ରାଶିଫଳ: ଶନିବାର, ଜୁନ୍ ୨୯ ତାରିଖ – Daily Horoscope
ମେଷ ଆଜି ନିଜ ପରିସରରେ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନ, ଉଚ୍ଚଶିକ୍ଷା, ଆଲୋଚନା, ସଭାସମିତି ପ୍ରଭୃତି ଚିନ୍ତାଜନକ ରହିବ। ସ୍ବାସ୍ଥ୍ୟରେ…
ରାଶିଫଳ: ଶୁକ୍ରବାର, ଜୁନ୍ ୨୮ ତାରିଖ – Daily Horoscope
ମେଷ ଆଜି ସନ୍ତାନହେତୁକ ଅଶାନ୍ତି, ସୁସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଛି। ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ବହୁତ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ…
ରାଶିଫଳ: ଗୁରୁବାର , ଜୁନ୍ ୨୭ ତାରିଖ – Daily Horoscope
ମେଷ ଅନୁକୂଳ ଗ୍ରହସ୍ଥିତିରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ମନ ହାଲୁକା ରହିବା ସହ ପାରିବାରିକ ଜୀବନ ହସଖୁସିରେ ବିତିବ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। ଶିଳ୍ପ, ପରିବହନ, ବ୍ୟବସାୟ ଓ…
ରାଶିଫଳ: ବୁଧବାର , ଜୁନ୍ ୨୬ ତାରିଖ – Daily Horoscope
ମେଷ ଆଜି ଏକାଦଶସ୍ଥ ଶନିଯୁକ୍ତ ଚନ୍ଦ୍ର ହେତୁ ସମସ୍ୟା ମଧ୍ୟରେ ଅଟକି ରହିଥିବା କାମଟି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଆମତ୍ୀୟମାନଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ଦିଗଟି ବିଶେଷ ଭଲ ନ ରହିଲେ ମଧ୍ୟ…
ରାଶିଫଳ: ମଙ୍ଗଳବାର, ଜୁନ୍ ୨୫ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଧର୍ମାଧିପତିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ଥିବାରୁ ଧାର୍ମିକ କିମ୍ବା ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଶୁକ୍ରଙ୍କ ଶୁଭ ସମ୍ବନ୍ଧରୁ ଯାତ୍ରା, ବନ୍ଧୁମିଳନ, ବ୍ୟବସାୟିକ କ୍ଷେତ୍ର ଭଲ ରହିବ। ଶନି ରାଶ୍ୟାଧିପ ମଙ୍ଗଳଙ୍କୁ ଅବଲୋକନ କରୁଥିବାରୁ ଅସୁସ୍ଥତାର ଆଶଙ୍କା ରହିଛି।…
ରାଶିଫଳ: ସୋମବାର, ଜୁନ୍ ୨୪ ତାରିଖ – Daily Horoscope
ମେଷ ଚତୁର୍ଥଭାବର ଶୁଭତ୍ୱ କାରଣରୁ ପାରିବାରିକ ପରିସ୍ଥିତି ଭଲ ରହିଲେ ମଧ୍ୟ କର୍ମକ୍ଷେତ୍ରର ଧିମାଗତିରୁ ମନସ୍ତାପ କରିବେ। ପ୍ରତ୍ୟୁଷ ଯାତ୍ରା, ଶିଳ୍ପ, ପରିବହନ ତଥା ବ୍ୟବସାୟରୁ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତି ଉନ୍ନତ ରହିବ। ଗୃହୋପକରଣ କ୍ରୟ…
ରାଶିଫଳ: ରବିବାର, ଜୁନ୍ ୨୩ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ରଙ୍କ ଦୃଷ୍ଟିରେ ଶୁକ୍ର ଥିବାରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଫେରି ଆସିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିଫଳତା ଦେଖି ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ…
ରାଶିଫଳ: ଶନିବାର , ଜୁନ୍ ୨୨ ତାରିଖ – Daily Horoscope
ମେଷ ଆଜି ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥଲାଭ ସାଙ୍ଗକୁ ବିଳାସବ୍ୟସନ ପ୍ରତି ବିଶେଷ ରୁଚି ବଳିବ। ଆନୁଷ୍ଠାନିକ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମ ତଥା କଳା,…
ରାଶିଫଳ: ଶୁକ୍ରବାର, ଜୁନ୍ ୨୧ ତାରିଖ – Daily Horoscope
ମେଷ ଆଜିର ଅଷ୍ଟମଚନ୍ଦ୍ର ଦ୍ୱିତୀୟଭାବକୁ ଦେଖୁଥିବାରୁ ଯାତ୍ରା ଓ ବାଣିଜ୍ୟରୁ ଅର୍ଥଲାଭ କରାଇବ। ବନ୍ଧୁଙ୍କ ସାହାଯ୍ୟ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାର ନିଷ୍ପତ୍ତି ନେବେ। ଉପସ୍ଥିତ ବୁଦ୍ଧି ଖଟାଇ ଘରର ଅଶାନ୍ତ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି। ଅଧ୍ୟାପନା, କ୍ରୀଡ଼ା, ଚଳଚ୍ଚିତ୍ର,…
ରାଶିଫଳ: ଗୁରୁବାର, ଜୁନ୍ ୨୦ ତାରିଖ – Daily Horoscope
ମେଷ ଆଜି ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ରର ଭୁଲ୍ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍ଥାନ ପତନ ଲାଗି ରହିବ। ଅଫିସ୍ ଯିବା ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି।…
ରାଶିଫଳ: ବୁଧବାର, ଜୁନ୍ ୧୯ ତାରିଖ – Daily Horoscope
ମେଷ ସ୍ଥଗିତ କାମ ତ୍ୱରାନ୍ଵିତ ହେବା ସହ ଆନୁଷ୍ଠାନିକ କ୍ଷେତ୍ରରେ ମର୍ଯ୍ୟାଦା ବଢ଼ିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ କାର୍ଯ୍ୟ ସାଧନରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କ୍ରୟବିକ୍ରୟ ସକାଶେ ପରିବାରରୁ ସମର୍ଥନ ପାଇବେ ନାହିଁ। ଈର୍ଷା ପରାୟଣ…
ରାଶିଫଳ: ମଙ୍ଗଳବାର , ଜୁନ୍ ୧୮ ତାରିଖ – Daily Horoscope
ମେଷ ଆଜି ସ୍ବାତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟକୁ ନିରାମୟ ରଖିବାରେ ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍ ହେବେ। ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀ…
Archives


