ରାଶିଫଳ: ଗୁରୁବାର, ଡିସେମ୍ବର ୭ ତାରିଖ – Daily Horoscope
ମେଷ ଆଜି ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ସମସ୍ତ କାମ ଠିକ୍ ଭାବରେ ଚାଲିବ କିନ୍ତୁ ଝିନ୍ଝଟ୍ ମଧ୍ୟରେ ସମ୍ପୂର୍ଣ୍ଣ ହେବ। ସବୁ ସୁବିଧା ଥିଲେ ମଧ୍ୟ ବିଚଳିତ ରହିବା କାରଣରୁ…
ରାଶିଫଳ: ବୁଧବାର, ଡିସେମ୍ବର ୬ ତାରିଖ – Daily Horoscope
ମେଷ ଆଜି ନିଜର ଉଦାରତା ଗୁଣରୁ ସାହାଯ୍ୟ ମାଗୁଥିବା ଲୋକଟିକୁ ସାହାଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ। କଳା, ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ସୁପ୍ରତିଷ୍ଠିତ ହେବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହେବ।…
ରାଶିଫଳ: ମଙ୍ଗଳବାର, ଡିସେମ୍ବର ୫ ତାରିଖ – Daily Horoscope
ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦୃଢ଼ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ। ଅଫିସ୍ କାମରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବହୁ ଆଲୋଚନା ଶେଷରେ ବନ୍ଧୁ ସାହାଯ୍ୟ ସହଯୋଗର ଦୃଢ଼ ପ୍ରତିଶ୍ରୁତି ଦେବେ। ପ୍ରକାଶନ ଓ ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ…
ରାଶିଫଳ: ସୋମବାର, ଡିସେମ୍ବର ୪ ତାରିଖ – Daily Horoscope
ମେଷ ଆଜି ଦିନଟିରେ ତରବର ନ ହୋଇ ଧୀର ସ୍ଥିର ପଦକ୍ଷେପ ନେଲେ ଉପକୃତ ହେବେ। ଦୂରଯାତ୍ରାର ସୁଯୋଗ ପାଇବେ, ମାତ୍ର ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି। ଆଜି ହିଁ ସମ୍ପନ୍ନ କରିବାକୁ ଭାବୁଥିବା…
ରାଶିଫଳ: ରବିବାର, ଡିସେମ୍ବର ୩ ତାରିଖ – Daily Horoscope
ମେଷ ଆଜି ଆତ୍ମୀୟଙ୍କ ଉପରେ ଭୁଲ୍ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ପିଲାଙ୍କ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସମୟ ସୁବିଧା ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ଉପକୃତ ହେବେ। ପରକଥାରେ ପଡ଼ି…
ରାଶିଫଳ: ଶନିବାର, ଡିସେମ୍ବର ୨ ତାରିଖ – Daily Horoscope
ମେଷ ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ…
ରାଶିଫଳ: ଶୁକ୍ରବାର, ଡିସେମ୍ବର ୧ ତାରିଖ – Daily Horoscope
ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତି ଉନ୍ନତ ରହିବ। ନୂତନ ଗୃହୋପକରଣ…
ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope
ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର…
ରାଶିଫଳ: ବୁଧବାର, ନଭେମ୍ବର ୨୯ ତାରିଖ – Daily Horoscope
ମେଷ ଆଜି ତୃତୀୟଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଏହା ସଙ୍ଗକୁ ଗୃହ, ଭୂମି, ଗାଡ଼ିମୋଟର, ଧାର କରଜକୁ କେନ୍ଦ୍ରକରି କଳହ ହୋଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ…
ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୮ ତାରିଖ – Daily Horoscope
ମେଷ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ କାମରେ ଅଗ୍ରଗତି ଘଟିପାରେ। ଦ୍ୱିଜା ନକ୍ଷତ୍ରର ଆର୍ଥିକ ସଙ୍କଟ ଲାଗି ରହିଲେ ମଧ୍ୟ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି ଚିନ୍ତାରେ ପାଖ ମାଡ଼ିବେ ନାହିଁ।…
ରାଶିଫଳ: ସୋମବାର, ନଭେମ୍ବର ୨୭ ତାରିଖ – Daily Horoscope
ମେଷ ଆଜି ଜଣେ ବାଲ୍ୟବନ୍ଧୁଙ୍କ ଦ୍ୱାରା ଦୀର୍ଘଦିନରୁ ଚିନ୍ତା କରିଥିବା ଓ ଅଟକି ରହିଯାଇଥିବା କାମଟି ହଠାତ୍ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ। ଯାତ୍ରା କାଳରେ କୌଣସି ଅପରିଚିତଙ୍କ…
ରାଶିଫଳ: ରବିବାର , ନଭେମ୍ବର ୨୬ ତାରିଖ – Daily Horoscope
ମେଷ ଆଜି ଅଷ୍ଟମସ୍ଥ ବୁଧ ଓ ମଙ୍ଗଳଜନିତ ଭ୍ରାତୃ ବିରୋଧ, ପାରିବାରିକ ସମସ୍ୟା, ସହକର୍ମୀଙ୍କ ସହ ଝଗଡ଼ା ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥା ଠିକ୍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ…
Archives


