Rasifala

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମଚନ୍ଦ୍ର ଯୋଗୁ ଭ୍ରାତୃ ବିରୋଧ, ସହକର୍ମୀ ସହ ଝଗଡ଼ାର ଆଶଙ୍କା ରହିଛି। ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ଦୃଷ୍ଟିରୁ ଋଣବାଡ଼ି, ବ୍ୟବସାୟରେ ପ୍ରତିବନ୍ଧକ ଚିନ୍ତାର କାରଣ ହେବ। ବନ୍ଧୁଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ।…

ରାଶିଫଳ: ଗୁରୁବାର, ଏପ୍ରିଲ ୨୫ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ବୈଷୟିକ ଉନ୍ନତି ସହ ବୃତ୍ତି ଓ ବାଣିଜ୍ୟ ସକାଶେ ବିଶେଷ ଚିନ୍ତିତ ହେବାକୁ ପଡ଼ିବ ନାହିଁ।…

ରାଶିଫଳ: ବୁଧବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ଅର୍ଜନ କରିବେ। ପ୍ରତ୍ୟୁଷ ଯାତ୍ରା, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସଙ୍ଗୀତାଦି ପ୍ରତି ରୁଚି ବୃଦ୍ଧି ପାଇବ। ରାଜନୈତିକ କ୍ଷେତ୍ରରେ ସାଂଗଠନିକ ସ୍ଥିତି ସୁଦୃଢ଼ ହେବାର ଆଶା ରହିଛି। ଆମତ୍ୀୟମାନେ…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଅଧିକାଂଶ କ୍ଷେତ୍ରରେ ଭୟ ସୃଷ୍ଟିହେବା ସହ ଆଶଙ୍କାଜନିତ ମନ ଅସ୍ଥିର ରହିବ। କେବଳ ରବିଙ୍କ ସୁପ୍ରଭାବ ଯୋଗୁ ଝିନ୍‌ଝଟ୍‌ ମଧ୍ୟରେ ହିଁ କାମଗୁଡ଼ିକ ସମାପନ ହେବା ଆଶା କରାଯାଇପାରେ। ଦୂରଯାତ୍ରା କରିପାରନ୍ତି ଓ ବ୍ୟବସାୟିକ ଦିଗରେ ଆଶାନୁଯାୟୀ ସଫଳତା…

ରାଶିଫଳ: ସୋମବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସହ ମନୋମାଳିନ୍ୟ ଘଟିପାରେ। ବୃହସ୍ପତିଙ୍କ ପ୍ରଭାବରୁ ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇପାାରନ୍ତି। ପ୍ରତ୍ୟୁଷ ଯାତ୍ରା ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିଯିବାର ଆଶଙ୍କା ରହିଛି।…

ରାଶିଫଳ: ରବିବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ କେତୁଯୁକ୍ତ କାରଣରୁ ମାନସିକ ସ୍ବାସ୍ଥ୍ୟ ଭଲ ରହିବ ନାହିଁ। ଉଚ୍ଚସ୍ଥ ଶୁକ୍ର ଏକାଧାରରେ କର୍ମକ୍ଷେତ୍ରରେ ବନ୍ଧୁବର୍ଗଙ୍କ ପ୍ରୀତିଭାଜନ କରାଇପାରେ। କଳା, ସାହିତ୍ୟ, ସଙ୍ଗୀତ କ୍ଷେତ୍ରରେ ଅଭିରୁଚି ପ୍ରଦାନ କରିବା ସହ ସମ୍ମାନ ଦାନରେ ସହାୟକ ହେବ।…

ରାଶିଫଳ: ଶନିବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ନିଜ ରାଶିରେ ରବି ଓ ବୃହସ୍ପତି ଥିବାରୁ କର୍ମାରମ୍ଭ ପ୍ରୀତିପ୍ରଦ ରହିବ। ଚନ୍ଦ୍ର ପ୍ରଭାବରୁ ପରିବହନ, ବାଣିଜ୍ୟ, ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେଇପାରେ। ସମସ୍ୟା ଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ସ୍ବାସ୍ଥ୍ୟ ପ୍ରାୟତଃ ଠିକ୍‌…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ଶୁଭସଂସ୍ଥିତି ପ୍ରଭାବରେ ପାରିବାରିକ ଶାନ୍ତି ଓ ସ୍ଥିରତା ସଙ୍ଗକୁ ବୈଷୟିକ ଅଭିବୃଦ୍ଧି ଘଟିବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରି କାମ ହାସଲ କରିବେ। କଳ କାରଖାନା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ଲାଭବାନ ହେବେ।…

ରାଶିଫଳ: ଗୁରୁବାର, ଏପ୍ରିଲ ୧୮ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ କୌଣସି ନୂତନ କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା କ୍ଷେତ୍ରରେ ଜଣେ ପ୍ରିୟବନ୍ଧୁ ସାହାଯ୍ୟ କରିପାରନ୍ତି। ପରିବହନ, ବ୍ୟବସାୟ, ହୋଟେଲ, ରେଷ୍ଟୁରାଣ୍ଟରୁ ସୁଫଳ ପାଇବେ। ଆଲୋଚନା କାଳରେ ସାଧାରଣ ଘଟଣାକୁ ନେଇ…

ରାଶିଫଳ: ବୁଧବାର, ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ଆଜି ଅଶ୍ଳେଷା ନକ୍ଷତ୍ର ବ୍ୟତୀତ ଅନ୍ୟ ନକ୍ଷତ୍ର ପାଇଁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଉନ୍ନତି ହେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା ଏବଂ ସାହିତ୍ୟ, ଗବେଷଣା, ସାମ୍ବାଦିକତା କ୍ଷେତ୍ରରୁ ଶୁଭଫଳ ମିଳିବ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ଆଜି ଚତୁର୍ଥ କେନ୍ଦ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ଆପଣ ଫଳପ୍ରଦ ଯାତ୍ରା ସାଙ୍ଗକୁ ସାମୟିକ ପାରିବେଶିକ ଆନନ୍ଦ ଅନୁଭବ କରିବେ। କିନ୍ତୁ ନୀଚସ୍ଥ ବୁଧଙ୍କ ସ୍ଥିତି ଜନିତ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର କାରଣ ହୋଇପାରନ୍ତି। ମନରେ…

ରାଶିଫଳ: ସୋମବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜି ପ୍ରଶାସନିକ ସଫଳତା, ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ସହ ସମ୍ମାନଜନକ ସ୍ଥିତିରେ ରହିବେ। କୃତିକା ନକ୍ଷତ୍ର ବନ୍ଧୁଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବାର ସମ୍ଭାବନା ରହିଛି। ସଭାସମତିରେ, ଆନୁଷ୍ଠାନିକ କାମରେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?