ରାଶିଫଳ: ଶୁକ୍ରବାର , ମେ ୨୪ ତାରିଖ – Daily Horoscope
ମେଷ ଆଜି ଭାଇ, ବନ୍ଧୁଙ୍କ ସହ ପୂର୍ବଶତ୍ରୁତା, ପରିଶୋଧ ହୋଇ ନ ଥିବା ଋଣ ଏବଂ ଆକସ୍ମିକ ଦୂରଯାତ୍ରା ଟେନ୍ସନର କାରଣ ହେବ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଅଯଥା ପାଟିତୁଣ୍ଡ ଲାଗିପାରେ। ଦୂରାଗତ ବନ୍ଧୁଙ୍କ ସମସ୍ୟା ସମାଧାନ ପାଇଁ ନିଜକୁ…
ରାଶିଫଳ: ଗୁରୁବାର, ମେ ୨୩ ତାରିଖ – Daily Horoscope
ମେଷ ଆପଣଙ୍କ କଥା ଓ କାମ ସହ ସୁଚିନ୍ତିତ ନିଷ୍ପତ୍ତି ବିଭିନ୍ନ ସ୍ତରରେ ପ୍ରଶଂସିତ ହେବ। ଶୁକ୍ରଙ୍କ ପ୍ରଭାବରୁ ପରିବାର, ପରିବହନ ଏବଂ ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ସୁଫଳ ପାଇବେ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ…
ରାଶିଫଳ: ବୁଧବାର, ମେ ୨୨ ତାରିଖ – Daily Horoscope
ମେଷ ଆଜି ଆତ୍ମୀୟଙ୍କ ସହ ପୂର୍ବ ବିବାଦ, ପକ୍ଷପାତ ବିଚାର, ବିବାଦୀୟ କଥାକୁ କେନ୍ଦ୍ରକରି ଅଶାନ୍ତ ରହିପାରନ୍ତି। ସ୍ବାସ୍ଥ୍ୟ ଠିକ୍ ରହିବ, ବକେୟା ଅର୍ଥ ପାଇବାରେ ଅସୁବିଧା ରହିବ ନାହିଁ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ…
ରାଶିଫଳ: ମଙ୍ଗଳବାର, ମେ ୨୧ ତାରିଖ – Daily Horoscope
ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବ୍ୟବସାୟରେ ସୁଫଳ ପ୍ରଦାନ କରିବ। ସ୍ବାସ୍ଥ୍ୟ ଓ ପାରିବାରିକ ଦିଗଟି ଭଲ ରହିବ ଏବଂ ବିଳାସବ୍ୟସନ ପାଇଁ ଆକୃଷ୍ଟ ହେବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ…
ରାଶିଫଳ: ସୋମବାର, ମେ ୨୦ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଅଭାବକୁ ପୂରଣ କରିବା ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଅପରିଚିତ ବ୍ୟକ୍ତି ଜଣକ…
ରାଶିଫଳ: ରବିବାର, ମେ ୧୯ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାରର ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବ।…
ରାଶିଫଳ: ଶନିବାର, ମେ ୧୮ ତାରିଖ – Daily Horoscope
ମେଷ ଆଜି ଦୁଃସ୍ଥାନସ୍ଥ କେତୁ ଯୁକ୍ତ ଶୁକ୍ର ବିଶେଷ ଭ୍ରମଣ ଓ ଖର୍ଚ୍ଚାନ୍ତ ହେତୁ ଅଶାନ୍ତ ରହିବେ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ବନ୍ଧୁମାନଙ୍କ ସଙ୍ଗଲାଭ, ପରାମର୍ଶ ଜନିତ କେତେକାଂଶରେ ମନକୁ ବୁଝାଇପାରନ୍ତି। ଲେଖାପଢ଼ା, ସଭାସମିତି, ସାଂସ୍କୃତିକ…
ରାଶିଫଳ: ଶୁକ୍ରବାର, ମେ ୧୭ ତାରିଖ – Daily Horoscope
ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବ। ପ୍ରଶାସନ କିମ୍ବା ରାଜନୈତିକସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଯେଉଁ ଜିନିଷ ପାଇବା ସକାଶେ…
ରାଶିଫଳ: ଗୁରୁବାର, ମେ ୧୬ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍ ଭାବେ ଚଳାଇନେଇ ପାରିବେନାହିଁ। ଶନିଦୃଷ୍ଟ ଚନ୍ଦ୍ର ହେତୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟ,…
ରାଶିଫଳ: ବୁଧବାର, ମେ ୧୫ ତାରିଖ – Daily Horoscope
ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ପରାମର୍ଶ କାମକୁ ଆସିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍…
ରାଶିଫଳ: ମଙ୍ଗଳବାର, ମେ ୧୪ ତାରିଖ – Daily Horoscope
ମେଷ ଆଜି ଦ୍ୱିଜା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ପରିବାରର ସହମତି ନେଇ କୌଣସି ଦୀର୍ଘମିଆଦୀ ଯୋଜନା ଶୁଭାରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।…
ରାଶିଫଳ: ସୋମବାର, ମେ ୧୩ ତାରିଖ – Daily Horoscope
ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ସହିତ ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ଆନୁଷ୍ଠାନିକ କାର୍ଯ୍ୟ, କର୍ମାରମ୍ଭ, ବନ୍ଧୁମିଳନର ସୁଯୋଗ ମିଳିବ। କୌଣସି ଭଲ କାମରେ ନିଜକୁ ନିୟୋଜିତ କରି ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରଶଂସାଭାଜନ ହେବେ। ପରିବାରରେ ନିଜ ଅଧିକାର ଜାହିର କଲେ ଅପଦସ୍ଥ ହେବାକୁ…
Archives


