ରାଶିଫଳ: ଗୁରୁବାର, ଅଗଷ୍ଟ ୮ ତାରିଖ – Daily Horoscope
ମେଷ ଆଜି ବନ୍ଧୁଙ୍କ ପ୍ରେରଣା ଲାଭକରି ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ବିବାଦୀୟ ପରିବେଶରେ ମଧ୍ୟସ୍ଥତାପୂର୍ବକ ପ୍ରିୟକଥା କହି ସମସ୍ୟାକୁ ସୁଧାରି ନେବେ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି ଦୁଶ୍ଚିନ୍ତାର କାରଣ ହେବ। ଆର୍ଥିକ ଅଭିବୃଦ୍ଧିଜନିତ କୌଣସି ନୂତନ…
ରାଶିଫଳ: ବୁଧବାର, ଅଗଷ୍ଟ ୭ ତାରିଖ – Daily Horoscope
ମେଷ ଆଜି କାର୍ଯ୍ୟସିଦ୍ଧି, ଆମୋଦପ୍ରମୋଦ, ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା କରିପାରନ୍ତି। ଆତ୍ମୀୟ ସ୍ବଜନଙ୍କ ରୁଗ୍ଣ ସ୍ବାସ୍ଥ୍ୟର ଆଶୁ ଚିକିତ୍ସା ପାଇଁ ଚିନ୍ତା ବଢ଼ିପାରେ। ନିଜର ଇଚ୍ଛା ବିରୁଦ୍ଧରେ କୌଣସି କାମ କରି ଅନୁତାପ କରିବାକୁ ପଡ଼ିବ। କୃତ୍ତିକା ନକ୍ଷତ୍ର ଆତ୍ମୀୟମାନଙ୍କ ଅତି…
ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୬ ତାରିଖ – Daily Horoscope
ମେଷ କୋଣଭାବରେ ତିନୋଟି ଗ୍ରହ ହେତୁ ଆପଣଙ୍କ ବିଚାରଧାରାକୁ ପ୍ରଭାବିତ କରିବା ଫଳରେ ଭୁଲ୍ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। କୌଣସି ବ୍ୟକ୍ତିଙ୍କୁ ଗଭୀର ବିଶ୍ୱାସକରି ପ୍ରତାରିତ ହେବା ସମ୍ଭାବନା ରହିଛି। ପରିସ୍ଥିତିବଶତଃ ଇଚ୍ଛା ନ…
ରାଶିଫଳ: ସୋମବାର, ଅଗଷ୍ଟ ୫ ତାରିଖ – Daily Horoscope
ମେଷ ଚନ୍ଦ୍ର ପୁଷ୍ୟା ନକ୍ଷତ୍ରସ୍ଥ ହେତୁ ଆଜି ପରିବାରରେ ଏବଂ କର୍ମକ୍ଷେତ୍ରରେ ଅଟକି ରହିଥିବା କାର୍ଯ୍ୟ ତ୍ୱରାନ୍ବିତ ହେବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଜିନିଷ କିଣା ବିକା ପାଇଁ ଦିନଟି ଭଲ। ପଡ଼ୋଶୀ, ସହକର୍ମୀ, ଭାଇଭଉଣୀଙ୍କ ସହ ସୁସମ୍ପର୍କ…
ରାଶିଫଳ: ରବିବାର, ଅଗଷ୍ଟ ୪ ତାରିଖ – Daily Horoscope
ମେଷ ଆଜି ଚନ୍ଦ୍ର ସ୍ବଗୃହରେ ରବିଙ୍କ ସହିତ ଥିବା ହେତୁ ସକାଳୁ ସକାଳୁ ଶୁଭ ଖବର ପାଇ ମନଟା ଖୁସି ହୋଇଯିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ଆବଶ୍ୟକତାନୁଯାୟୀ ବରାଦି ମୁତାବକ ଗୃହକୁ…
ରାଶିଫଳ: ଶନିବାର, ଅଗଷ୍ଟ ୩ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଦୀର୍ଘଦିନର ଶତ୍ରୁତା କାରଣରୁ ଦୁଶ୍ଚିନ୍ତା ସୃଷ୍ଟିହେବ। ସାହାଯ୍ୟ ପାଉଥିବା ଲୋକଟି ସାମାନ୍ୟ ସ୍ବାର୍ଥହାନି ହେତୁ କୁତ୍ସାରଟନା କରିପାରେ। ଭୁଲ୍ ବୁଝାମଣାଜନିତ ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ବିବାଦୀୟ ପରିସ୍ଥିତି ସହ ପରିବହନ କ୍ଷେତ୍ରରେ…
ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨ ତାରିଖ – Daily Horoscope
ମେଷ ଆଜି କର୍ମପ୍ରବାହରେ ପ୍ରତିକୂଳ ବାତାବରଣ ସୃଷ୍ଟି ଆଶଙ୍କା ରହିଛି। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ପାଇଁ ନିଜର ତ୍ୟାଗପୂତ ମନୋଭାବରୁ ପ୍ରଶଂସା ପାଇବେ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ନିଜ…
ରାଶିଫଳ: ଗୁରୁବାର, ଅଗଷ୍ଟ ୧ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ମନ ଅନୁଯାୟୀ କାମ କରିବାରେ ସଫଳ ହେବେ। ବାଣିଜ୍ୟ, ବ୍ୟବସାୟ, ପରିବହନ, ସଭାସମିତି, ଦୋକାନବାଡ଼ି, ସତ୍ସଙ୍ଗର ସୁଯୋଗ ଲାଭ କରିବେ। ଭାଇଭାଇ, ବନ୍ଧୁବାନ୍ଧବଙ୍କୁ କେନ୍ଦ୍ରକରି କଳହ ଲାଗିପାରେ। ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ…
ରାଶିଫଳ: ବୁଧବାର, ଜୁଲାଇ ୩୧ ତାରିଖ – Daily Horoscope
ମେଷ ଆଜି ଶିଳ୍ପ, ବ୍ୟବସାୟ ତଥା ପ୍ରତିଯୋଗିତା ପାଇଁ ଅନୁକୂଳ ପ୍ରଭାବ ହେତୁ ଶୁଭଫଳ ପାଇବେ। କୌଣସି ଅପୂରଣୀୟ ଇଚ୍ଛା ମନକୁ ବିଚଳିତ କରିବ। ନୂତନ ସ୍ଥାନ ବୁଲିଯିବା ସୁଯୋଗ ମିଳିବ ଓ ବନ୍ଧୁଙ୍କ ସହଯୋଗ, ସୁଖ ସମ୍ମାନ ପାଇ ଖୁସି…
ରାଶିଫଳ: ମଙ୍ଗଳବାର, ଜୁଲାଇ ୩୦ ତାରିଖ – Daily Horoscope
ମେଷ ଆଜି ଧନ ସ୍ଥାନରେ ଚନ୍ଦ୍ର ମଙ୍ଗଳ ଯୋଗରୁ ହାତ ଖାଲି ରହିବନାହିଁ। କିନ୍ତୁ ଛୋଟ ଛୋଟ କଥାକୁ ନେଇ ବନ୍ଧୁଙ୍କ ଭୁଲ୍ ବୁଝାମଣା ଓ ବେଖାତିର କଥାରୁ ମତାନ୍ତର ଘଟିପାରେ। ବାଣିଜ୍ୟ, ବ୍ୟବସାୟ କିମ୍ବା ପରିବହନରେ ଆକସ୍ମିକ ସମସ୍ୟାର ସମ୍ମୁଖୀନ…
ରାଶିଫଳ: ସୋମବାର, ଜୁଲାଇ ୨୯ ତାରିଖ – Daily Horoscope
ମେଷ ଆଜି ଦୀର୍ଘଦିନର ଆଶା ପୂରଣ ସକାଶେ ବିଭିନ୍ନ ଉପାୟ ଅବଲମ୍ବନ କରି ସଫଳ ହେବେ। ନିଜର ଦକ୍ଷତା ପ୍ରତିପାଦନ କରି କର୍ମକ୍ଷେତ୍ରରେ ପ୍ରଶଂସା ପାଇବେ। ପରିବାରର ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। କଳା, ସାହିତ୍ୟ,…
ରାଶିଫଳ: ରବିବାର, ଜୁଲାଇ ୨୮ ତାରିଖ – Daily Horoscope
ମେଷ ଆଜିର ଶ୍ରୀଚନ୍ଦ୍ରଯୋଗ ପ୍ରଭାବରୁ ଅର୍ଥ, ସମ୍ମାନ ଓ ପ୍ରତିଷ୍ଠା ମଧ୍ୟରେ କାର୍ଯ୍ୟସିଦ୍ଧିଜନିତ ମନ ପ୍ରଫୁଲ୍ଲ ରହିବ। ଘର, ପରିବାର, ଯାନବାହନ, ଆନୁଷ୍ଠାନିକ କାମରେ ଜଣେ ବନ୍ଧୁ ସାହାଯ୍ୟ କରିବେ। ପରୋକ୍ଷ ଶତ୍ରୁତା କାରଣରୁ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ।…
Archives


