Rasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ କାରଣରୁ କୌଣସି ନୂଆ କାମ ଆରମ୍ଭ କରିବାକୁ ମନ ବଳାଇବେ। ଦୂରସ୍ଥ ସନ୍ତାନଙ୍କ ସକାଶେ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ସୃଷ୍ଟି ହୋଇପାରେ। ଅର୍ଥ ସମ୍ପର୍କକୁ ନେଇ ଭାତୃବିବାଦ ଦେଖାଦେବାର ସୂଚନା ରହିଛି।…

ରାଶିଫଳ: ମଙ୍ଗଳବାର , ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ମାନସିକ ଅସ୍ଥିରତା ମଧ୍ୟରେ ବ୍ୟସ୍ତବିବ୍ରତ କରାଇପାରେ। ଫଳରେ ଆପଣ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇନେବାରେ ଅସୁବିଧା ହେବ। ବିଶେଷ ଗୁରୁତର ନ ହେଲେ ମଧ୍ୟ ସାମୟିକ ଭାବେ ଅସୁସ୍ଥତା ଅନୁଭବ କରିପାରନ୍ତି। ଆଜି ଅଟକି…

ରାଶିଫଳ: ସୋମବାର, ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଦ୍ୱାଦଶସ୍ଥ ଚନ୍ଦ୍ର ଯୋଗୁ ପାରିବାରିକ ମନାନ୍ତର ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି ପରିସ୍ଥିତିକୁ ବିଗାଡ଼ି ଦେଇପାରନ୍ତି। କୃତ୍ତିକା ନକ୍ଷତ୍ର ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେଇ ସମସ୍ୟାକୁ…

ରାଶିଫଳ: ରବିବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ ଆଜି ଅନିମନ୍ତ୍ରିତ ଭାବରେ କେଉଁଠିକୁ ଯିବା କିମ୍ବା କିଛି ପଚାରିବା ପୂର୍ବରୁ କହିବା ଓଲଟା ଫଳ ପ୍ରଦାନ କରିବ। ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ। ହାତକୁ ନେଇଥିବା କାମ ସମ୍ପୂର୍ଣ୍ଣ ହେବା କଷ୍ଟକର ହୋଇପଡ଼ିବ।…

ରାଶିଫଳ: ଶନିବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଯେଉଁ କାମ ବିଷୟରେ ଚିନ୍ତା କରୁଛନ୍ତି ସେଥିରେ ଅସୁବିଧା ରହିବ ନାହିଁ। ଦ୍ୱିଜା ନକ୍ଷତ୍ରର ପାରିବାରିକ କ୍ଷେତ୍ର ମଧ୍ୟ ସହୃଦୟତାପୂର୍ଣ୍ଣ ରହିବ। ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେବେ। ବାଣିଜ୍ୟ, ପରିବହନ,…

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ କର୍ମଭାବରେ ଚନ୍ଦ୍ର ଥିବାରୁ ନୂଆ କାମଟିଏ ଆରମ୍ଭ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପରୁ ଭଲ ଫଳ ମିଳିବ। ଆନୁଷ୍ଠାନିକ କାମ କିମ୍ବା ରାଜନୈତିକ ସ୍ତରରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ପାରିବାରିକ କ୍ଷେତ୍ରରେ ବୁଝାମଣା…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସମେତ ଅନୁକୂଳ ଗ୍ରହସ୍ଥିତିରୁ ଦୈହିକ ସୁସ୍ଥତା ସଙ୍ଗକୁ ପାରିବାରିକ ଓ ସାମାଜିକ ଜୀବନ ପ୍ରୀତିପ୍ରଦ ରହିବ। ଅର୍ଥର ପ୍ରାଚୁର୍ଯ୍ୟ, ଦକ୍ଷତାର ପ୍ରତିଷ୍ଠା ଓ ପ୍ରଶଂସା ସୂଚକ ବିଷୟକୁ ନିନ୍ଦୁକଗୋଷ୍ଠୀଙ୍କୁ ଅସହ୍ୟ ହୋଇପାରେ। ସାଂଗଠନିକ ପ୍ରକ୍ରିୟାକୁ ତ୍ୱରାନ୍ବିତ କରାଇବାରେ…

ରାଶିଫଳ: ବୁଧବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ପ୍ରତି ବୃହସ୍ପତିଙ୍କ ଦୃଷ୍ଟି ହେତୁ ଗୃହ ସମସ୍ୟା ସମାଧାନ ହୋଇପାରିବ। ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ବ୍ୟତିକ୍ରମ ଦେଖାଦେବ। ଯୋଜନାରମ୍ଭ ସକାଶେ ବନ୍ଧୁବର୍ଗଙ୍କ ସହମତି ଉତ୍ସାହକୁ ଦ୍ୱିଗୁଣିତ କରିବ। ସଭାସମିତି, ସଂଗଠନ, ବାଣିଜ୍ୟ,…

ରାଶିଫଳ: ମଙ୍ଗଳବାର , ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ କାର୍ଯ୍ୟଦକ୍ଷତା କାରଣରୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସା ପାଇ ଖୁସି ରହିବେ। କେତେକ ସ୍ଥଗିତ କାମ ସମ୍ପନ୍ନ ସକାଶେ ତତ୍ପର ରହିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ସତ, ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ ନାହିଁ। ଅଧ୍ୟାପନା, କ୍ରୀଡ଼ା…

ରାଶିଫଳ: ସୋମବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ଅଷ୍ଟମରେ ନୀଚସ୍ଥ ଚନ୍ଦ୍ର ଯୋଗୁ ମନ ବନ୍ଧୁ ପରିଜନଙ୍କୁ ଦେଖିବା ପାଇଁ ବ୍ୟାକୁଳ ହୋଇପାରେ। ଛୋଟ କଥାକୁ କେନ୍ଦ୍ରକରି ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ। କର୍ମକ୍ଷେତ୍ରରେ ସତର୍କ ରୁହନ୍ତୁ, ଅନ୍ୟଥା ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେବ।…

ରାଶିଫଳ: ରବିବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ମାନସିକ ଶିଥିଳତା ଯୋଗୁ ଆନନ୍ଦ ଉପଭୋଗ କରିପାରିବେ ନାହିଁ। ଅଟକି ରହିଥିବା ବୃତ୍ତିଗତ ଧନ୍ଦାକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ବିଷାଦିତ ସମୟରେ ଆମତ୍ୀୟଙ୍କୁ ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ। ସଭାସମିତି, ଆନୁଷ୍ଠାନିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ଅଟକି ରହିଥିବା କାମ ସମ୍ପୂର୍ଣ୍ଣ କରିପାରିବା ଯୋଗୁ ମାନସିକ ଶାନ୍ତି ଲଭିବେ। ପୂର୍ବ ଯୋଜନା ଅନୂଯାୟୀ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ। କର୍ମକ୍ଷେତ୍ରରେ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ଆପୋସ ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri