Rasifala

ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ଚନ୍ଦ୍ର ମଙ୍ଗଳ ଯୋଗରୁ ହାତ ଖାଲି ରହିବନାହିଁ। କିନ୍ତୁ ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍‌ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ। ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ…

ରାଶିଫଳ: ସୋମବାର, ଜୁଲାଇ ୨୯ ତାରିଖ – Daily Horoscope

ମେଷ ଆଜି ଦୀର୍ଘଦିନର ଆଶା ପୂରଣ ସକାଶେ ବିଭିନ୍ନ ଉପାୟ ଅବଲମ୍ବନ କରି ସଫଳ ହେବେ। ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରର ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। କଳା, ସାହିତ୍ୟ,…

ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜିର ଶ୍ରୀଚନ୍ଦ୍ରଯୋଗ ପ୍ରଭାବରୁ ଅର୍ଥ, ସମ୍ମାନ ଓ ପ୍ରତିଷ୍ଠା ମଧ୍ୟରେ କାର୍ଯ୍ୟସିଦ୍ଧିଜନିତ ମନ ପ୍ରଫୁଲ୍ଲ ରହିବ। ଘର, ପରିବାର, ଯାନବାହନ, ଆନୁଷ୍ଠାନିକ କାମରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା କାରଣରୁ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ।…

ରାଶିଫଳ: ଶନିବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ସକାଳୁ ଜଣେ ବନ୍ଧୁ ଆସିବେ ଓ ବହୁତ କିଛି କହିବେ ମାତ୍ର ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେଇପାରନ୍ତି। ବିଶେଷ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆନୁଷ୍ଠାନିକ କାମ ସକାଶେ ବନ୍ଧୁଙ୍କ ସାହାଯ୍ୟ ଲୋଡ଼ିପାରନ୍ତି। ଆବଶ୍ୟକତା…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟକୁ ବୃଦ୍ଧି କରିପାରିବେ। ଗୃହ ସମସ୍ୟା ସମାଧାନ ସାଙ୍ଗକୁ ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। ଅଫିସରେ ଅନ୍ୟମାନଙ୍କ କଥା ଭଲ ଲାଗିବ ନାହିଁ।…

ରାଶିଫଳ: ଗୁରୁବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଲାଭଭାବସ୍ଥ ଚନ୍ଦ୍ର ହେତୁ ଆବଶ୍ୟକତା ପୂରଣ ହେବାରେ କୌଣସି ଅସୁବିଧା ରହିବନାହିଁ। ଦୁର୍ବଳତାରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ବନ୍ଧୁଙ୍କ ସାହାଯ୍ୟରୁ ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ସାହିତ୍ୟ, ସାମ୍ବାଦିକତା, ପ୍ରଶାସନିକସେବା, କ୍ରୀଡ଼ା ଓ ଚଳଚ୍ଚିତ୍ର କ୍ଷେତ୍ରରୁ…

ରାଶିଫଳ: ବୁଧବାର, ଜୁଲାଇ ୨୪ ତାରିଖ – Daily Horoscope

ମେଷ କୌଣସି ମନ୍ତବ୍ୟକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ଆଶଙ୍କା ରହିଛି। ସବୁ ସୁବିଧା ଥିଲେ ମଧ୍ୟ ଖଳ ଲୋକଙ୍କ ପରୋକ୍ଷ ଶତ୍ରୁତା କାରଣରୁ ପାରିବାରିକ ଶାନ୍ତି ବ୍ୟାହତ ହେବ। ଈର୍ଷା ପରାୟଣ ବ୍ୟକ୍ତିମାନେ ପ୍ରଶଂସାକୁ ସହି ନ ପାରି ଅପପ୍ରଚାର…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ଆଗାମୀ କାଲିର ଆନୁଷ୍ଠନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହେବ। ସହକର୍ମୀଙ୍କ ସାହାଯ୍ୟରେ ଅଟକିଥିବା କାମକୁ ସମ୍ପନ୍ନ କରିବେ। ସ୍ବାସ୍ଥ୍ୟ ସମସ୍ୟା ମଧ୍ୟମ ରହିଲେ ମଧ୍ୟ କ୍ରନିକ୍‌ ରୋଗରେ ପୀଡ଼ା ଅନୁଭବ କରିବେ।…

ରାଶିଫଳ: ସୋମବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ରଙ୍କ ସମ୍ମୁଖ ଭାଗରେ ରବି ଓ ଶୁକ୍ର ଅବସ୍ଥାନ କରିଥିବାରୁ ମନ ଯାହା ଚାହୁଁଥିବ ତାହା ପାଇବାରେ ଅସମର୍ଥ ହେବେ। ଶନିଙ୍କ ଦୃଷ୍ଟି ପ୍ରଭାବରୁ କର୍ମକ୍ଷେତ୍ରରେ ସମସ୍ୟାଜନିତ ପ୍ରତିକୂଳ ପରିସ୍ଥିତିର ଚାପ କମିବ। ସଭାସମିତିରେ ଆପୋସ ଆଲୋଚନା ଦ୍ୱାରା…

ରାଶିଫଳ: ରବିବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ରସ୍ଥ ଶୁକ୍ର ହେତୁ ବନ୍ଧୁମାନଙ୍କ ସାହାଯ୍ୟରେ ଅର୍ଥନୈତିକ ସ୍ଥିତିକୁ ସୁଦୃଢ଼ କରିବେ। କର୍ମକ୍ଷେତ୍ର ଓ ପାରିବାରିକ ଜୀବନ ସୁଖ, ସ୍ବାଚ୍ଛନ୍ଦ୍ୟରେ ଅତିବାହିତ ହେବ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ନୂତନ ଦିଗନ୍ତ ସୃଷ୍ଟିର ସମ୍ଭାବନା ରହିଛି। ଭ୍ରାତୃ ସମ୍ପର୍କ,…

ରାଶିଫଳ: ଶନିବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇପାରନ୍ତି। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାରୁ ଖୁସି ହେବେ। ଶତ୍ରୁତା ଲାଗି ରହିଥିବା ହେତୁ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ଅଧ୍ୟୟନ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଅର୍ଥ ସମ୍ପର୍କକୁ କେନ୍ଦ୍ର୍ରକରି ବନ୍ଧୁ ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟରେ କେତେକ ସମସ୍ୟା ହଠାତ୍‌ ଦେଖାଯିବା କାରଣରୁ ସ୍ଥଗିତ ରହିପାରେ। ଅଶ୍ୱିନୀ ନକ୍ଷତ୍ର ସକାଶେ ପରୋକ୍ଷ ଶତ୍ରୁତା, ମାଲିମକଦ୍ଦମା ସମ୍ବନ୍ଧୀୟ ଦୁଶ୍ଚିନ୍ତା ଲାଗିରହିବ। ସମ୍ପର୍କୀୟଙ୍କ ଉପରେ ଭରସା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri