Rasifala

ରାଶିଫଳ: ଶୁକ୍ରବାର , ଜୁଲାଇ ୨୮ ତାରିଖ – Daily Horoscope

ମେଷ ଆଜି ନୀଚରାଶିରେ ଅଷ୍ଟମସ୍ଥ ଚନ୍ଦ୍ର ହେତୁ କୌଣସି କାମ ସକାଶେ ପରିବାରରୁ ପୂର୍ଣ୍ଣ ଅନୁମତି କିମ୍ବା ସମର୍ଥନ ପାଇବେ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିଷ୍ଠା ଓ ପ୍ରଶଂସାକୁ ସହି ନ ପାରି ବିଭିନ୍ନ ମନ୍ତବ୍ୟ ଦେବେ। ସହକର୍ମୀଙ୍କ ପ୍ରତିରୋଧ...

ରାଶିଫଳ: ଗୁରୁବାର, ଜୁଲାଇ ୨୭ ତାରିଖ – Daily Horoscope

ମେଷ ଆଜି ଆପଣଙ୍କୁ କାମ କରିବାକୁ ଆଦୌ ଇଚ୍ଛା ହେବ ନାହିଁ ଏବଂ ବିଭିନ୍ନ ଝମେଲା ମଧ୍ୟରେ ଅଶାନ୍ତି ରହିବେ। ଆର୍ଥିକ ଦୁଃସ୍ଥିତି କୌଣସି ସମସ୍ୟାର କାରଣ ହୋଇପାରେ। ବାଣିଜ୍ୟ ଓ ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ।...

ରାଶିଫଳ: ବୁଧବାର, ଜୁଲାଇ ୨୬ ତାରିଖ – Daily Horoscope

ମେଷ ଆଜି ପାପଗ୍ରହଯୁକ୍ତ ସପ୍ତମଚନ୍ଦ୍ର ହେତୁ ଅର୍ଥଲାଭ ହେଲେ ମଧ୍ୟ ସମସ୍ୟା ମଧ୍ୟରେ ଚଳିବାକୁ ପଡ଼ିବ। ଭୋଗବିଳାସରେ ବାଧାବିଘ୍ନ ଘଟିଲେ ମଧ୍ୟ ବନ୍ଧୁଙ୍କ ସହ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବେ।...

ରାଶିଫଳ: ମଙ୍ଗଳବାର, ଜୁଲାଇ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଦୂରଦର୍ଶିତା ବିହୀନ କାର୍ଯ୍ୟ ଯୋଗୁ ମାନସିକ ସୁସ୍ଥତା ହରାଇବେ। ଦୀର୍ଘଦିନରୁ ଆଶା କରିଥିବା ମୂଲ୍ୟବାନ୍‌ ଦ୍ରବ୍ୟଟି ବନ୍ଧୁଙ୍କ ଜରିଆରେ ପାଇପାରନ୍ତି। ଈର୍ଷା ଓ ଅସୂୟା ମନୋଭାବ ପୋଷଣ କରି ନିଜ ଲୋକମାନେ ଅସୁବିଧାରେ ପକାଇବେ।...

ରାଶିଫଳ: ସୋମବାର , ଜୁଲାଇ ୨୪ ତାରିଖ – Daily Horoscope

ମେଷ ପାପଗ୍ରହ ମଧ୍ୟସ୍ଥ ଚତୁର୍ଥାଧିପତି ହେତୁ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ।...

ରାଶିଫଳ: ରବିବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ପ୍ରତି ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି କାରଣରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ କାମଗୁଡ଼ିକ ଅଟକି ରହିଯିବ। ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍ଭାବ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ସାମାଜିକ ସ୍ତରରେ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।...

ରାଶିଫଳ: ଶନିବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ରବି ପୁଷ୍ୟା ନକ୍ଷତ୍ରରେ ଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଅବଶ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ପ୍ରତିଯୋଗିତାରେ ସଫଳତା ଯୋଗୁ...

ରାଶିଫଳ: ଶୁକ୍ରବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଶନିଦୃଷ୍ଟ ଚନ୍ଦ୍ର ଓ ମଙ୍ଗଳ ଯୋଗୁ ନିଜର ଅନ୍ୟମନସ୍କତା ଓ ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତି ଉପୁଜିପାରେ। ସାମାନ୍ୟ ବିଳମ୍ବିତ ସମୟାନ୍ତରରେ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ, କିନ୍ତୁ କଠିନ...

ରାଶିଫଳ: ଗୁରୁବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳିଯାଇପାରେ। ଅଭାବ ନ...

ରାଶିଫଳ: ବୁଧବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ବନ୍ଧୁମାନଙ୍କ ଗହଣରେ ନୂତନ...

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ସହ ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ଆପଣଙ୍କୁ ଜନ ସମାଜରେ ଜହ୍ନମାମୁ ସଦୃଶ ଲୋକପ୍ରିୟତା ପ୍ରଦାନ କରିବ। ପ୍ରତିଟି କ୍ଷେତ୍ରରେ ଛାନିଆ ହେବା ଠିକ୍‌ ହେବନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ...

ରାଶିଫଳ: ସୋମବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ସ୍ବତନ୍ତ୍ରତା କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେଲେ ସଫଳତା ପାଇବେ। ନିଜର ମନୋବଳ ହେତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାରେ ସମର୍ଥ ହେବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri