Rasifala

ରାଶିଫଳ: ଶନିବାର, ଜାନୁଆରୀ ୩ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗରୁ ମନ ପ୍ରଫୁଲ୍ଲ ରହିବ। ନୂଆ ଯୋଜନାର ଶୁଭାରମ୍ଭ କରିପାରନ୍ତି। ବ୍ୟବସାୟିକ ସଫଳତା ମିଳିବ। ଆତ୍ମୀୟଙ୍କ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଭୁଲ୍‌ ବୁଝାମଣାରୁ ପାରିବାରିକ ଅଶାନ୍ତି ସୃଷ୍ଟି ହେବ। ବ୍ୟବସାୟିକ ସଫଳତା ପାଇବେ, ଆନୁଷ୍ଠାନିକ କାମରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୨ ତାରିଖ – Daily Horoscope

ମେଷ ମୁଖଭାବରେ ଚନ୍ଦ୍ର ଯୋଗୁ ହସିଲେ କଥା କହିବେ। ବନ୍ଧୁ ଅର୍ଥସାହାଯ୍ୟ କରିପାରନ୍ତି। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ, ସ୍ଥଗିତ କାମରେ ଅଗ୍ରଗତିର ସମ୍ଭାବନା, ପାରିବାରିକ ସମସ୍ୟାର ସମାଧାନ ଆଶା ରହିଛି। ବିତର୍କରୁ ସମ୍ପର୍କହାନିର ପରିସ୍ଥିତି ସୃଷ୍ଟିହେବ। ସୃଜନୀଶକ୍ତିର ଅଭିବୃଦ୍ଧି ଘଟିବ। ଅତୀତକଥା…

ରାଶିଫଳ: ଗୁରୁବାର, ଜାନୁଆରୀ ୧ ତାରିଖ – Daily Horoscope

ମେଷ ନୂଆ ବର୍ଷରେ ଭାଗ୍ୟସ୍ଥାନରେ ରାଜଯୋଗ। କର୍ମକ୍ଷେତ୍ରରେ ଆଦରଣୀୟ ହେବେ। ଉଚ୍ଚାରୋହୀ ମଙ୍ଗଳ ଯୋଗୁ ଦେହ ଭଲ ରହିବ। ଧନସ୍ଥାନରେ ଚନ୍ଦ୍ର ସୁସ୍ବାଦୁ ଭୋଜନ ପରଷିବେ। ପାରିବାରିକ ଶାନ୍ତି ସାଙ୍ଗକୁ ବନ୍ଧୁମିଳନର ସୁଯୋଗ ଜୁଟିବ। ସନ୍ତାନଙ୍କ ସ୍ବାସ୍ଥ୍ୟହାନି, ପଡ଼ୋଶୀଙ୍କ କୁତ୍ସାରଟନା,ଦର୍ଶନୀୟସ୍ଥାନକୁ ଯାତ୍ରା…

ରାଶିଫଳ: ବୁଧବାର, ଡିସେମ୍ବର ୩୧ ତାରିଖ – Daily Horoscope

ମେଷ ଆଜିର ଜନ୍ମ ଚନ୍ଦ୍ର ପ୍ରଭାବରେ ପ୍ରତ୍ୟୁଷ ଯାତ୍ରାରେ ସମସ୍ୟାର ସମ୍ମୁଖୀନ ହେବେ। ଉତ୍ତମ ବୁଝାମଣା ଏବଂ ଉତ୍ସାହଜନିତ ପାରିବାରିକ ଜୀବନ ସୁମଧୁର ହେବ। କାର୍ଯ୍ୟକୁଶଳତା କାରଣରୁ ଆନୁଷ୍ଠାନିକ କ୍ଷେତ୍ରରୁ ସମ୍ମାନ ଲାଭ ଯୋଗ ରହିଛି। ସାହିତ୍ୟଚର୍ଚ୍ଚା, ବନ୍ଧୁସମ୍ପର୍କ ଏବଂ ବ୍ୟବସାୟିକ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ପରିସ୍ଥିତିରେ ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ପରିବାରରେ ପୂର୍ବ ସ୍ଥିରୀକୃତ ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବାକୁ ମନ ବଳାଇପାରନ୍ତି। କର୍ମକ୍ଷେତ୍ରରୁ ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ରଚନାମତ୍କ…

ରାଶିଫଳ: ସୋମବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇ ଖୁସି ହୋଇଯିବେ। ଉପରିସ୍ଥଙ୍କ ଅନୁକମ୍ପାରୁ କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ଆପଣଙ୍କ କୃତି ଓ କୃତିତ୍ୱ…

ରାଶିଫଳ: ରବିବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଚତୁର୍ଥ କେନ୍ଦ୍ରରେ ବୃହସ୍ପତି କର୍ମକ୍ଷେତ୍ର ଓ ପାରିବାରିକ ଜୀବନର ବ୍ୟତିକ୍ରମକୁ ସୁଧାରି ନେବେ। ନିଜର ସମ୍ପର୍କୀୟମାନଙ୍କ କୌଣସି ଘରୋଇ ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଉପରିସ୍ଥ କର୍ମଚାରୀଙ୍କ ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ।…

ରାଶିଫଳ: ଶନିବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଶେ ସାମଗ୍ରିକ ସୁଖସୁବିଧା ସାଙ୍ଗକୁ ସମ୍ମାନ ଓ ପ୍ରଶଂସା ପାଇବେ। ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସକାଶେ ମାର୍ଗଦର୍ଶନ ଲାଭ କରିବେ। ସାଧାରଣ କଥାରେ ବିରକ୍ତି ପ୍ରକାଶ କଲେ ସମସ୍ୟା ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ରରେ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ରାହୁଯୁକ୍ତ କାରଣରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ତଥାପି ସାମ୍ବାଦିକତା, ଏଜେନ୍‌ଶିପ୍‌, ପରିବହନ, ବାଣିଜ୍ୟରେ ସଫଳତା ପାଇବେ। ପାରିବାରିକ ଜୀବନରେ ଉତ୍‌ଥାନ ପତନ ଲାଗିରହିଲେ ମଧ୍ୟ କୌଣସି ଅସୁବିଧା ହେବନାହିଁ। ବନ୍ଧୁଙ୍କ ସହ ମତପାର୍ଥକ୍ୟଜନିତ…

ରାଶିଫଳ: ଗୁରୁବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁତ ଶ୍ରମ ସ୍ୱୀକାର କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବ। କୃତ୍ତିକା ନକ୍ଷତ୍ର ବ୍ୟବସାୟକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ଦିନଟିରେ କିଛି ସମୟ…

ରାଶିଫଳ: ବୁଧବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ପାରିବାରିକ ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ଆବଶ୍ୟକତା ଉପଲବ୍ଧି କରି ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର ସହକର୍ମୀଙ୍କ ଦ୍ୱାରା…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ରାଶ୍ୟାଧିପତି ଓ ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ରରେ, ମାତୃବର୍ଗରେ, ଜମିଜମା, ଦୋକାନବାଡ଼ି, ହୋଟେଲ ଆଦି ବ୍ୟବସାୟିକ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri