Rasifala

ରାଶିଫଳ: ସୋମବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ଘରର କୈାଣସି ସମସ୍ୟା, ସହକର୍ମୀଙ୍କ ବ୍ୟବହାର ଏବଂ ମତାନୈକ୍ୟର ସମ୍ଭାବନା ରହିଛି। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କଲେ ଉପକୃତ ହେବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ…

ରାଶିଫଳ: ରବିବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ଅନ୍ୟମନସ୍କ କାରଣରୁ କର୍ମକ୍ଷେତ୍ରରେ ତିରସ୍କୃତ ହୋଇପାରନ୍ତି। ଜମିଜମା କାରବାର କୌଣସି ପ୍ରତିବନ୍ଧକରୁ ବାଧାପ୍ରାପ୍ତ ହେବ। କ୍ରୀଡ଼ା, ଚଳଚ୍ଚିତ୍ର, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ଶୁଭଫଳ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ଦେଖାଦେଇପାରେ।…

ରାଶିଫଳ: ଶନିବାର , ନଭେମ୍ବର ୧୮ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁ ସାହାଯ୍ୟ କରିବେ। ନିର୍ମାଣାଧୀନ କାମରେ, ଯୋଗାଯୋଗ, ବ୍ୟବସାୟିକ, କ୍ରୀଡ଼ା, ଚଳଚ୍ଚିତ୍ର କ୍ଷେତ୍ରରେ ଥିବା ପ୍ରତିବନ୍ଧକ ଦୂର ହେବ। ପୁରୁଣା ଦିନର ରାଗ ଶୁଝାଇବାକୁ ଯାଇ ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଆବଶ୍ୟକତା…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଯେକୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍‌ଜଷ୍ଟ କରିବାରେ ସଫଳ ହେବେ। କର୍ମକ୍ଷେତ୍ରରେ କିମ୍ବା ସରକାରୀ କାମରେ ହଠାତ୍‌ ବାହାରକୁ ଯାତ୍ରା କରିପାରନ୍ତି। ଲାଗିରହିଥିବା ବିବାଦର ସମାଧାନର ରାସ୍ତା ସୁଗମ ହୋଇଯିବ। ପରିସ୍ଥିତିର ବିଷମତା କାରଣରୁ କଷ୍ଟ ସ୍ବୀକାର…

ରାଶିଫଳ: ଗୁରୁବାର, ନଭେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଆପଣଙ୍କୁ ସାମାଜିକ ସ୍ତରରେ ସମ୍ମାନ, ବ୍ୟବସାୟରେ ଆର୍ଥିକ ଅଭିବୃଦ୍ଧି, ପାରିବାରିକ କ୍ଷେତ୍ରରେ ସୁଖସମୃଦ୍ଧି ପ୍ରାପ୍ତ ହେବ। ଉପସ୍ଥିତ ବୁଦ୍ଧି ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ…

ରାଶିଫଳ: ବୁଧବାର, ନଭେମ୍ବର ୧୫ ତାରିଖ – Daily Horoscope

ମେଷ ଆଜି ପୂର୍ବ ପରିକଳ୍ପିତ ନୂଆ କରି କାମଟିଏ ଆରମ୍ଭ କରିବାକୁ ମନ ବଳାଇବେ। ଆର୍ଥିକ ସ୍ଥିତି ମଜଭୁତ ରହିବା କାରଣରୁ ନୂତନ ଉତ୍ସାହ ନେଇ କାମ କରିବେ। ଅଶ୍ୱିନୀ ନକ୍ଷତ୍ର ପାଇଁ କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସମସ୍ୟା…

ରାଶିଫଳ: ମଙ୍ଗଳବାର , ନଭେମ୍ବର ୧୪ ତାରିଖ – Daily Horoscope

ମେଷ ଏକାଦଶସ୍ଥ ଶନିଙ୍କ ଯୋଗୁ ଆନୁଷଙ୍ଗିକ ସାହାଯ୍ୟ ଓ ସହଯୋଗ ଲାଭକରି କାର୍ଯ୍ୟ ହାସଲ କରିବେ। ଆଜିର ଯାତ୍ରା, ସଭାସମିତି, ସାଂସ୍କୃତିକ କାର୍ଯ୍ୟକ୍ରମାଦିରେ ପ୍ରଶଂସିତ ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧି ଆଶଙ୍କା ରହିଛି। ଭୁଲ୍‌ ବୁଝାମଣା…

ରାଶିଫଳ: ସୋମବାର , ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଅର୍ଥଲାଭ, ଶାରୀରିକ ସୁସ୍ଥତା ସାଙ୍ଗକୁ ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମନ ଖୁସି ରହିବ। ବନ୍ଧୁଙ୍କ ଅନୁରୋଧକ୍ରମେ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ…

ରାଶିଫଳ: ରବିବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ, କିନ୍ତୁ ଆପଣ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀ ପ୍ରମୁଖଙ୍କୁ କେନ୍ଦ୍ରକରି କଳହର…

ରାଶିଫଳ: ଶନିବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଂକଟ ରହିଥିଲେ ମଧ୍ୟ ସରକାରୀସ୍ତରରୁ ସାହାଯ୍ୟ ସମ୍ଭାବନା ରହିଛି। ଅପ୍ରିୟ ସତ୍ୟ ଭାଷଣଜନିତ ବନ୍ଧୁ ସମ୍ପର୍କରେ ନ୍ୟୁନତା ଦେଖାଦେଇପାରେ। କଳା, ସାହିତ୍ୟ, ସଂସ୍କୃତି, କ୍ରୀଡ଼ା ଓ ଚଳଚ୍ଚିତ୍ର…

ରାଶିଫଳ: ଶୁକ୍ରବାର , ନଭେମ୍ବର ୧୦ ତାରିଖ – Daily Horoscope

ମେଷ ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖାଦେଇପାରେ। ଅଫିସ୍‌ରେ ସ୍ଥଗିତ କାମପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ନୂତନ ଯାନବାହନ କ୍ରୟ କରିବା ସକାଶେ ମନ ବଳାଇ ପାରନ୍ତି। ବିଭିନ୍ନ ପ୍ରକାରର ପ୍ରତିବନ୍ଧକ ସୃଷ୍ଟି…

ରାଶିଫଳ: ଗୁରୁବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। କୃତ୍ତିକା ନକ୍ଷତ୍ର ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସ୍ୱାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ ଅସୁଖୀ ରହିବେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri