Rasifala

ରାଶିଫଳ: ଶନିବାର, ଜୁନ୍‌ ୧ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଉତ୍ତରଭାଦ୍ରବ ନକ୍ଷତ୍ରରେ ଥିବାରୁ ଶନିଙ୍କ ପ୍ରଭାବରେ ବିଚାର ବିଗିଡ଼ିଯିବା ଫଳରେ ଭୁଲ୍‌ ନିଷ୍ପତ୍ତି ନେଇ ପସ୍ତେଇବେ। କର୍ମକ୍ଷେତ୍ରରେ ଉନ୍ନତି ସାଙ୍ଗକୁ ଆର୍ଥିକ ଅଭିବୃଦ୍ଧି ଘଟିବ। ବିବାଦୀୟ ପରିସ୍ଥିତିରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ।…

ରାଶିଫଳ: ଶୁକ୍ରବାର, ମେ ୩୧ ତାରିଖ – Daily Horoscope

ମେଷ ନିଷ୍ଠାପର କାର୍ଯ୍ୟ ଓ ଆକର୍ଷଣୀୟ ବ୍ୟବହାର ହେତୁ ଅର୍ଥ, ସମ୍ମାନର ଅଭାବ ରହିବ ନାହିଁ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବାର ସୂଚନା ରହିଛି। ଗବେଷଣା, ପ୍ରକାଶନ, ପ୍ରଶାସନ ତଥା ଅଧ୍ୟୟନ ଓ ଅଧ୍ୟାପନା କ୍ଷେତ୍ରରୁ ଶୁଭଫଳ…

ରାଶିଫଳ: ଗୁରୁବାର, ମେ ୩୦ ତାରିଖ – Daily Horoscope

ମେଷ ଆଜି ଯାହା ଚାହୁଁଛନ୍ତି ପାଇବେ ଏବଂ ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଗୁରୁ ଓ ଶୁକ୍ର ପ୍ରଭାବରୁ ନୂଆ ଯୋଜନା ଲାଗି ମନ ବଳାଇବେ। ବନ୍ଧୁଙ୍କ ଅନୁରୋଧ ରକ୍ଷାକରି ଦେଖାକରିବାକୁ ପ୍ରସ୍ତୁତ ହୋଇପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା…

ରାଶିଫଳ: ବୁଧବାର, ମେ ୨୯ ତାରିଖ – Daily Horoscope

ମେଷ ଧନାଧିପ ଶୁକ୍ରଙ୍କ ସ୍ଥିତି ବିଭିନ୍ନ ବାଟରେ ଆର୍ଥିକ ଉନ୍ନତି ପାଇଁ ମାର୍ଗ ସୁଗମ କରିବ। କାର୍ଯ୍ୟ ହାସଲଜନିତ ମନରେ ପ୍ରଫୁଲ୍ଲତା ଭରି ରହିବା ସଙ୍ଗକୁ ପ୍ରତିକୂଳ ପରିସ୍ଥିତିର ଚାପ କମିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମାରମ୍ଭ ପୂର୍ବରୁ ପରିସ୍ଥିତିକୁ ସାମ୍ନା…

ରାଶିଫଳ: ମଙ୍ଗଳବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କେନ୍ଦ୍ରରେ ବୁଧ ରାଶିସ୍ଥ ଯୋଗୁ ଆମତ୍ୀୟଙ୍କ ସାହାଯ୍ୟ ପାଇବା କଷ୍ଟକର ହେବ। ଶୁକ୍ରଙ୍କ ପ୍ରଭାବରୁ ମନୋରଞ୍ଜନ ସକାଶେ ଅନୁକୂଳ ପରିବେଶ ପାଇପାରନ୍ତି। ଶନିଙ୍କ ଦୃଷ୍ଟି ସ୍ବାସ୍ଥ୍ୟ ପାଇଁ ପ୍ରତିକୂଳ ରହିବ। ଆନୁଷ୍ଠାନିକ କାମରେ ସଫଳତା ପାଇବା କ୍ଷେତ୍ରରେ…

ରାଶିଫଳ: ସୋମବାର , ମେ ୨୭ ତାରିଖ – Daily Horoscope

ମେଷ ଆଜି ସାହସିକ ପଦକ୍ଷେପ ନେବା କାରଣରୁ ପ୍ରତିବନ୍ଧକ ଦୂରେଇ ଯିବ। ଯେଉଁ ବନ୍ଧୁମାନେ ପାଖ ମାଡୁ ନ ଥିଲେ ଆଜି ନିଜ ତରଫରୁ ମିଶିବା ପାଇଁ ଆଗେଇ ଆସିବେ। ସ୍ବାସ୍ଥ୍ୟରେ ଅବନତି ସାଙ୍ଗକୁ ଦୁର୍ବଳତା ଅନୁଭବ କରିବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,…

ରାଶିଫଳ: ରବିବାର, ମେ ୨୬ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟ ସ୍ଥାନରେ ରହିଥିବାରୁ କର୍ମାରମ୍ଭର ଯୋଜନା ଫଳବତୀ ହେବ। କର୍ମକ୍ଷେତ୍ରରେ ନରମ କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ଆହ୍ବାନକ୍ରମେ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେବାର ସୂଚନା…

ରାଶିଫଳ: ଶନିବାର , ମେ ୨୫ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବେ। କୃତ୍ତିକା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ, ବ୍ୟବସାୟରେ ଆଶାଜନକ ଲାଭ କରିପାରିବେ। ସଭା ସମିତି, ରାଜନୀତି, ସଂଗଠନ ତଥା ଅଧ୍ୟାପନା କ୍ଷେତ୍ରରୁ ପ୍ରଶଂସା ମିଳିବ। କର୍ମକ୍ଷେତ୍ରରେ ଏକାଧିକ…

ରାଶିଫଳ: ଶୁକ୍ରବାର , ମେ ୨୪ ତାରିଖ – Daily Horoscope

ମେଷ ଆଜି ଭାଇ, ବନ୍ଧୁଙ୍କ ସହ ପୂର୍ବଶତ୍ରୁତା, ପରିଶୋଧ ହୋଇ ନ ଥିବା ଋଣ ଏବଂ ଆକସ୍ମିକ ଦୂରଯାତ୍ରା ଟେନ୍ସନର କାରଣ ହେବ। ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଅଯଥା ପାଟିତୁଣ୍ଡ ଲାଗିପାରେ। ଦୂରାଗତ ବନ୍ଧୁଙ୍କ ସମସ୍ୟା ସମାଧାନ ପାଇଁ ନିଜକୁ…

ରାଶିଫଳ: ଗୁରୁବାର, ମେ ୨୩ ତାରିଖ – Daily Horoscope

ମେଷ ଆପଣଙ୍କ କଥା ଓ କାମ ସହ ସୁଚିନ୍ତିତ ନିଷ୍ପତ୍ତି ବିଭିନ୍ନ ସ୍ତରରେ ପ୍ରଶଂସିତ ହେବ। ଶୁକ୍ରଙ୍କ ପ୍ରଭାବରୁ ପରିବାର, ପରିବହନ ଏବଂ ବାଣିଜ୍ୟ କ୍ଷେତ୍ରରେ ଉନ୍ନତ ସୁଫଳ ପାଇବେ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ…

ରାଶିଫଳ: ବୁଧବାର, ମେ ୨୨ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ସହ ପୂର୍ବ ବିବାଦ, ପକ୍ଷପାତ ବିଚାର, ବିବାଦୀୟ କଥାକୁ କେନ୍ଦ୍ରକରି ଅଶାନ୍ତ ରହିପାରନ୍ତି। ସ୍ବାସ୍ଥ୍ୟ ଠିକ୍‌ ରହିବ, ବକେୟା ଅର୍ଥ ପାଇବାରେ ଅସୁବିଧା ରହିବ ନାହିଁ। କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ…

ରାଶିଫଳ: ମଙ୍ଗଳବାର, ମେ ୨୧ ତାରିଖ – Daily Horoscope

ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବ୍ୟବସାୟରେ ସୁଫଳ ପ୍ରଦାନ କରିବ। ସ୍ବାସ୍ଥ୍ୟ ଓ ପାରିବାରିକ ଦିଗଟି ଭଲ ରହିବ ଏବଂ ବିଳାସବ୍ୟସନ ପାଇଁ ଆକୃଷ୍ଟ ହେବେ। ଶତ୍ରୁମାନେ ଚେଷ୍ଟାକରି ଥକିଯିବେ ସିନା କିଛି କ୍ଷତି କରିପାରିବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?