Rasifala

ରାଶିଫଳ: ସୋମବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ କଡ଼ା କଥା କହି ଅପ୍ରିୟତା କିମ୍ବା କଳହଜନିତ ଅଶାନ୍ତିର ସମ୍ଭାବନା ରହିଛି। ଦ୍ୱିଜା ନକ୍ଷତ୍ର ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ଅଧିକାଂଶ…

ରାଶିଫଳ: ରବିବାର, ଅଗଷ୍ଟ ୨୦ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସମସ୍ୟାର ସମାଧାନ କରି ଲକ୍ଷ୍ୟ ହାସଲରେ ସମର୍ଥ ହେବେ। ଆପଣଙ୍କୁ ଆନୁଷ୍ଠାନିକ, ସାମାଜିକ କ୍ଷେତ୍ରରେ ସାମିଲ ରହିଥିଲେ ସମ୍ମାନ ଲାଭ କରିପାରନ୍ତି। ପାଖ ପଡ଼ୋଶୀମାନଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର ମୁଖ୍ୟ କାରଣ ହେବ।…

ରାଶିଫଳ: ଶନିବାର, ଅଗଷ୍ଟ ୧୯ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ। ଛୋଟ ଘଟଣା ପ୍ରତି ଗୁରୁତ୍ୱ ଦିଅନ୍ତୁ ନାହିଁ, କାରଣ ଏହି ଦିଗପ୍ରତି ଧ୍ୟାନ ଦେଲେ ନିଜ ଲୋକଙ୍କୁ ସନ୍ଦେହ କରିବେ। ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ…

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୧୮ ତାରିଖ – Daily Horoscope

ମେଷ କର୍ମଜଞ୍ଜାଳ ବୃଦ୍ଧି କାରଣରୁ ଜମା ଫୁର୍‌ସତ୍‌ ପାଇବେ ନାହିଁ। ଆଜି ଆପଣ ଯାନବାହନ, ଯାନ୍ତ୍ରିକ ଜିନିଷ ତଥା ଗୃହୋପକରଣ କିଣିବା ପାଇଁ ମନ ବଳାଇପାରନ୍ତି। ଫେରିବା ବାଟରେ ବନ୍ଧୁଙ୍କୁ ଭେଟି ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିପାରନ୍ତି। ପାରିବାରିକ ଅସହଯୋଗରୁ ଚାହୁଁଥିବା କାମ…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ ଆଜି ଅର୍ଥଲାଭର ଯୋଗ ରହିଛି। କିନ୍ତୁ ପାଇବେ ଯେତିକି ତା’ଠାରୁ ଅଧିକ ବ୍ୟୟକରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମ ଓ ପରିବହନରେ ସଫଳତା ପାଇବେ। ଘର ଲୋକଙ୍କ ଉପରେ ଅଯଥା…

ରାଶିଫଳ: ବୁଧବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ ଆଜି ଆପଣ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ବ୍ୟସ୍ତ ରହିବେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ…

ରାଶିଫଳ:ମଙ୍ଗଳବାର , ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ ଆଜି ଆବଶ୍ୟକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତି ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ। ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଉପରିସ୍ଥଙ୍କ…

ରାଶିଫଳ:ସୋମବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜକୁ କେତେଦିନ ହେଲା ମନେମନେ ଯାହା ଭାବୁଥିଲେ ତାହା ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ବୃଷ ବିଭିନ୍ନ ପ୍ରକାର ଘରୋଇ…

ରାଶିଫଳ: ରବିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟ ଅନୁକୂଳ ନୂହେଁ, ବରଂ ପ୍ରତିକୂଳତାର ଝଲକ ଦେଖିବାକୁ ପାଇବେ। ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର…

ରାଶିଫଳ: ଶନିବାର , ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ଆଜି ଅ-ନାମାକ୍ଷର ବ୍ୟକ୍ତିଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ ଚର୍ଚ୍ଚା,…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ଧାର କରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ କିଛି ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri