Rasifala

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଶାରୀରିକ ସମସ୍ୟା ଲାଗିରହିଥିଲେ ମଧ୍ୟ କର୍ମଜଞ୍ଜାଳରୁ ମୁକ୍ତି ପାଇବା ସହଜ ନ ହୋଇପାରେ। ଜଣେ ହିତୈଷୀଙ୍କ ଆନ୍ତରିକ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଆର୍ଥିକ ସ୍ଥିତି ମନ୍ଦ ନ ହେଲେ ମଧ୍ୟ ଖର୍ଚ୍ଚର ସୁଅକୁ ରୋକିପାରିବେ ନାହିଁ। ଆଜି…

ରାଶିଫଳ: ସୋମବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ଆଜି ରାଶ୍ୟାଧିପ ଶନିଙ୍କ ସହ ଅବସ୍ଥାନ କରିଥିବାରୁ ନିଜର ତଥା ସନ୍ତାନଙ୍କ ସ୍ବାସ୍ଥ୍ୟ ସକାଶେ ପ୍ରତିକୂଳ ପ୍ରଭାବ ପଡିପାରେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ…

ରାଶିଫଳ: ରବିବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କେନ୍ଦ୍ରରେ ଶନିଥିବାରୁ ମନକୁ ବିକ୍ଷିପ୍ତ ଭାବନାରେ ଚିନ୍ତିତ କରାଇବେ। ରାଜନୀତି, ପ୍ରଶାସନ, ସଭାସମିତି ଓ ଆନୁଷ୍ଠାନିକ କାମରେ ବ୍ୟସ୍ତ ରହିପାରନ୍ତି। ସ୍ବାର୍ଥସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ଅସୁବିଧାରେ ପକାଇପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତିରେ ଖିଲାପ କରିପାରନ୍ତି, ଯାହାକି…

ରାଶିଫଳ: ଶନିବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚରାଶିରେ ଅଷ୍ଟମସ୍ଥ ହୋଇଥିବାରୁ ଆର୍ଥିକ ଉନ୍ନତି ସହ ମାନସିକ ଅସ୍ଥିରତା ଲାଗି ରହିବ। ପର୍ଯ୍ୟଟନ, ପରିଭ୍ରମଣ, ଦୂରଯାତ୍ରା ସକାଶେ ବହୁତ ଖର୍ଚ୍ଚାନ୍ତ ହେବେ। ଆତ୍ମୀୟସ୍ବଜନଙ୍କ ରୁଗ୍‌ଣ ସ୍ବାସ୍ଥ୍ୟର ଆଶୁ ଚିକିତ୍ସା ପାଇଁ ଚିନ୍ତା ବଢ଼ିପାରେ। କର୍ମକ୍ଷେତ୍ରରେ ନିଜର…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ସହ ଶନିଙ୍କ ସଂଯୋଗ ହେତୁ ସ୍ବାସ୍ଥ୍ୟ ଭଲ ରହି ନ ପାରେ। ବ୍ୟବସାୟ,ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଧନ ପାଇଁ କୌଣସି ଅସୁବିଧା ହେବନାହିଁ। ପଡ଼ୋଶୀ କିମ୍ବା ସହକର୍ମୀଙ୍କୁ ସତର୍କତାର ସହ କିଛି କହିବା କିମ୍ବା କରିବା…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ନିଜ ପରିବେଶରେ ବନ୍ଧୁମାନଙ୍କ ଦ୍ୱାରା ପ୍ରଭାବିତ ହୋଇ ଭୁଲ୍‌ ନିଷ୍ପତ୍ତି ନେଇପାରନ୍ତି। ଅର୍ଥନୈତିକ ଅଭିବୃଦ୍ଧିଜନିତ ବୈଷୟିକ ସୁଖ, ସମୃଦ୍ଧି ପାଇପାରିବେ। ଆଲୋଚନା ସଭାରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ପରିସ୍ଥିତିବଶତଃ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି କଥାରୁ ପ୍ରଶଂସିତ ହେବେ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାଙ୍କ ସଫଳତା, ଉନ୍ନତ ମାନର ଆଲୋଚନା କାରଣରୁ ଖୁସି ରହିବେ। ଶିଳ୍ପ, ବାଣିଜ୍ୟ, ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ଦ୍ୱିଜା ନକ୍ଷତ୍ର…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଯୁକ୍ତ କେତୁ କାରଣରୁ ମାନସିକ ସ୍ବାସ୍ଥ୍ୟହାନି ଅଶାନ୍ତ ରହିପାରନ୍ତି। ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ଅଭାବଜନିତ ଦୁଶ୍ଚିନ୍ତା ସୃଷ୍ଟିହୋଇପାରେ। କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ କମି କମି ଆସିବ। ଅବଶ୍ୟ ଯାତ୍ରା, ଶିଳ୍ପ, ବାଣିଜ୍ୟ ,ବ୍ୟବସାୟରେ ଆଲୋଚନା ଦ୍ୱାରା…

ରାଶିଫଳ: ସୋମବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ଆପଣଙ୍କ ରାଶିରେ ମଙ୍ଗଳ ସ୍ବାସ୍ଥ୍ୟକୁ ନିୟନ୍ତ୍ରଣ ମଧ୍ୟରେ ରଖିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରଖିବା ସକାଶେ ଚେଷ୍ଟା କରି ବିଫଳ ହେବେ। ନିଜ ପରିବେଶରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିଷ୍ଟ ଦିଗରେ ଖର୍ଚ୍ଚ…

ରାଶିଫଳ: ରବିବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ ସାମାଜିକ ସ୍ତରରେ ନିଜର ପ୍ରାଧାନ୍ୟ ବୃଦ୍ଧି କରିପାରିବେ। କର୍ମକ୍ଷେତ୍ର, ଆନୁଷ୍ଠାନିକ କାମ, ଯାନ୍ତ୍ରିକ ଶିଳ୍ପ ଓ ପରିବହନ କ୍ଷେତ୍ରରେ ଆଶା ଅନୁରୂପ ଫଳ ପାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ର ସକାଶେ ଅଫିସରେ ଅନ୍ୟମାନଙ୍କ କଥାଗୁଡ଼ିକ ଭଲ…

ରାଶିଫଳ: ଶନିବାର , ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ କାମକୁ ତ୍ୱରାନ୍ବିତ କରିବାରେ ସହାୟ ହେବ। ଖାଦ୍ୟପେୟର ଅନିୟମିତତା କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେବ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ଯେଉଁଥିପାଇଁ ଆବଶ୍ୟକ ମନେ କରୁଥିଲେ ତାହାକୁ ପୂର୍ଣ୍ଣାଙ୍ଗ କରିପାରିବେ ନାହିଁ। ଅଧ୍ୟାପନା, ପ୍ରଶାସନିକ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଉତ୍ସାହର ସହ କାମ କରିବାରେ ସମର୍ଥ ହେବେ। ଭୁଲ୍‌ ବୁଝାମଣା କାରଣରୁ ସବୁ ସୁବିଧା ଥିଲେ ମଧ୍ୟ ପାରିବାରିକ ଶାନ୍ତି ବ୍ୟାହତ ହେବ। ସାଧାରଣ ଘଟଣା ବିବାଦୀୟ ପରିସ୍ଥିତି ଭିନ୍ନରୂପ ନେଇପାରେ। ଈର୍ଷାପରାୟଣ ବ୍ୟକ୍ତିମାନେ ଅସହିଷ୍ଣୁ ମନୋଭାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?