Rasifala

ରାଶିଫଳ: ବୁଧବାର, ଜୁଲାଇ ୩ ତାରିଖ – Daily Horoscope

ମେଷ ଆଜି ଆନୁଷ୍ଠାନିକ କାମରେ ଉତ୍ସୁକତା ବୃଦ୍ଧି ସାଙ୍ଗକୁ ବାଣିଜ୍ୟ, ବ୍ୟବସାୟ ପରିବହନରୁ ଲାଭବାନ ହେବେ। ଭୁଲ୍‌ ବୁଝାମଣାବଶତଃ ଅନ୍ୟଙ୍କୁ ସନ୍ଦେହ କରିବାରୁ କଳହ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ କୈଫିୟତ୍‌ ଦେବାକୁ ପଡ଼ିବ। ଦ୍ୱିଜା ନକ୍ଷତ୍ର ବନ୍ଧୁଙ୍କ…

ରାଶିଫଳ: ମଙ୍ଗଳବାର , ଜୁଲାଇ ୨ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ଆପଣଙ୍କୁ ବନ୍ଧୁମିଳନରୁ ଆନନ୍ଦ, ଶନିଙ୍କ ହେତୁ ଦେବଦର୍ଶନରୁ ଆମତ୍ତୃପ୍ତି ପ୍ରାପ୍ତ ହେବ। ଅଶ୍ୱିନୀ ନକ୍ଷତ୍ର କୌଣସି ନୀଚ ଜାତିର ବ୍ୟକ୍ତିଙ୍କ ଦ୍ୱାରା କଳହ କିମ୍ବା କୁସତ୍ାରଟନା ଘଟିପାରେ। ଯାନ୍ତ୍ରିକ ଜିନିଷର ମରାମତି କିମ୍ବା ଘରର ଅସଜଡ଼ା…

ରାଶିଫଳ: ସୋମବାର , ଜୁଲାଇ ୧ ତାରିଖ – Daily Horoscope

ମେଷ ଆଜି ରାଶିରେ ଚନ୍ଦ୍ରମଙ୍ଗଳ ଯୋଗ ଥିବାରୁ ଅର୍ଥ, ସମ୍ମାନ ଓ ପ୍ରତିଷ୍ଠାର୍ଜନ କରିବେ। ବିରୋଧ କରୁଥିବା ବ୍ୟକ୍ତି ନୀରବ ସମର୍ଥନ ଦେଇ କାମରେ ସାହାଯ୍ୟ କରିବେ। ବନ୍ଧୁଙ୍କ ପରାମର୍ଶରେ କର୍ମାରମ୍ଭ ସକାଶେ ପୁଞ୍ଜିବିନିଯୋଗ କରିପାରନ୍ତିି। କଳା, ସାହିତ୍ୟ, ସଙ୍ଗୀତ, ସଭାସମିତି…

ରାଶିଫଳ: ରବିବାର, ଜୁନ୍‌ ୩୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ ଅସୁବିଧାର ଆଶଙ୍କା କରି ମନ ଅସ୍ଥିର ରହିବ। ପୂର୍ବ ନିର୍ଦ୍ଧାରିତ ଦୂରଯାତ୍ରାରେ କାର୍ଯ୍ୟସିଦ୍ଧି ଘଟିଲେ ମଧ୍ୟ ପ୍ରତ୍ୟାବର୍ତ୍ତନ ସମୟରେ ମନାନ୍ତର ଘଟିପାରେ। କର୍ମକ୍ଷେତ୍ରରେ ବିଳମ୍ବରେ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହେବ। ସବୁ ସୁବିଧା ଥିଲେ…

ରାଶିଫଳ: ଶନିବାର, ଜୁନ୍‌ ୨୯ ତାରିଖ – Daily Horoscope

ମେଷ ଆଜି ନିଜ ପରିସରରେ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇ ଯିବେ। ସନ୍ତାନ, ଉଚ୍ଚଶିକ୍ଷା, ଆଲୋଚନା, ସଭାସମିତି ପ୍ରଭୃତି ଚିନ୍ତାଜନକ ରହିବ। ସ୍ବାସ୍ଥ୍ୟରେ…

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୮ ତାରିଖ – Daily Horoscope

ମେଷ ଆଜି ସନ୍ତାନହେତୁକ ଅଶାନ୍ତି, ସୁସମ୍ପର୍କରେ ଫାଟ ସୃଷ୍ଟି ହେବାର ଆଶଙ୍କା ରହିଛି। ଅଫିସ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ସଭାସମିତିରେ ବହୁତ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ…

ରାଶିଫଳ: ଗୁରୁବାର , ଜୁନ୍‌ ୨୭ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହସ୍ଥିତିରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ। ମନ ହାଲୁକା ରହିବା ସହ ପାରିବାରିକ ଜୀବନ ହସଖୁସିରେ ବିତିବ। ଦୂରଯାତ୍ରାର ସୁଯୋଗ ପାଇବେ ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ବିରୋଧୀ ହୋଇପାରନ୍ତି। ଶିଳ୍ପ, ପରିବହନ, ବ୍ୟବସାୟ ଓ…

ରାଶିଫଳ: ବୁଧବାର , ଜୁନ୍‌ ୨୬ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଶନିଯୁକ୍ତ ଚନ୍ଦ୍ର ହେତୁ ସମସ୍ୟା ମଧ୍ୟରେ ଅଟକି ରହିଥିବା କାମଟି ସୁବିଧାରେ ସମ୍ପନ୍ନ ହେବ। କିନ୍ତୁ ଆମତ୍ୀୟମାନଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ଆର୍ଥିକ ଦିଗଟି ବିଶେଷ ଭଲ ନ ରହିଲେ ମଧ୍ୟ…

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧର୍ମାଧିପତିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ଥିବାରୁ ଧାର୍ମିକ କିମ୍ବା ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଶୁକ୍ରଙ୍କ ଶୁଭ ସମ୍ବନ୍ଧରୁ ଯାତ୍ରା, ବନ୍ଧୁମିଳନ, ବ୍ୟବସାୟିକ କ୍ଷେତ୍ର ଭଲ ରହିବ। ଶନି ରାଶ୍ୟାଧିପ ମଙ୍ଗଳଙ୍କୁ ଅବଲୋକନ କରୁଥିବାରୁ ଅସୁସ୍ଥତାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଚତୁର୍ଥଭାବର ଶୁଭତ୍ୱ କାରଣରୁ ପାରିବାରିକ ପରିସ୍ଥିତି ଭଲ ରହିଲେ ମଧ୍ୟ କର୍ମକ୍ଷେତ୍ରର ଧିମାଗତିରୁ ମନସ୍ତାପ କରିବେ। ପ୍ରତ୍ୟୁଷ ଯାତ୍ରା, ଶିଳ୍ପ, ପରିବହନ ତଥା ବ୍ୟବସାୟରୁ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତି ଉନ୍ନତ ରହିବ। ଗୃହୋପକରଣ କ୍ରୟ…

ରାଶିଫଳ: ରବିବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ଦୃଷ୍ଟିରେ ଶୁକ୍ର ଥିବାରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଫେରି ଆସିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିଫଳତା ଦେଖି ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ…

ରାଶିଫଳ: ଶନିବାର , ଜୁନ୍‌ ୨୨ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥଲାଭ ସାଙ୍ଗକୁ ବିଳାସବ୍ୟସନ ପ୍ରତି ବିଶେଷ ରୁଚି ବଳିବ। ଆନୁଷ୍ଠାନିକ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମ ତଥା କଳା,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri