Rasifala

ରାଶିଫଳ: ମଙ୍ଗଳବାର, ଜୁନ୍‌ ୨୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଧର୍ମାଧିପତିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ଥିବାରୁ ଧାର୍ମିକ କିମ୍ବା ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିବେ। ଶୁକ୍ରଙ୍କ ଶୁଭ ସମ୍ବନ୍ଧରୁ ଯାତ୍ରା, ବନ୍ଧୁମିଳନ, ବ୍ୟବସାୟିକ କ୍ଷେତ୍ର ଭଲ ରହିବ। ଶନି ରାଶ୍ୟାଧିପ ମଙ୍ଗଳଙ୍କୁ ଅବଲୋକନ କରୁଥିବାରୁ ଅସୁସ୍ଥତାର ଆଶଙ୍କା ରହିଛି।…

ରାଶିଫଳ: ସୋମବାର, ଜୁନ୍‌ ୨୪ ତାରିଖ – Daily Horoscope

ମେଷ ଚତୁର୍ଥଭାବର ଶୁଭତ୍ୱ କାରଣରୁ ପାରିବାରିକ ପରିସ୍ଥିତି ଭଲ ରହିଲେ ମଧ୍ୟ କର୍ମକ୍ଷେତ୍ରର ଧିମାଗତିରୁ ମନସ୍ତାପ କରିବେ। ପ୍ରତ୍ୟୁଷ ଯାତ୍ରା, ଶିଳ୍ପ, ପରିବହନ ତଥା ବ୍ୟବସାୟରୁ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା ପ୍ରଭୃତି ଉନ୍ନତ ରହିବ। ଗୃହୋପକରଣ କ୍ରୟ…

ରାଶିଫଳ: ରବିବାର, ଜୁନ୍‌ ୨୩ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ଦୃଷ୍ଟିରେ ଶୁକ୍ର ଥିବାରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଫେରି ଆସିବ। କର୍ମକ୍ଷେତ୍ରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ବିଫଳତା ଦେଖି ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ…

ରାଶିଫଳ: ଶନିବାର , ଜୁନ୍‌ ୨୨ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ସୁପ୍ରଭାବରୁ ଅର୍ଥଲାଭ ସାଙ୍ଗକୁ ବିଳାସବ୍ୟସନ ପ୍ରତି ବିଶେଷ ରୁଚି ବଳିବ। ଆନୁଷ୍ଠାନିକ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହୋଇପାରନ୍ତି। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଏବଂ ପରିବହନ ଭଲରେ ଚାଲିବ। ସାଂସ୍କୃତିକ କାର୍ଯ୍ୟକ୍ରମ ତଥା କଳା,…

ରାଶିଫଳ: ଶୁକ୍ରବାର, ଜୁନ୍‌ ୨୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମଚନ୍ଦ୍ର ଦ୍ୱିତୀୟଭାବକୁ ଦେଖୁଥିବାରୁ ଯାତ୍ରା ଓ ବାଣିଜ୍ୟରୁ ଅର୍ଥଲାଭ କରାଇବ। ବନ୍ଧୁଙ୍କ ସାହାଯ୍ୟ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାର ନିଷ୍ପତ୍ତି ନେବେ। ଉପସ୍ଥିତ ବୁଦ୍ଧି ଖଟାଇ ଘରର ଅଶାନ୍ତ ପରିସ୍ଥିତିକୁ ସମ୍ଭାଳି ନେଇପାରନ୍ତି। ଅଧ୍ୟାପନା, କ୍ରୀଡ଼ା, ଚଳଚ୍ଚିତ୍ର,…

ରାଶିଫଳ: ଗୁରୁବାର, ଜୁନ୍‌ ୨୦ ତାରିଖ – Daily Horoscope

ମେଷ ଆଜି ଯେଉଁ କାମରେ ହାତ ଦେଇଛନ୍ତି, ସେଥିରେ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ରର ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗି ରହିବ। ଅଫିସ୍‌ ଯିବା ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି କରିପାରନ୍ତି।…

ରାଶିଫଳ: ବୁଧବାର, ଜୁନ୍‌ ୧୯ ତାରିଖ – Daily Horoscope

ମେଷ ସ୍ଥଗିତ କାମ ତ୍ୱରାନ୍ଵିତ ହେବା ସହ ଆନୁଷ୍ଠାନିକ କ୍ଷେତ୍ରରେ ମର୍ଯ୍ୟାଦା ବଢ଼ିବ। ବନ୍ଧୁ ମିଳନରୁ ଉତ୍ସାହିତ ହେବେ ଏବଂ କାର୍ଯ୍ୟ ସାଧନରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କ୍ରୟବିକ୍ରୟ ସକାଶେ ପରିବାରରୁ ସମର୍ଥନ ପାଇବେ ନାହିଁ। ଈର୍ଷା ପରାୟଣ…

ରାଶିଫଳ: ମଙ୍ଗଳବାର , ଜୁନ୍‌ ୧୮ ତାରିଖ – Daily Horoscope

ମେଷ ଆଜି ସ୍ବାତୀ ନକ୍ଷତ୍ରସ୍ଥ ଚନ୍ଦ୍ର ଶାରୀରିକ ଓ ମାନସିକ ସ୍ବାସ୍ଥ୍ୟକୁ ନିରାମୟ ରଖିବାରେ ସାହାଯ୍ୟ କରିବେ। ଯାନ୍ତ୍ରିକ ଜିନିଷ କିମ୍ବା ସୌଖୀନ ଦ୍ରବ୍ୟ ବ୍ୟବସାୟରୁ ଲାଭବାନ୍‌ ହେବେ। ବିବାଦୀୟ ଘଟଣାରେ ମୁଣ୍ଡ ନ ପୂରାଇବା ଭଲ। ସାଂସ୍କୃତିକ କାର୍ଯ୍ୟକ୍ରମରେ ଅଗ୍ରଣୀ…

ରାଶିଫଳ: ସୋମବାର, ଜୁନ୍‌ ୧୭ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ପରିସ୍ଥିତି ଭଲ ରହିଲେ ମଧ୍ୟ କ୍ରୋଧ ବିବାଦୀୟ ପରିସ୍ଥିତି ସୃଷ୍ଟି କରିପାରେ। ଶନି ପ୍ରଭାବରୁ କର୍ମକ୍ଷେତ୍ରରେ ମନୋବଳ ଖୁବ୍‌ ଟାଣ ରହିବ, ମାତ୍ର ନିଜ ଜିଦ୍‌ରେ ଅଟଳ ରହିପାରନ୍ତି। ସମସ୍ୟା ସମାଧାନ କ୍ଷେତ୍ରରେ ନିକଟ ସମ୍ପର୍କୀୟ ଜଣେ ବନ୍ଧୁ…

ରାଶିଫଳ: ରବିବାର, ଜୁନ୍‌ ୧୬ ତାରିଖ – Daily Horoscope

ମେଷ ଆଜି କର୍ମାଧିପତି ଚନ୍ଦ୍ରଙ୍କ ସହ ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ସ୍ବାସ୍ଥ୍ୟ ସମସ୍ୟା, ଋଣ ପରିଶୋଧ ଏବଂ ପାରିବାରିକ କ୍ଷେତ୍ରରେ ମତପାର୍ଥକ୍ୟ କାରଣରୁ ଅଶାନ୍ତ ରହିପାରନ୍ତି। ବ୍ୟବସାୟିକ କ୍ଷେତ୍ର ମଧ୍ୟମ ପ୍ରକାରର ରହିବ। ବନ୍ଧୁଙ୍କ…

ରାଶିଫଳ: ଶନିବାର , ଜୁନ୍‌ ୧୫ ତାରିଖ – Daily Horoscope

ମେଷ ଆଜି ବୁଧ କ୍ଷେତ୍ରରେ ଚନ୍ଦ୍ର ଯୁକ୍ତ କେତୁ ରହିଥିବାରୁ ମାନସିକ ଅସୁସ୍ଥତା ସାଙ୍ଗକୁ ବନ୍ଧୁଙ୍କ ସହ ମତାନ୍ତର ପରିଲକ୍ଷିତ ହେବ। ପାଇବାକୁ ଥିବା ଜିନିଷ, ଟଙ୍କା, ଗୁରୁତ୍ୱପୂର୍ଣ୍ଣ କାଗଜ କିମ୍ବା ଫାଇଲ ପ୍ରଭୃତି ସହଜରେ ପାଇପାରିବେ ନାହିଁ। ଯାତ୍ରା, ବାଣିଜ୍ୟ,…

ରାଶିଫଳ: ଶୁକ୍ରବାର , ଜୁନ୍‌ ୧୪ ତାରିଖ – Daily Horoscope

ମେଷ ଆଜି କର୍ମସ୍ଥ ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିରେ ଚନ୍ଦ୍ର ଥିବାରୁ କାର୍ଯ୍ୟସିଦ୍ଧି ହେଲେ ମଧ୍ୟ ଟେନ୍‌ସନ ଲାଗିରହିବ। ପାରିବାରିକ ସମସ୍ୟା ସମାଧାନ, ଲୋକସମ୍ପର୍କ ବୃଦ୍ଧି, ସାମାଜିକ ସମ୍ମାନ୍‌ପ୍ରାପ୍ତ କରାଇବେ। ବନ୍ଧୁମିଳନ ସାଙ୍ଗକୁ ଶିଳ୍ପ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ମନ୍ଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?