Rasifala

ରାଶିଫଳ:ଶନିବାର , ସେପ୍ଟେମ୍ବର ୨ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶ ଚନ୍ଦ୍ର କେତୁ ନକ୍ଷତ୍ରସ୍ଥ ହେତୁ ମନ ଅସ୍ଥିର ରହିପାରେ। ଆପଣଙ୍କୁ ପାରିବାରିକ ସୁଖ ସମୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ଆଶା ଅନୁଯାୟୀ ସୁଫଳ ପ୍ରଦାନ କରିବ। ଯାତ୍ରା ସମୟରେ ଅପରିଚିତଙ୍କ ସହ କଳହ ଲାଗିଯିବାର ସମ୍ଭାବନା ରହିଛି। ଶିଳ୍ପ,…

ରାଶିଫଳ:ଶୁକ୍ରବାର , ସେପ୍ଟେମ୍ବର ୧ ତାରିଖ – Daily Horoscope

ମେଷ ଗୁରୁଚାଣ୍ଡାଳ ଯୋଗ ପ୍ରଭାବରେ ଦୂରଦର୍ଶିତା ବିହୀନ କାର୍ଯ୍ୟ କରିବା ଓ ପୁରାତନ ରୋଗପୀଡ଼ା ଯୋଗୁ ମାନସିକ ସୁସ୍ଥତା ହରାଇପାରନ୍ତି। ଫେରନ୍ତା ବାଟରେ ଜଣେ ନୀଚ୍ଚ ଜାତିର ଲୋକ ପ୍ରତିବନ୍ଧକ ସୃଷ୍ଟି କରିବାର ଆଶଙ୍କା ଦେଖାଦେଇପାରେ। ଆଇନ ଅଦାଲତ, ଶିଳ୍ପ, ବାଣିଜ୍ୟ,…

ରାଶିଫଳ:ଗୁରୁବାର, ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ଆଜି ଅସ୍ବାଭାବିକ ଚିନ୍ତାଧାରାରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ନିରୁତ୍ସାହିତ ରହିବେ। ବନ୍ଧୁବାନ୍ଧବ, ସହକର୍ମୀ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ…

ରାଶିଫଳ: ବୁଧବାର, ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ଆଜି ଚତୁର୍ଥସ୍ଥ ବିଳାସକାରକ ଶୁକ୍ରଙ୍କ ପ୍ରଭାବରେ ବନ୍ଧୁମିଳନ ସାଙ୍ଗକୁ ହସ, ଖୁସି ଓ ଆନନ୍ଦରେ ସମୟ ଅତିବାହିତ କରିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଆନୁଷ୍ଠାନିକ କାମ, ସଭାସମିତି ଓ ସଂଗଠନ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ପାରିବାରିକ ସ୍ନେହ ଶ୍ରଦ୍ଧା ଓ ଆଦର ମଧ୍ୟରେ ନିଜକୁ ହଜାଇ ଦେଇପାରନ୍ତି। କୌଣସି ନୂତନ କାମ ଆରମ୍ଭ ସକାଶେ ବ୍ୟୟ ଅଟକଳ କରିପାରନ୍ତି। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନରୁ ସୁଫଳ ମିଳିବ।…

ରାଶିଫଳ: ସୋମବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ ଆଜି ଭାଗ୍ୟଭାବସ୍ଥ ଚନ୍ଦ୍ର ପ୍ରତ୍ୟେକକର୍ମ ଓ ପାରିବାରିକ ଜୀବନକୁ ସରସ, ସୁନ୍ଦର କରି ରଖିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବା ପାଇଁ ଚେଷ୍ଟା କରିପାରନ୍ତି।ଇଛା ନଥିଲେ ମଧ୍ୟ ବାଧ୍ୟ ବାଧକତାରେ ପରିସ୍ଥିତିରେ ପଡିଖର୍ଚ୍ଚାନ୍ତ ହେବେ।…

ରାଶିଫଳ: ରବିବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ଅଷ୍ଟମ ଚନ୍ଦ୍ର ହେତୁ ଆତ୍ମୀୟସ୍ବଜନଙ୍କ ପାଇଁ ଚିନ୍ତା ବଢ଼ିପାରେ। ତଥାପି ସମସ୍ୟା ଥିଲେ ମଧ୍ୟ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ଇଚ୍ଛା ବିରୋଧରେ କୌଣସି କାମ କରି ପଶ୍ଚାତ୍ତାପ…

ରାଶିଫଳ: ଶନିବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜି ବନ୍ଧୁମାନଙ୍କ ସାହାଯ୍ୟରେ ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ। ଷଷ୍ଠସ୍ଥ ମଙ୍ଗଳ ହେତୁ ଜମିଜମା ସମ୍ବନ୍ଧୀୟ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖା ଦେଇପାରେ। ଯାତ୍ରା ସମୟରେ ପରିବହନରେ ଝଗଡ଼ା ଲାଗିବାର ସୂଚନା ରହିଛି। ପାରିବାରିକ କ୍ଷେତ୍ର ମନ୍ଦ…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ଶାରୀରିକ ଓ ମାନସିକ ସ୍ଥିତିରେ ସମତା ରକ୍ଷା କରିପାରିବ ନାହିଁ। ଆଲୋଚନାର ଶେଷ ପର୍ଯ୍ୟାୟରେ ସହକର୍ମୀଙ୍କ ସହ ମନୋମାଳିନ୍ୟ ଯୋଗୁ ଉଦାସ ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଦେଖାଦେବାର ଆଶଙ୍କା ମଧ୍ୟ ରହିଛି। ଅନ୍ତରଙ୍ଗ…

ରାଶିଫଳ: ଗୁରୁବାର, ଅଗଷ୍ଟ ୨୪ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର ହେତୁ ବିଷାଦିତ ରହିପାରନ୍ତି। ତରବରିଆ କାମ କିମ୍ବା ସତର୍କତା ଅଭାବରୁ ଧନହାନିର ସୂଚନା ରହିଛି। ଶତ୍ରୁତା ହେତୁ କର୍ମକ୍ଷେତ୍ରରେ କୌଣସି କାମ ଶୃଙ୍ଖଳିତ ହେବ ନାହିଁ। ବ୍ୟବସାୟ କ୍ଷେତ୍ର, କଳା, ସାହିତ୍ୟ, ପ୍ରଶାସନିକ କ୍ଷେତ୍ର, ଗବେଷଣା…

ରାଶିଫଳ: ବୁଧବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ ସକାଳୁ ସକାଳୁ କୌଣସି ଖବର ପାଇ ବିସ୍ମୟାଭିଭୂତ ହୋଇପାରନ୍ତି। ପ୍ରତ୍ୟେକ ଦିଗରୁ ବିଭିନ୍ନ ପ୍ରକାରର ନାସ୍ତିସୂଚକ କଥା ଶୁଣି ମାନସିକ ସ୍ଥିତି ଭଲ ରହିବ ନାହିଁ। ସମ୍ପର୍କୀୟ ବନ୍ଧୁମାନଙ୍କ ସାହାଯ୍ୟ ମିଳିଲେ ମଧ୍ୟ କାମ ହାସଲ ସକାଶେ ପାରିବାରିକ ଅସହଯୋଗରୁ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ ଅଭାବ ଅସୁବିଧା ପୂରଣ ଦିଗରେ ଅନ୍ୟମାନଙ୍କୁ ନେହୁରାହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟିହେବା ଆଶଙ୍କା ରହିଛି। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri