Rasifala

ରାଶିଫଳ: ବୁଧବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ କୁପ୍ରଭାବରେ ସ୍ବାସ୍ଥ୍ୟ ସମସ୍ୟା ଲାଗି ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ନୂଆ ଯୋଜନା ମାଧ୍ୟମରେ ବ୍ୟବସାୟରେ ଶାଖା ପ୍ରଶାଖା ଖୋଲିବା ସମ୍ଭାବନା ରହିଛି। ପାରିବାରିକ କ୍ଷେତ୍ରର ଅସଜଡ଼ା ପରିସ୍ଥିତି ମାନସିକ ସ୍ଥିତିକୁ ଶିଥିଳ କରିପାରେ। ପ୍ରିୟଜନଙ୍କଠାରୁ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ସମୟାନୁବର୍ତ୍ତିତା ଓ କର୍ମଦକ୍ଷତା ଯୋଗୁ ପ୍ରଶଂସିତ ହେବେ। ପୂର୍ବରୁ ରହିଥିବା ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ମାନସିକ ସ୍ତରରେ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ, ବିଦ୍ୟୁତ୍‍ ବ୍ୟବସାୟ ଓ ତେଜରାତି ଦୋକାନରୁ ଲାଭବାନ୍‍ ହେବେ। ବନ୍ଧୁଙ୍କ ସହ ଫଳପ୍ରଦ…

ରାଶିଫଳ: ସୋମବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଯାହା ଇଚ୍ଛା କରୁଛନ୍ତି ତାହା ପାଇବେ। ପରିବାରର ଆବଶ୍ୟକତାକୁ ଅନୁଭବ କରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡିପାରେ। ସଭାସମିତି…

ରାଶିଫଳ: ରବିବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ରୁଚିବର୍ଦ୍ଧକ ହେବ। ମାତ୍ର ଈର୍ଷାପରାୟଣ ଆତ୍ମୀୟ ଅସୁବିଧାରେ ପକାଇବାକୁ ଚେଷ୍ଟା କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଦେଖାଦେଇପାରେ। ପାରିବାରିକ ସ୍ଥିତି ପୂର୍ବପରି ଅକ୍ଷୁଣ୍ଣ…

ରାଶିଫଳ: ଶନିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ରାହୁଦୃଷ୍ଟ ବକ୍ରୀ ମଙ୍ଗଳ ଆପଣଙ୍କୁ ବିଭିନ୍ନ ସମସ୍ୟା ମଧ୍ୟରେ ଅଣନିଃଶ୍ୱାସୀ କରିଦେବ। ଅଭାବ ରହିବ ନାହିଁ କିନ୍ତୁ ଅଯଥା ଆଶଙ୍କା କରି ମନ ଅସ୍ଥିର ରହିବ। ସାମାନ୍ୟ ବିଳମ୍ବିତ ସମୟରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ। ପାରିବାରିକ କ୍ଷେତ୍ରରେ ସବୁ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜିର ଗ୍ରହ ପ୍ରଭାବରେ ବିଭିନ୍ନ ଦିଗରୁ ଅର୍ଥ ସମାଗମ ହେବ କିନ୍ତୁ ସମସ୍ୟା ଛାଡିବ ନାହିଁ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନଙ୍କ ବୈବାହ ଲାଗି ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ।…

ରାଶିଫଳ: ଗୁରୁବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜି ଉଚ୍ଚପଦାଧତ୍କାରୀଙ୍କ ନିର୍ଦ୍ଦେଶାନୁସାରେ ଆନୁଷ୍ଠାନିକ କାର୍ଯ୍ୟ ସକାଶେ ନିୟୋଜିତ ହୋଇପାରନ୍ତି। କର୍ମ ଏକାଦଶାଧିପତି ଶନି ସ୍ବଗୃହସ୍ଥ ଯୋଗୁ କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବୃଦ୍ଧି ସମସ୍ୟାର କାରଣ ହେବ। ବନ୍ଧୁ ସହଯୋଗର ପ୍ରତିଶ୍ରୁତି ଦେବେ। ଅତୀତ କଥାକୁ ଆଲୋଚନା କରି ପାରିବାରିକ ସମସ୍ୟା…

ରାଶିଫଳ: ବୁଧବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ବୈଷୟିକ ସୁଖସମ୍ପଦର ଅଭିବୃଦ୍ଧିଜନିତ ପ୍ରଫୁଲ୍ଲତା ଅନୁଭବ କରିବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। କର୍ମସ୍ଥାନରେ ମାରକାଧିପତି ଥିବାରୁ ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଆଶା ନିଶ୍ଚିତ ପୂରଣ ହୋଇପାରିବ ଏବଂ ଆର୍ଥିକ ଅଭିବୃଦ୍ଧି ସହ ସମ୍ମାନିତ ହେବେ। ଭୁଲ୍‍ ବୁଝାମଣା କାରଣରୁ ଆମତ୍ୀୟ ଖପ୍ପା ହୋଇପାରନ୍ତି। ଆନୁଷ୍ଠାନିକ କାମ, ସଭାସମିତି ଓ ବାଣିଜ୍ୟ, ବ୍ୟବସାୟ ପୂର୍ବବତ୍‍ ଚାଲୁରହିବ। ସମ୍ପର୍କୀୟଙ୍କ ସାହାଯ୍ୟ, ଆର୍ଥିକ…

ରାଶିଫଳ: ସୋମବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ରାଶ୍ୟାଧିପଙ୍କ ଦୁର୍ବଳତାଜନିତ ଶାରୀରିକ ଓ ମାନସିକ ସୁସ୍ଥତା ନଷ୍ଟ ହୋଇପାରେ। ସାମାନ୍ୟ ଥଣ୍ଡାଜନିତ ପୀଡାନୁଭବ କରିବା ସାଙ୍ଗକୁ ନୈରାଶ୍ୟ, ବ୍ୟସ୍ତ ଓ ବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୈାଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି…

ରାଶିଫଳ: ରବିବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସପ୍ତମ କେନ୍ଦ୍ରରେ ଦେବଗୁରୁ ସାମଗ୍ରିକ ସୁଖ, ସୁବିଧା ସାଙ୍ଗକୁ ସାମାଜିକ ସମ୍ମାନ ପ୍ରଦାନ କରିପାରନ୍ତି। ବିବାଦର ସମାଧାନ ସାଙ୍ଗକୁ ଋଣ ପରିଶୋଧ କରି ଆମତ୍ତୃପ୍ତି ଲାଭ କରିପାରନ୍ତି। ପରିବହନ ତଥା ବାଣିଜ୍ୟରୁ ସୁଫଳ ପାଇବେ। କଳା, ସାହିତ୍ୟ,…

ରାଶିଫଳ: ଶନିବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ସହ ବନ୍ଧୁଙ୍କ ସହାନୁଭୂତି ପାଇବା ଯୋଗୁ ମନ ଖୁସି ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?