Rasifala

ରାଶିଫଳ: ବୁଧବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା ସକାଶେ ଚିନ୍ତା କରିପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ରମ କିମ୍ବା ଆନୁଷ୍ଠାନିକ ପ୍ରତିଯୋଗିତାରେ ସଫଳତା ଯୋଗୁ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପତିଙ୍କ ନକ୍ଷତ୍ରରେ ଚନ୍ଦ୍ର ଅବସ୍ଥାନ କରି ଶାରୀରିକ ଓ ମାନସିକ ସୁସ୍ଥତା ଅକ୍ଷୁଣ୍ଣ ରଖିବେ । କର୍ମକ୍ଷେତ୍ରରେ ଅଗ୍ରଗତି କରିବେ, କିନ୍ତୁ କିଛିଟା ପ୍ରତିରୋଧର ସାମ୍ନା କରିବା ପରେ। ବାଣିଜ୍ୟ, ବ୍ୟବସାୟିକ ଦିଗଟି ବେଶ୍‍ ଭଲ ରହିବା ସାଙ୍ଗକୁ…

ରାଶିଫଳ: ସୋମବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପରାମର୍ଶରେ ବହୁତ ଦିନରୁ ସ୍ଥଗିତ କାମଟିକୁ ହଠାତ୍‌ ଆରମ୍ଭ କରିବା ସକାଶେ ମନ ବଳାଇବେ। କୃତିକା ନକ୍ଷତ୍ର ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ କିଛି ଅସୁବିଧା ହେବ ନାହିଁ। ଆକସ୍ମିକ ଭାବରେ ପଡୋଶୀ କିମ୍ବା ସହକର୍ମୀଙ୍କ…

ରାଶିଫଳ: ରବିବାର , ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହ ସ୍ଥିତି ପ୍ରଭାବରେ ଅଭିଳଷିତ କାର୍ଯ୍ୟ ହାସଲ କରିପାରିବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିବା ସହ ପାରିବାରିକ ଜୀବନରେ ସ୍ନେହ, ସହାନୁଭୂତିର ଅଭାବ ରହିବ ନାହିଁ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ…

ରାଶିଫଳ: ଶନିବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପୂର୍ବାଫାଲ୍‍ଗୁନୀ ନକ୍ଷତ୍ରରେ ରହିଥିବାରୁ ଆପଣ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି, କୌଣସି ଅସୁବିଧା ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିରେ ପଡ଼ି ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଶୁକ୍ର ସହ ଚନ୍ଦ୍ର ଏବଂ କେତୁଙ୍କ ସ୍ଥିତିଜନିତ ଆପଣଙ୍କ ଭୁଲ୍‍ ନିଷ୍ପତ୍ତି ସମସ୍ୟାର କାରଣ ହୋଇପାରେ। କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଆଜି ସ୍ଥିର ଭାବରେ କୌଣସି ସ୍ଥାନରେ ଦୀର୍ଘ ସମୟ ରହି ପାରିବେ ନାହିଁ। ପାରିବାରିକ ସ୍ତରରେ ସହମତି ନେଇ…

ରାଶିଫଳ: ଗୁରୁବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରୁ ବନ୍ଧୁମିଳନ ସାଙ୍ଗକୁ କର୍ମମୁଖର ରହିବେ। ପାରିବାରିକ ସଦ୍‌ଭାବ ମଧ୍ୟରେ ହସଖୁସିର ମଜା ଉଠାଇପାରନ୍ତି। ସଭାସମିତି, ନୃତ୍ୟ ସଙ୍ଗୀତ, ସେବା କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସନ୍ତୋଷଜନକ ଫଳ ପାଇବେ…

ରାଶିଫଳ: ବୁଧବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଆଜିର ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ରର ପରିସ୍ଥିତି ସ୍ବାଭାବିକ ରହିବ। ନିକଟରେ ରହୁ ନ ଥିବା ପିଲାଙ୍କ ସ୍ବାସ୍ଥ୍ୟ ସକାଶେ ଏବଂ ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ସ୍ବାର୍ଥସାଧନ ମାନସରେ ନିଜ ଲୋକ ଅସୁବିଧାରେ ପକାଇପାରନ୍ତି। ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର , ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ତୃତୀୟଭାବରେ ତିନୋଟି ଗ୍ରହଙ୍କ ସଂଯୋଗ କାରଣରୁ ବନ୍ଧୁମିଳନ,ଧାର୍ମିକ କାର୍ଯ୍ୟ ଏବଂ ଭ୍ରମଣସୌଖ୍ୟ ଲାଭ କରିବେ। ପାରିବାରିକ ଓ ପରିବହନ କ୍ଷେତ୍ରରେ ସାମାନ୍ୟ ବ୍ୟତିକ୍ରମର ଆଶଙ୍କା କରାଯାଇପାରେ। ପରିସ୍ଥିତିବଶତଃ ଅତ୍ୟଧିକ ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହୋଇପାରନ୍ତି। ବୃଷ ଶୁଭଯୁକ୍ତ…

ରାଶିଫଳ: ସୋମବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଅଟକି ରହିଥିବା କାମ ତ୍ୱରାନ୍ବିତ ହେବ। ପରିବହନ, ନିର୍ମାଣ, ଜମିଜମା ଓ ଆନୁଷ୍ଠାନିକ ଆଲୋଚନାରେ ସଫଳତା ହାସଲ କରିବେ। କର୍ମ କ୍ଷେତ୍ରରେ ପଦମର୍ଯ୍ୟାଦା ବଢ଼ିବ। ଆତ୍ମୀୟଙ୍କ ପାଇଁ ଚିନ୍ତା ବଢିପାରେ। ଅଶ୍ୱିନୀ…

ରାଶିଫଳ: ରବିବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜିର ନୂତନ କର୍ମାରମ୍ଭ, ଆନୁଷ୍ଠାନିକ କର୍ମ ଆନନ୍ଦ ଉଲ୍ଲାସ ମଧ୍ୟରେ ସମ୍ପନ୍ନ ହେବ। ହିତୈଷୀମାନଙ୍କ ସହୃଦୟତାରୁ ଆପଣ ଯାହା ଚାହୁଁଛନ୍ତି, ତାହା ପାଇବାରେ କୌଣସି ଅସୁବିଧା ହେବନାହିଁ। ସାହିତ୍ୟ, ରଚନାମତ୍କ କାର୍ଯ୍ୟ, ପ୍ରତିଯୋଗିତାରେ ସଫଳତା ମିଳିବ। ଋଣ ପରିଶୋଧର ଦୁଶ୍ଚିନ୍ତାରେ…

ରାଶିଫଳ: ଶନିବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭିନ୍ନ ପ୍ରକାର ହେତୁ ଅନ୍ୟମାନେ ଭୁଲ୍‍ ବୁଝିପାରନ୍ତି। ବ୍ୟବସାୟ ଓ ବାଣିଜ୍ୟରେ ଆଶା ଅନୁଯାୟୀ ସଫଳତା ମିଳିବ। ଦୀର୍ଘ ଦିନରୁ ରହିଯାଇଥିବା କାମ ପାଇଁ ଅନ୍ୟକୁ କୈଫିୟତ୍‍ ଦେବାକୁ ପଡ଼ିପାରେ। ପାରିବାରିକ କ୍ଷେତ୍ରରେ ଉନ୍ନତି ପରିଲକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?