Rasifala

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ହିତୈଷୀଙ୍କ ପରାମର୍ଶରେ ନୂତନ କାମ କରିବା ସକାଶେ ମନ ବଳାଇବେ। ବିଶେଷ ଅସୁବିଧା ନ ହେଲେ ମଧ୍ୟ ଦୈହିକ ଦୁର୍ବଳତା ସଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ, ବିବ୍ରତ କରାଇପାରେ। ତଥାପି ଆପଣଙ୍କର ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭ ସକାଶେ ସାହାଯ୍ୟ, ସହଯୋଗର ସହ ଅନୁକୂଳ ବାତାବରଣ ସୃଷ୍ଟିହେବ। ଆନୁଷ୍ଠାନିକ, ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଭଲ ଦିନଟିଏ କହିଲେ ଅତ୍ୟୁକ୍ତି ହେବନାହିଁ। ଛୋଟ କଥାରୁ ମତାନ୍ତର ମାନସିକ ଅଶାନ୍ତି ସୃଷ୍ଟି କରିବ। କୃତ୍ତିକା ନକ୍ଷତ୍ର ସକାଶେ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ଯୋଗୁ ଅର୍ଥ ଓ ସମ୍ମାନ ପାଇବା ସହ ଯାତ୍ରାରେ ଲକ୍ଷ୍ୟପୂରଣ ହେବ ଏବଂ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପିଲାଙ୍କ ସ୍ବାସ୍ଥ୍ୟହାନି କିମ୍ବା ବିବାହ ସମସ୍ୟା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ବ୍ୟବସାୟକୁ…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ କାରଣରୁ ଆପଣଙ୍କ କାମ ନିର୍ବିଘ୍ନରେ ସମ୍ପନ୍ନ ହେବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଦ୍ୱିଜା ନକ୍ଷତ୍ରର ପାଖକୁ ଆସି ପାରି ନ ଥିବା ଜିନିଷଟି ପାଇଁ ତର୍କ ଓ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ଲି-ନାମାକ୍ଷର ବ୍ୟକ୍ତିଙ୍କ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଦୀର୍ଘ ଦିନର ସୁପରିକଳ୍ପିତ ନୂଆ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ ସହକର୍ମୀଙ୍କ ସାହାଯ୍ୟ ପାଇ କାମକୁ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଅବହେଳାରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ ଅଗ୍ରଣୀ ଭୂମିକା…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥତ୍କ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ। ପରିବାରରେ ଅବସ୍ଥା…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜିର ବିଛା ରାଶିସ୍ଥ ଚନ୍ଦ୍ର ମାନସିକ ସ୍ଥିତି, ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତିକୁ ଅସ୍ବାଭାବିକ ରଖିପାରେ। କିନ୍ତୁ ଷଷ୍ଠଭାବସ୍ଥ ଶୁକ୍ର ନୀଚସ୍ଥ ଯୋଗୁ ଆର୍ଥିକ ସ୍ଥିତି ବିଗିଡ଼ି ଯାଇପାରେ। ଅବୁଝା ବନ୍ଧୁଙ୍କୁ ବୁଝାଇ ପରିସ୍ଥିତିକୁ ସୁଧାରି ନେବେ।…

ରାଶିଫଳ: ମଙ୍ଗଳବାର , ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ବିନାମନ୍ତ୍ରିତ ଭାବରେ କେଉଁଠିକୁ ଯିବା କିମ୍ବା କିଛି ପଚାରିବା ପୂର୍ବରୁ କହିବା ଠିକ୍‌ ହେବନାହିଁ। ଶତ୍ରୁତା ଲାଗି ରହିଥିବାରୁ ଅଧିକାଂଶ ସମୟ ମନ ଅସ୍ଥିର ରହିପାରେ। ଗୃହ ସମସ୍ୟା, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ…

ରାଶିଫଳ: ସୋମବାର , ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରର ସମସ୍ୟା ନେଇ ଚିନ୍ତିତ ହେବେ। ପୂର୍ବ କଳହକୁ ଦୋହରାଇ ନିଜ ଲୋକ ଅନ୍ୟମାନଙ୍କ ସହ ମିଶି ବିରୁଦ୍ଧାଚରଣ କରିବେ। ଆନୁଷ୍ଠାନିକ କାମ ହାସଲ ସକାଶେ ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିଙ୍କୁ ଆପଣେଇ ନେବେ। ବାଣିଜ୍ୟ,…

ରାଶିଫଳ: ରବିବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆର୍ଥିକ ଉନ୍ନତି ସହ କୌଣସି ନୂଆ କାମଟିଏ ଆରମ୍ଭ କରିବା ସକାଶେ ଯୋଜନା କରିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ ପ୍ରଭୃତିରୁ ସୁଫଳ ମିଳିବ। ଆନୁଷ୍ଠାନିକ କାମରେ ବ୍ୟତିକ୍ରମକୁ ସମାଧାନ କରିପାରିବେ। ପାରିବାରିକ କ୍ଷେତ୍ରରେ ବୁଝାମଣା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ପ୍ରଭାବରେ ପୂଜାପାର୍ବଣରେ ସତ୍‌ସଙ୍ଗ ଓ ଈଶ୍ୱରୀୟ ଅନୁଚିନ୍ତା ଜାଗ୍ରତ ହେବ। ଜଣେ ବନ୍ଧୁ ଘରକୁ ଆସିବେ ଏବଂ ଫେରିବା ସମୟକୁ ମନଦୁଃଖ କରି ବିଦାୟ ନେବେ। ବିଶେଷ ଭ୍ରମଣ କାରଣରୁ କ୍ଳାନ୍ତି ଓ ଅବସାଦ ଦେଖାଦେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?