Rasifala

ରାଶିଫଳ: ସୋମବାର, ମେ ୨୦ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଅଭାବକୁ ପୂରଣ କରିବା ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ଆସିବ। ଅପରିଚିତ ବ୍ୟକ୍ତି ଜଣକ…

ରାଶିଫଳ: ରବିବାର, ମେ ୧୯ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାରର ଅବ୍ୟବସ୍ଥା ସାଙ୍ଗକୁ ବିଭିନ୍ନ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିବ।…

ରାଶିଫଳ: ଶନିବାର, ମେ ୧୮ ତାରିଖ – Daily Horoscope

ମେଷ ଆଜି ଦୁଃସ୍ଥାନସ୍ଥ କେତୁ ଯୁକ୍ତ ଶୁକ୍ର ବିଶେଷ ଭ୍ରମଣ ଓ ଖର୍ଚ୍ଚାନ୍ତ ହେତୁ ଅଶାନ୍ତ ରହିବେ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ ବନ୍ଧୁମାନଙ୍କ ସଙ୍ଗଲାଭ, ପରାମର୍ଶ ଜନିତ କେତେକାଂଶରେ ମନକୁ ବୁଝାଇପାରନ୍ତି। ଲେଖାପଢ଼ା, ସଭାସମିତି, ସାଂସ୍କୃତିକ…

ରାଶିଫଳ: ଶୁକ୍ରବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବ। ପ୍ରଶାସନ କିମ୍ବା ରାଜନୈତିକସ୍ତରରେ କେତେକ ସମସ୍ୟାକୁ କେନ୍ଦ୍ରକରି ଅନ୍ତର୍ଦ୍ୱନ୍ଦ୍ୱ ସୃଷ୍ଟି ହୋଇପାରେ। ଯେଉଁ ଜିନିଷ ପାଇବା ସକାଶେ…

ରାଶିଫଳ: ଗୁରୁବାର, ମେ ୧୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍‌ ଭାବେ ଚଳାଇନେଇ ପାରିବେନାହିଁ। ଶନିଦୃଷ୍ଟ ଚନ୍ଦ୍ର ହେତୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ। କୃଷି, ବାଣିଜ୍ୟ,…

ରାଶିଫଳ: ବୁଧବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ପଦସ୍ଥବ୍ୟକ୍ତିଙ୍କ ପରାମର୍ଶ କାମକୁ ଆସିବ। ସାଂସ୍କୃତିକ କାର୍ଯ୍ୟକ୍ରମରେ ନିଜକୁ ସାମିଲ୍‌…

ରାଶିଫଳ: ମଙ୍ଗଳବାର, ମେ ୧୪ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ପରିବାରର ସହମତି ନେଇ କୌଣସି ଦୀର୍ଘମିଆଦୀ ଯୋଜନା ଶୁଭାରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।…

ରାଶିଫଳ: ସୋମବାର, ମେ ୧୩ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ସହିତ ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ଆନୁଷ୍ଠାନିକ କାର୍ଯ୍ୟ, କର୍ମାରମ୍ଭ, ବନ୍ଧୁମିଳନର ସୁଯୋଗ ମିଳିବ। କୌଣସି ଭଲ କାମରେ ନିଜକୁ ନିୟୋଜିତ କରି ବିଶିଷ୍ଟ ବ୍ୟକ୍ତିଙ୍କ ପ୍ରଶଂସାଭାଜନ ହେବେ। ପରିବାରରେ ନିଜ ଅଧିକାର ଜାହିର କଲେ ଅପଦସ୍ଥ ହେବାକୁ…

ରାଶିଫଳ: ରବିବାର , ମେ ୧୨ ତାରିଖ – Daily Horoscope

ମେଷ ଆପଣ ପ୍ରତ୍ୟେକ କ୍ଷେତ୍ରରେ ଉଦ୍ୟମ ଅବ୍ୟାହତ ରଖିଲେ ଉପକୃତ ହୋଇପାରିବେ। ବିରୋଧୀମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ପଛରେ ନିନ୍ଦା ରଟନା କରିପାରନ୍ତି। ରବି ଓ ବୁଧଙ୍କ ଏକତ୍ର ସନ୍ନିବେଶରୁ ଆଶା କରିଥିବା ଦିଗରୁ ଅର୍ଥ, ସମ୍ମାନ…

ରାଶିଫଳ: ଶନିବାର, ମେ ୧୧ ତାରିଖ – Daily Horoscope

ମେଷ ଆଜିର ତୃତୀୟ ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ଅଟକି ରହିଥିବା କାମକୁ ସମ୍ପନ୍ନ କରିବେ। ବାଣିଜ୍ୟ, ବ୍ୟବସାୟ ପାଇଁ ସହମତିରେ କାମ କରିବାର ପ୍ରେରଣା ମିଳିବ। ସାମାଜିକ ସ୍ତରରେ ପରୋପକାର ଓ ସେବାମୁଳକ କାର୍ଯ୍ୟରୁ ପ୍ରଶଂସିତ ହେବେ। ସାହିତ୍ୟ, କଳା, ସଙ୍ଗୀତ,…

ରାଶିଫଳ: ଶୁକ୍ରବାର , ମେ ୧୦ ତାରିଖ – Daily Horoscope

ମେଷ ଆଜି ମନ ପ୍ରଫୁଲ୍ଲ ରହିବା ସହ ସବୁ କାମ ସୁବିଧାରେ ହୋଇଯିବ। ଯାହାକୁ ଯାହା କହିବେ ସେ ନାହିଁ କରିବ ନାହିଁ ଏବଂ ଆପଣଙ୍କ କାମ ମଧ୍ୟ ଅଟକିବ ନାହିଁ। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣରେ ଉକତ୍ର୍ଷତା ପରିଲକ୍ଷିତ ହେବ।…

ରାଶିଫଳ: ଗୁରୁବାର, ମେ ୯ ତାରିଖ – Daily Horoscope

ମେଷ ଆଜି ରବି ଓ ଚନ୍ଦ୍ର ଦୁଇଟିଗ୍ରହ ଉଚ୍ଚସ୍ଥ ହେତୁ ମନ ଅନୁଯାୟୀ କାର୍ଯ୍ୟ ସମ୍ପାଦନ କରିବାର ସୁଯୋଗ ପାଇବେ। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ଶିଳ୍ପ, ବ୍ୟବସାୟରେ ଉନ୍ନତି ପରିଲକ୍ଷିତ ହେବ। କିନ୍ତୁ ପାରିବାରିକ ଅସହଯୋଗରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?