Rasifala

ରାଶିଫଳ: ରବିବାର, ଜୁନ୍ ୨୮ ତାରିଖ – Daily Horoscope

ମେଷ ଅନୁକୂଳ ଗ୍ରହ ସମ୍ପର୍କରୁ ଶାରୀରିକ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ଭନ୍ଧୀୟ କୈାଣସି କଥା ବନ୍ଧୁଙ୍କ ନିକଟରୁ ଶୁଣିବାକୁ ପାଇ ଉଲ୍ଲସିତ ହୋଇପାରନ୍ତି। ପ୍ରତ୍ୟେକ ଦିଗକୁ ଲକ୍ଷ୍ୟରଖି ଗୋପନୀୟ ଆଲୋଚନା ସମସ୍ୟାରେ ଛନ୍ଦି ହୋଇଯିବେ।…

ରାଶିଫଳ: ଶନିବାର, ଜୁନ୍ ୨୭ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ଯୋଗୁ ଆପଣଙ୍କ ବିଚାରଧାରା ପରିବାରରେ ମୃଦୁ ଗୁଞ୍ଜରଣ ସୃଷ୍ଟି କରିବ। ଅଟକି ରହିଥିବା କାମ ପୂରା ଦମରେ କରିବା ନିଷ୍ପତ୍ତି ନେଇପାରନ୍ତି। ଯାନବାହନ, ଜମିଜମା, ତୈଳ କିମ୍ବା ବିଦ୍ୟୁତ ବ୍ୟବସାୟରୁ ଲାଭବାନ ହେବେ। କର୍ମକ୍ଷେତ୍ରରୁ ଫେରିବା…

ରାଶିଫଳ: ଶୁକ୍ରବାର, ଜୁନ୍ ୨୬ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ ଚନ୍ଦ୍ର ପାପଗ୍ରହ ରାହୁଙ୍କ ଦୃଷ୍ଟିରେ ଥିବାରୁ ଆପଣଙ୍କ ଯାତ୍ରା, ପରିବାର, ଯାନବାହନ କ୍ଷେତ୍ରରେ ସତର୍କ ରହିବା ଭଲ। ପ୍ରତିବନ୍ଧକ କିମ୍ବା କଞ୍ଚାମାଲର ଅଭାବଜନିତ ନିର୍ମାଣ କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ଅବଶ୍ୟ ସଭାସମିତି, ଆନୁଷ୍ଠାନିକ କାମ କିମ୍ବା ସାଙ୍ଗଠନିକ…

ରାଶିଫଳ: ଗୁରୁବାର, ଜୁନ୍ ୨୫ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମକ୍ଷେତ୍ରର ସମସ୍ୟା ସୁଧାରିବା କ୍ଷେତ୍ରରେ ସଫଳତା ହାସଲ କରିବେ। ଅଶ୍ୱିନୀ ନକ୍ଷତ୍ର ସକାଶେ ପାରିପାର୍ଶ୍ୱିକ ପରିସ୍ଥିତି ସେତେଟା ଭଲ ରହି ନ ପାରେ। ବିବାଦୀୟ ଘଟଣା ସମାଧାନ ହୋଇଯିବ। ଶୁକ୍ର କ୍ଷେତ୍ରସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ…

ରାଶିଫଳ: ବୁଧବାର, ଜୁନ୍ ୨୪ ତାରିଖ – Daily Horoscope

ମେଷ ଆଜିର ସପ୍ତମଚନ୍ଦ୍ର ଜୀବନଯାତ୍ରାକୁ ପ୍ରୀତିପ୍ରଦ କରାଇବ। ବନ୍ଧୁସମ୍ପର୍କ ଭଲ ରହିବା ସହ ଆଶା କରୁଥିବା ଜିନିଷ ପାଇବାରେ ପ୍ରତିବନ୍ଧକ ରହିବ ନାହିଁ। କିନ୍ତୁ ଦୀର୍ଘ ଦିନରୁ ପରସ୍ପର ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ବେଶି ଆନ୍ଦୋଳିତ…

ରାଶିଫଳ: ମଙ୍ଗଳବାର , ଜୁନ୍ ୨୩ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସୁସ୍ଥତା ଏବଂ ବୈଷୟିକ ଅଭିବୃଦ୍ଧି ସାଙ୍ଗକୁ ମାଙ୍ଗଳିକ କାର୍ଯ୍ୟରେ ଯୋଗଦାନକରି ଖୁସି ରହିବେ। ପୂର୍ବ ସ୍ଥିରୀକୃତ ଦୂରଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନ, ବନ୍ଧୁବାନ୍ଧବ କ୍ଷେତ୍ରରେ ସୁଫଳ ପାଇବେ। ରାହୁ ଦୃଷ୍ଟ ରବି ଯୋଗୁ କୃତ୍ତିକା ନକ୍ଷତ୍ର ବିଚାରବିହୀନ…

ରାଶିଫଳ: ସୋମବାର, ଜୁନ୍ ୨୨ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରୁ ପାରିବାରିକ ସଦ୍‌ଭାବ ଓ ନିକଟ ସମ୍ପର୍କୀୟମାନଙ୍କ ସ୍ନେହ,ଶ୍ରଦ୍ଧା ଓ ଆଦର ପାଇ ଖୁସି ରହିବେ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇବାର ସମ୍ଭାବନା ରହିଛି। ଶିଳ୍ପ, ନିର୍ମାଣ, ବ୍ୟବସାୟ…

ରାଶିଫଳ: ରବିବାର, ଜୁନ୍ ୨୧ ତାରିଖ – Daily Horoscope

ମେଷ ଆଜି ଦ୍ୱିତୀୟଭାବସ୍ଥ ମଙ୍ଗଳଜନିତ ବ୍ୟବହାରରେ କଠୋରତାଜନିତ ମତାନ୍ତର କିମ୍ବା କଳହ ଘଟିପାରେ। ଅବଶ୍ୟ ମନ ଭିତରର ଉତ୍ତେଜନାକୁ ନିୟନ୍ତ୍ରିତ କରି ସହୃଦୟତାର ସହ ବାକ୍ୟାଳାପ କରିପାରିଲେ ଉପକୃତ ହେବେ। ମୁହଁ ସାମ୍‌ନାରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର…

ରାଶିଫଳ: ଶନିବାର, ଜୁନ୍ ୨୦ ତାରିଖ – Daily Horoscope

ମେଷ ଆଜି ପୂର୍ବ ସମସ୍ୟାକୁ ଦୂରେଇ ନେଇ କର୍ମକ୍ଷେତ୍ର ଓ ପାରିବାରିକ ଜୀବନକୁ ଖୁସି କରାଇବ। ସାଧାରଣ ବ୍ୟତିକ୍ରମ ରହିଲେ ମଧ୍ୟ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଶ୍ୱିନୀ ନକ୍ଷତ୍ର ସକାଶେ ଆଲୋଚନା ପରିସରରେ ଝଗଡ଼ା ଲାଗିପାରେ।…

ରାଶିଫଳ: ଶୁକ୍ରବାର , ଜୁନ୍ ୧୯ ତାରିଖ – Daily Horoscope

ମେଷ କର୍ମାଧିପ ବ୍ୟୟଭାବସ୍ଥ ଯୋଗୁ ଉଦ୍ୟମରେ ସଫଳତା ପାଇବା କଷ୍ଟକର ହୋଇପାରେ। ଧନାଧିପ ଚତୁର୍ଥକେନ୍ଦ୍ରସ୍ଥ ଯୋଗୁ ସାମାଜିକ ସ୍ଥିତି ପୂର୍ବଭଳି ରହିବ। ଦ୍ୱିଜା ନକ୍ଷତ୍ର ଯେ କୌଣସି ପରିସ୍ଥିତିରେ ନିଜକୁ ଚଳାଇନେଇ ପାରିଲେ କୃତକାର୍ଯ୍ୟ ହେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଆଗମନରେ…

ରାଶିଫଳ: ଗୁରୁବାର, ଜୁନ୍ ୧୮ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହାୟତାରେ କର୍ମକ୍ଷେତ୍ରର ପ୍ରତ୍ୟେକ ପରିସ୍ଥିତିକୁ କୌଶଳରେ ସଜାଡ଼ି ନେବେ। କିନ୍ତୁ କୌଣସି ବନ୍ଧୁଙ୍କୁ ଟଙ୍କା ପଇସା ଦେଇ ଫେରି ପାଇବାରେ କମ୍‌ ସମ୍ଭାବନାକୁ ଦେଖି ମାନସିକ ଚିନ୍ତା ବଢିଯିବ। ଦୂରେଇ ଯାଉଥିବା ଆତ୍ମୀୟଙ୍କ ପାଇଁ ମନ ଛଟପଟ…

ରାଶିଫଳ: ବୁଧବାର, ଜୁନ୍ ୧୭ ତାରିଖ – Daily Horoscope

ମେଷ କେନ୍ଦ୍ରକୋଣାଧିପଙ୍କ ଅଷ୍ଟମଭାବ ସଂସ୍ଥିତି ବନ୍ଧୁମିଳନ ସଙ୍ଗକୁ ଆର୍ଥିକ ଅଭିବୃଦ୍ଧି କରାଇବ। ପାରିବାରିକ ସ୍ତରରେ ସାମୟିକ କେତେକ ବ୍ୟତିକ୍ରମକୁ ବାଦ୍‌ ଦେଲେ ଦିନଟି ପ୍ରାୟତଃ ଭଲରେ ବିତିବ। ଶିକ୍ଷା କ୍ଷେତ୍ରରେ ସୁନାମ, ପିଲାମାନଙ୍କ ସଫଳତା, ନୂତନ ପ୍ରେମ ସମ୍ପର୍କ ସ୍ଥାପନ, ଉନ୍ନତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?