Rasifala

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୨ ତାରିଖ – Daily Horoscope

ମେଷ ଆଜି ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବ ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ। ପାରିବାରିକ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହେବାର ସୂଚନା…

ରାଶିଫଳ: ଗୁରୁବାର, ଜାନୁଆରୀ ୧୧ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ଓ ବୃହସ୍ପତିଙ୍କ କ୍ଷେତ୍ର ବିନିମୟ ପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଶନି ଦୃଷ୍ଟ ଗୁରୁ ହେତୁ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଅଟକିଥିବା କାର୍ଯ୍ୟ…

ରାଶିଫଳ: ବୁଧବାର, ଜାନୁୟାରୀ ୧୦ ତାରିଖ – Daily Horoscope

ମେଷ ଅଧିକାଂଶ ସମୟ ନିରୁତ୍ସାହିତ ରହିବା ଫଳରେ ମନୋରଞ୍ଜନ ପ୍ରୀତିପ୍ରଦ ହେବନାହିଁ। ବନ୍ଧୁଙ୍କ ଆସିବା ବଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ଘଟଣାରେ…

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ସହ ଶୁକ୍ର ପ୍ରଭାବରେ ଅର୍ଥପ୍ରାପ୍ତି, ସାହିତ୍ୟ ସଙ୍ଗୀତରେ ପ୍ରତିଷ୍ଠା ସହ ବ୍ୟବସାୟିକ ସଫଳତା ମିଳିବ। ପାରିବାରିକ ଜୀବନ ପାରସ୍ପରିକ ଉତ୍ତମ ବୁଝାମଣା ଦ୍ୱାରା ହସ, ଖୁସିରେ କଟିବ। ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି ହେବ। ଅଶ୍ୱିନୀ…

ରାଶିଫଳ: ସୋମବାର , ଜାନୁୟାରୀ ୮ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ସହାନୁଭୂତି ଲାଭକରି କାର୍ଯ୍ୟ ଆଗକୁ ବଢ଼ାଇ ନେବାରେ ସମର୍ଥ ହେବେ। ନିଜ ପରିସରର ବ୍ୟକ୍ତିଙ୍କ ସହାୟତାରେ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ।…

ରାଶିଫଳ: ରବିବାର, ଜାନୁୟାରୀ ୭ ତାରିଖ – Daily Horoscope

ମେଷ ଆଜିର କାମଟିକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସାମୟିକ ମନ ହାଲୁକା ରହିବ। ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍‌ ହୋଇପାରନ୍ତି। ବିବାଦୀୟ କଥାରେ ମୁଣ୍ଡ ନ ପୂରାଇବା ଭଲ,…

ରାଶିଫଳ: ଶନିବାର , ଜାନୁୟାରୀ ୬ ତାରିଖ – Daily Horoscope

ମେଷ ଆଜି ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଯୋଗୁ ଯୁଆଡେ ଯାଆନ୍ତୁ ଖାଲିହାତରେ ଫେରିବେ ନାହିଁ। ଗୁରୁଙ୍କ ଦୃଷ୍ଟିରୁ କାର୍ଯ୍ୟସିଦ୍ଧି, ସନ୍ତାନଙ୍କ ଉନ୍ନତି ଏବଂ ଫଳପ୍ରଦ ଆଲୋଚନା ମଧ୍ୟ କରିପାରନ୍ତି। କୌଣସି କାମ ସକାଶେ ସକାଳୁ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଲାଭ…

ରାଶିଫଳ: ଶୁକ୍ରବାର , ଜାନୁୟାରୀ ୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା ଓ ନିରପେକ୍ଷ ନ୍ୟାୟ କରି ଚର୍ଚ୍ଚିତ ହେବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମରେ ସଫଳତା ପାଇବେ ସତ କିନ୍ତୁ ଏଥିପାଇଁ ବହୁତ ମେହେନତ କରିବାକୁ ପଡିପାରେ। ପ୍ରତ୍ୟେକ କଥାରେ ଅଯଥା…

ରାଶିଫଳ: ଗୁରୁବାର, ଜାନୁୟାରୀ ୪ ତାରିଖ – Daily Horoscope

ମେଷ ଧନାଧିପ ଧନସ୍ଥାନକୁ ଦେଖୁଥିବାରୁ ଦିନଟି ଆର୍ଥିକ ଅଭିବୃଦ୍ଧିରେ ସହାୟକ ହେବ। ବକେୟା ଟଙ୍କା ଦେଉ ନ ଥିବା ଲୋକଟି ଘରକୁ ଆସି ଟଙ୍କା ଦେଇଯିବ। ଅଭାବ ଅସୁବିଧା ଦୂରୀକରଣରେ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ବୁଧବାର, ଜାନୁୟାରୀ ୩ ତାରିଖ – Daily Horoscope

ମେଷ ସପ୍ତମାଧିପତି ବଳହୀନ ଯୋଗୁ କର୍ମକ୍ଷେତ୍ରରେ ବିରୋଧୀ ପକ୍ଷ ଦୁର୍ବଳ ରହିବେ। ଯାତ୍ରା, ବାଣିଜ୍ୟ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ମଙ୍ଗଳ ଉଚ୍ଚାଂଶରେ ରହିଥିବାରୁ ଶାରୀରିକ ଅସୁସ୍ଥତା ଦୂରହେବ ଏବଂ ଆରୋଗ୍ୟଲାଭ କରିବେ। ପାପଗ୍ରହଯୁକ୍ତ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ବୁଝାମଣା…

ରାଶିଫଳ: ମଙ୍ଗଳବାର , ଜାନୁୟାରୀ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଉସତ୍ାହ ଓ ପ୍ରେରଣା ପାଇ ଦୁଃସାଧ୍ୟ ସାଧନ କରିବେ। ବୁଧ ସହ ଶୁକ୍ର ସଂଯୋଗରୁ ସନ୍ତାନ ସନ୍ତତିଙ୍କ ଯୋଗୁ ଭାଙ୍ଗି ପଡ଼ିଥିବା ସମ୍ପର୍କ ପୁଣି ଯୋଡ଼ିହୋଇଯିବ। ବ୍ୟୟ ବୃଦ୍ଧିଜନିତ ଅର୍ଥସଙ୍କଟରୁ ଚାପର ସମ୍ମୁଖୀନ ହୋଇପାରନ୍ତି। ଆନୁଷ୍ଠାନିକ କାମରେ ମୁଖ୍ୟ…

ରାଶିଫଳ: ସୋମବାର, ଜାନୁୟାରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷର ପହିଲି ସକାଳରେ ବୃହସ୍ପତିଙ୍କ ଦୃଷ୍ଟିରେ ଚନ୍ଦ୍ର ଏବଂ ଭାଗ୍ୟସ୍ଥ ମଙ୍ଗଳ ଯୋଗୁ ମନରେ ପ୍ରସନ୍ନତା ଭରିଯିବ। ଦ୍ୱାଦଶରେ ରାହୁ ଭ୍ରମଣ ସୁଯୋଗ, ବ୍ୟୟବୃଦ୍ଧି ଓ ଶତ୍ରୁତାଜନିତ ମାନସିକ ସ୍ଥିତିକୁ ହଲ୍‌ଚଲ୍‌ କରିପାରେ। ବୁଧ ଓ ଶୁକ୍ର ଅର୍ଥଲାଭ,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri