ରଦ ରହିବା ସହ ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ କ୍ଷେତ୍ର୍ରରେ ମଧ୍ୟ ସୁନାମ ଅର୍ଜନ କରିବେ। ଦୀର୍ଘଦିନ ହେଲା ଯାହା ମନରେ ଭାବୁଥିଲେ ଆଜି ସେହି କାମ ହାସଲ ହୋଇଯିବ।…
ରାଶିଫଳ: ଶନିବାର, ଜୁଲାଇ ୧୩ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ ଷଷ୍ଠସ୍ଥ ହେତୁ ଦୂରଯାତ୍ରାରେ ଅପବ୍ୟୟଜନିତ ମନସ୍ତାପ କରିପାରନ୍ତି। ବାଣିଜ୍ୟ, ପରିବହନ, ମନୋରଞ୍ଜନ, ସାହିତ୍ୟ, ସଙ୍ଗୀତ ପ୍ରଭୃତିରେ ବାଧା ରହିବ ନାହିଁ। ଘରକୁ ପ୍ରିୟବନ୍ଧୁ ଆସିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବହୁତ କଥା ଶୁଣେଇ…
ରାଶିଫଳ: ଶୁକ୍ରବାର, ଜୁଲାଇ ୧୨ ତାରିଖ – Daily Horoscope
ମେଷ ଗୁରୁଙ୍କ କୃପାରୁ କିଛିଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ତଥା କର୍ମାରମ୍ଭ ପ୍ରଭୃତିରେ ସୁଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ।…
Archives


