Rasifala

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାର୍ଯ୍ୟ ସମ୍ପନ୍ନ ହେବ। ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇଉଠିବ। ଆତ୍ମୀୟ ସ୍ବଜନଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ ପାଇଁ ଭୁଲିଯିବେ।...

ରାଶିଫଳ: ଗୁରୁବାର, ଫେବୃୟାରୀ ୧୭ ତାରିଖ – Daily Horoscope

ମେଷ ଆଜି ସାମାନ୍ୟ କଥାରେ ପାରିବାରିକ କଳହ କାରଣରୁ ମାନସିକ ଅସ୍ଥିରତା ଲାଗିରହିବ। ଘରର କେତେକ ଅଟକି ରହିଯାଇଥିବା କାମକୁ ଯଥାଶୀଘ୍ର ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି। ବ୍ୟବସାୟରେ, କିଣାବିକା କ୍ଷେତ୍ରରେ ସାବଧାନ ରୁହନ୍ତୁ, ନଚେତ୍‌ ଠକାମିରେ ପଡ଼ିପାରନ୍ତି।...

ରାଶିଫଳ: ବୁଧବାର, ଫେବୃୟାରୀ ୧୬ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ଆପଣଙ୍କ ସମସ୍ତ ଆଶା ପୂରଣରେ ସହାୟକ ହେବ। ଏକାଦଶସ୍ଥ ରବି ବୁଧ କର୍ମସ୍ଥାନରେ ବନ୍ଧୁବତ୍ସଳତା, ବୌଦ୍ଧିକ ବିକାଶ, କାର୍ଯ୍ୟସିଦ୍ଧିର ଦ୍ୟୋତକ ହୋଇପାରେ। କୌଣସି ବିଶିଷ୍ଟବ୍ୟକ୍ତିଙ୍କ ଆମନ୍ତ୍ରଣ ମନରେ ସାହାଯ୍ୟକାରୀ ଭାବ ଉଦ୍ରେକ କରିବ। ଅଟକି...

ରାଶିଫଳ: ମଙ୍ଗଳବାର, ଫେବୃୟାରୀ ୧୫ ତାରିଖ – Daily Horoscope

ମେଷ ଅନୁକୂଳଗ୍ରହ ସ୍ଥିତିରୁ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ଅର୍ଥ,...

ରାଶିଫଳ: ସୋମବାର, ଫେବୃୟାରୀ ୧୪ ତାରିଖ – Daily Horoscope

ମେଷ ଆଜି ସ୍ବକ୍ଷତ୍ରୀ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ନୈରାଶ୍ୟ ଦୂରେଇଯିବ ଓ ସମ୍ମାନ, ପ୍ରତିଷ୍ଠା ଲାଭ କରିବେ। ଆପଣଙ୍କ ଉପସ୍ଥିତ ବୁଦ୍ଧି ଓ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା...

ରାଶିଫଳ: ରବିବାର, ଫେବୃୟାରୀ ୧୩ ତାରିଖ – Daily Horoscope

ମେଷ ସତର୍କତା ଅବଲମ୍ବନ କଲେ ମଧ୍ୟ ବିଭିନ୍ନ ପ୍ରକାରର ସମସ୍ୟା ହେତୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତିମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ କଥା କହି ପ୍ରଶଂସିତ...

ରାଶିଫଳ: ଶନିବାର, ଫେବୃୟାରୀ ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ। ଦ୍ୱିଜା ନକ୍ଷତ୍ରର ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ପ୍ରଶଂସିତ ହେବେ।...

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୧୧ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଚନ୍ଦ୍ର ଦ୍ୱିତୀୟ ସ୍ଥାନରେ ଥିବାରୁ ଧନହାନି ଓ କଳହର ଆଶଙ୍କା ପୂର୍ଣ୍ଣମାତ୍ରାରେ ରହିଛି। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ନିକଟ ସମ୍ପର୍କୀୟମାନଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‌...

ରାଶିଫଳ: ଗୁରୁବାର, ଫେବୃୟାରୀ ୧୦ ତାରିଖ – Daily Horoscope

ମେଷ ରାହୁଯୁକ୍ତ ଚନ୍ଦ୍ର ହେତୁ ଟେନସନ୍‌ ଆଜି କିଛି ମାତ୍ରାରେ ବଢ଼ିଯିବ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। କୃତ୍ତିକା ନକ୍ଷତ୍ର ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି...

ରାଶିଫଳ: ବୁଧବାର, ଫେବୃୟାରୀ ୯ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ। ସହକର୍ମୀ ମାନଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଦୀର୍ଘ ସମୟ ଧରି ବନ୍ଧୁଙ୍କୁ ଅପେକ୍ଷା କରି ବିରକ୍ତି ଅନୁଭବ...

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୮ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ଜୀବନଯାତ୍ରାକୁ ସାବଲୀଳ କରାଇବାରେ ସହାୟକ ହେବ। ହଜିଲା ବଳଦ ଖୋଜିଲା ଠେଇଁ ପରି ହାତ ପାଆନ୍ତାକୁ ସୁବିଧା,ସୁଯୋଗ ଜୁଟିଯିବ। ପ୍ରତ୍ୟେକ ଦିଗରୁ ଲାଭବାନ୍‌ ହେବେ ଓ ଯାହା ଖୋଜୁଛନ୍ତି ତାହା ପାଇବେ। ସ୍ଥଗିତ କାମ...

ରାଶିଫଳ: ସୋମବାର, ଫେବୃୟାରୀ ୭ ତାରିଖ – Daily Horoscope

ମେଷ ଆଜିର ରେବତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଆପଣଙ୍କୁ ସାହାଯ୍ୟ, ସହଯୋଗ ଯୋଗାଇଦେବାରେ ସମସ୍ୟା ସୃଷ୍ଟି କରିବ। ସାହାଯ୍ୟ କରିବା ପରିପ୍ରେକ୍ଷୀରେ ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ଚିନ୍ତା ବଢ଼ିଯିବ। ଯେ କୌଣସି କ୍ଷେତ୍ରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri