Rasifala

ରାଶିଫଳ: ସୋମବାର, ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଟଙ୍କା ପଇସା, ଯାତ୍ରା, ବାଣିଜ୍ୟ, ବ୍ୟବସାୟ,ପ୍ରତିଯୋଗିତା ପାଇଁ ଚିନ୍ତା କରିବେ। ଶେଷ ପର୍ଯ୍ୟାୟକୁ ଯାଇଥିବା କୌଣସି ନିଷ୍ପତ୍ତି ଆମତ୍ୀୟସ୍ବଜନଙ୍କ ବିରୁଦ୍ଧାଚରଣ ଯୋଗୁ ବଦଳିଯିବାର ସୂଚନା ରହିଛି। ଶାରୀରିକ ସ୍ବାସ୍ଥ୍ୟ ନିୟନ୍ତ୍ରଣ ମଧ୍ୟରେ ରହିବ। ବନ୍ଧୁଙ୍କ ସହିତ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଚତୁର୍ଥ କେନ୍ଦ୍ରରେ ଅବସ୍ଥାନ କରିଥିବା ଯୋଗୁ କର୍ମାରମ୍ଭ ପ୍ରସ୍ତୁତି କରିପାରନ୍ତି। ପାପଗ୍ରହ ମଧ୍ୟସ୍ଥ ହେତୁ ଅଧିକାଂଶ ସମୟ ନିଜ ଲୋକଙ୍କ ବିରୁଦ୍ଧାଚରଣ ଯୋଗୁ ଚିନ୍ତିତ ରହିବେ। କର୍ମକ୍ଷେତ୍ରରେ ସହକର୍ମୀ କେହି ବେଖାତିର ପ୍ରଦର୍ଶନ କରିପାରନ୍ତି। ସଭାସମିତି, ମାଲିମକଦ୍ଦମା…

ରାଶିଫଳ: ଶନିବାର , ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଓ ବୁଧଙ୍କ ଏକତ୍ର ସ୍ଥିତି କାରଣରୁ ବିବାଦୀୟ ଚିନ୍ତା, ସମସ୍ୟାମୂଳକ କାମ ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। ଇଚ୍ଛା ବିରୋଧରେ କୌଣସି କାମ କରି ଅନୁତାପ କରିବେ। ସନ୍ତାନଙ୍କ ଶିକ୍ଷା, ବିବାହ ସମସ୍ୟା ମନକୁ ନିରସ କରିପାରେ।…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ସକାଳୁ ପାରିବାରିକ କଥାକୁ କେନ୍ଦ୍ରକରି ମନରେ ଅସ୍ଥିରତା ସୃଷ୍ଟିହେବ। କିନ୍ତୁ ସଭାସମିତି ଓ ସଂଗଠନ, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ। ପ୍ରଶାସନିକ କିମ୍ବା ରାଜନୈତିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ବ୍ୟବସାୟ, ମନୋରଞ୍ଜନ,…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ଅନୁଯାୟୀ ଅସଜଡ଼ା ପରିବାର ଓ କର୍ମକ୍ଷେତ୍ର ସକାଶେ ଚିନ୍ତିତ ରହିବେ। ସଭାସମିତି ଏବଂ ଆଲୋଚନା କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିପାରିବେ। ପ୍ରିୟ ବନ୍ଧୁଙ୍କ ସହ ନୂତନ ସ୍ଥାନ ବୁଲିଯିବାର ସୁଯୋଗ ଜୁଟିବ। ପ୍ରତ୍ୟେକ କ୍ଷେତ୍ରରେ…

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କ୍ଷେତ୍ରରେ ବୁଧଙ୍କ ସ୍ଥିତି ପ୍ରଭାବରୁ ପାରିବାରିକ କ୍ଷେତ୍ର ସମସ୍ୟାବହୁଳ ରହିବ। କର୍ମକ୍ଷେତ୍ରର ଅବ୍ୟବସ୍ଥାକୁ ନେଇ ମାନସିକ ଅସ୍ଥିରତା ପିଛା ଛାଡ଼ିବ ନାହିଁ। ଅନ୍ୟମାନେ ଖାଲରେ ପକାଇବାକୁ ଚେଷ୍ଟାକଲେ ମଧ୍ୟ ସଫଳ ହେବେ ନାହିଁ। ବ୍ୟବସାୟରେ ବନ୍ଧୁଙ୍କ ମାଧ୍ୟମରେ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଅତୀତର ବିବାଦୀୟ ପରିସ୍ଥିତିକୁ ନେଇ ଟେନ୍‌ସନ ଲାଗି ରହିବ। ଟଙ୍କା ପଇସାକୁ କେନ୍ଦ୍ରକରି କିମ୍ବା ପର କଥା ଶୁଣି ଘରେ କଳହ ସୃଷ୍ଟି ହୋଇପାରେ। ଅଶ୍ୱିନୀ ନକ୍ଷତ୍ର କାର୍ଯ୍ୟକ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର ସମ୍ଭାବନା ଅଛି। ବ୍ୟବସାୟ,…

ରାଶିଫଳ: ସୋମବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜି ଆଧ୍ୟାମତ୍ିକ ଗ୍ରହ ଶନିଶ୍ଚରଙ୍କ ରାଶି ପ୍ରତି ଦୃଷ୍ଟି ହେତୁ ମନରେ ଈଶ୍ୱରୀୟ ଭାବନା ଜାଗ୍ରତ ହୋଇପାରେ। ଆମତ୍ୀୟ, ବନ୍ଧୁ ପରିଜନ, ପଡୋଶୀଙ୍କୁ ନେଇ ମିଳନପର୍ବ ଅନୁଷ୍ଠିତ ହେବ। ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇ ଅଭିଳାଷ ପୂରଣ ଦିଗରେ ଅନୁଧାବିତ…

ରାଶିଫଳ: ରବିବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର କାରଣରୁ ବୈଷୟିକ ଅଭିବୃଦ୍ଧି ଘଟିବ। ପାରିବାରିକ ଜୀବନର ଦୁଃଖ, ସୁଖକୁ ମନ ଭିତରେ ଲୁଚାଇ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହିବେ। କର୍ମକ୍ଷେତ୍ର ଓ ପରିବାରର କିଛି ବ୍ୟତିକ୍ରମକୁ ନେଇ ଚିନ୍ତା ପ୍ରକଟ କରିପାରନ୍ତି। ଦୀର୍ଘଦିନ ହେଲା…

ରାଶିଫଳ: ଶନିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇ ନୂତନ ଯୋଜନା ସକାଶେ ମନ ବଳାଇପାରନ୍ତି। ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ ସେଥିପାଇଁ ପାଖ ମାଡ଼ିବେ ନାହିଁ। ଆନୁଷ୍ଠାନିକ କାମରେ ସମସ୍ୟାର ସରଳ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ କୌଣସି ବନ୍ଧୁଙ୍କ ଜରିଆରେ ସମସ୍ୟା ସମାଧାନ ସହ ଆଲୋଚନା ଫଳବତୀ ହୋଇପାରେ। କୃତ୍ତିକା ନକ୍ଷତ୍ରର ପରିବାର, ସଭାସମିତି ତଥା କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ଆତ୍ମୀୟସ୍ବଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ…

ରାଶିଫଳ: ବୁଧବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଆଜିର ଲାଭଭାବସ୍ଥ ଶନି ଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁମିଳନ, କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ଓ ସାମାଜିକ ସ୍ତରରେ ସମ୍ମାନଲାଭ କରାଇବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର କିମ୍ବା ପଡ଼ୋଶୀଙ୍କ ସହ କଳହ ଲାଗିପାରେ। ଭୁଲ୍‌ ନିଷ୍ପତ୍ତି ନେଇ ସମାଲୋଚିତ ହେବା ସାଙ୍ଗକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri