Rasifala

ରାଶିଫଳ: ସୋମବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ସହ ମଙ୍ଗଳଙ୍କ ମିଳନ ପାରିବାରିକ ଜୀବନକୁ ସରସ,ସୁନ୍ଦର କରିବ। ତଥାପି ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତରେ ପାଇବେ। ସାହାଯ୍ୟ ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା…

ରାଶିଫଳ: ରବିବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଭାଗ୍ୟସ୍ଥାନରେ ଚତୁଃଗ୍ରହ ଯୋଗରୁ ଆଜିର କର୍ମକ୍ଷେତ୍ର, ପାରିବାରିକ ସ୍ଥିତି ସାଙ୍ଗକୁ ଜୀବନଚର୍ଯ୍ୟା ପ୍ରୀତିପ୍ରଦ ରହିବ। ସକାଳୁ ପ୍ରତୀକ୍ଷା କରିଥିବା ଶୁଭ ଖବର ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ପରିବହନ ସନ୍ତୋଷଜନକ ରହିବା ସହ ବନ୍ଧୁବତ୍ସଳ ହେବେ। ପରିବାରର ନିର୍ଦ୍ଦେଶକ୍ରମେ…

ରାଶିଫଳ: ଶନିବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଘରର ଅସଜଡା ପରିସ୍ଥିତିକୁ ସଜାଡ଼ିବାକୁ ଯାଇ ମାନସିକ ସ୍ଥିତି ବିକ୍ଷିପ୍ତ ରହିବ। ଦ୍ୱିଜା ନକ୍ଷତ୍ରର ଗତକାଲିର ଟେନ୍‌ସନ ଆଜି କମିଯାଇପାରେ। ଜମିଜମା, ପୁରାତନ ଗାଡ଼ି ପ୍ରଭୃତି କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ ପ୍ରଶଂସିତ ହେବେ। ପ୍ରତ୍ୟାବର୍ତ୍ତନ ପଥରେ ଦୀର୍ଘ ସମୟ ଅପେକ୍ଷାନ୍ତେ ବନ୍ଧୁଙ୍କୁ ଭେଟିପାରନ୍ତି। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡିକ ଅଟକିଯାଇପାରେ। ଋଣ ପରିଶୋଧଜନିତ କରଜଦାତାଙ୍କ ଚାପ ମାନସିକ ସ୍ଥିରତା…

ରାଶିଫଳ: ଗୁରୁବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ମାନସିକ ଅସ୍ଥିରତାରୁ ଆପଣ ସାଧାରଣ କଥାରେ ଉତ୍ତେଜିତ ହୋଇପାରନ୍ତି। ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିପାରିବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବିବ୍ରତ ହେବେ। କଳା, ସାହିତ୍ୟ, ସଂସ୍କୃତି ଓ…

ରାଶିଫଳ: ବୁଧବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କୋଣ ସ୍ଥାନରେ ବୃହସ୍ପତି ଅବସ୍ଥାନ କରୁଥିବାରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ନୂଆ ଯୋଜନା ସକାଶେ ମନ ବଳାଇ ପାରନ୍ତି। ମାତ୍ର ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ।…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜିର ସପ୍ତମ ଚନ୍ଦ୍ର ପ୍ରଭାବରେ ବନ୍ଧୁଙ୍କ ସହ ଯାତ୍ରାରମ୍ଭ କରି ଖୁସି ମନେଇବେ। ଅର୍ଥ ଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ ପରାମର୍ଶ କାମକୁ ଆସିବ। ପ୍ରତିଦ୍ୱନ୍ଦ୍ୱିତା କିମ୍ବା ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହୋଇପାରନ୍ତି। ବନ୍ଧୁଙ୍କ…

ରାଶିଫଳ: ସୋମବାର , ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ଏବଂ ଉଚ୍ଚାରୋହୀ ରାଶ୍ୟାଧିପତିଙ୍କ କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ। କେତୁଙ୍କ କୁପ୍ରଭାବରୁ ସନ୍ତାନ ହେତୁକ ସମସ୍ୟା ବିବ୍ରତ କରିପାରେ। ପରୋକ୍ଷ ଶତ୍ରୁତାରୁ ବ୍ୟବସାୟ ଓ ବାଣିଜ୍ୟ ବାଧାପ୍ରାପ୍ତ ହୋଇପାରେ। ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି।…

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ। ପ୍ରଶାସନ, ପରିବହନ ଓ ବିବାଦୀୟ କ୍ଷେତ୍ରରେ ସମାଧାନ ପାଇଁ ଚେଷ୍ଟାକଲେ ଉପକୃତ ହେବେ। ଲକ୍ଷ୍ୟସ୍ଥଳକୁ…

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ସନ୍ତୋଷଜନକ ରହି ନ ପାରେ। ତର୍କବିତର୍କ ମଧ୍ୟରେ ମନ ବୁଝତ୍ଲା ଭଳି କଥା…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ବନ୍ଧୁଙ୍କ ସହ ମଧୁର ସ୍ମୃତିର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି,…

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା ପରିସରରେ ମତପାର୍ଥକ୍ୟ କାରଣରୁ କୌଣସି ସିଦ୍ଧାନ୍ତରେ ଉପନୀତ ହୋଇପାରିବେ ନାହିଁ। ଆଜିର ଯାତ୍ରା, ବାଣିଜ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri