Rasifala

ରାଶିଫଳ: ମଙ୍ଗଳବାର, ଜୁନ୍ ୧୩ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶଚନ୍ଦ୍ର ହେତୁ ବିଭିନ୍ନ କାମରେ ଖଟଣି ବୃଦ୍ଧି ମାନସିକ ଅସ୍ଥିରତା ସୃଷ୍ଟି କରିବ। ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ପରିବାରରେ ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ହୋଇଯିବ। ବନ୍ଧୁଙ୍କ ସହ ଭ୍ରମଣ…

ରାଶିଫଳ: ସୋମବାର , ଜୁନ୍ ୧୨ ତାରିଖ – Daily Horoscope

ମେଷ ଆଜି ସକାଳୁ କାମର ଚାପ ଏତେଦୂର ବଢ଼ିଯିବ ଯେ କଳ୍ପନା କରିହେବନି। ଅଶ୍ୱିନୀ ନକ୍ଷତ୍ର କାହାକୁ ହେଲେ ବିରକ୍ତିଭରା କଥା କହିବା ଠିକ୍‌ ହେବ ନାହିଁ। ଗୁରୁତ୍ୱପୂର୍ଣ୍ଣ କାମ ସକାଶେ ଆବଶ୍ୟକ ଅର୍ଥ ଜଣେ ଦକ୍ଷିଣ ଦିଗସ୍ଥ ବନ୍ଧୁଙ୍କ ନିକଟରୁ…

ରାଶିଫଳ: ରବିବାର, ଜୁନ୍ ୧୧ ତାରିଖ – Daily Horoscope

ମେଷ ତିନୋଟି କେନ୍ଦ୍ରରେ ଗ୍ରହାବସ୍ଥାନ ଯୋଗୁ କିଛି ଭଲ ଓ କିଛି ମନ୍ଦର ମିଶ୍ରିତ ଅନୁଭୂତିକୁ ନେଇ ଦିନଟି ଅତିବାହିତ ହେବ। କର୍ମକ୍ଷେତ୍ରରେ ଅତୀତ ଘଟଣା ବିଷୟରେ ଚିନ୍ତା କରି ବ୍ୟସ୍ତ ରହିପାରନ୍ତି। ବନ୍ଧୁମାନଙ୍କ ସହଯୋଗରେ ଆର୍ଥିକ ସ୍ଥିତିରେ ସୁଧାର ଆସିବାର…

ରାଶିଫଳ: ଶନିବାର , ଜୁନ୍ ୧୦ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିତର୍କ ହୋଇପାରେ। ବନ୍ଧୁଙ୍କ ସହାୟତାରେ ପରିବାରରେ ଆପୋସ ମିଳାମିଶାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। କୃତିକା ନକ୍ଷତ୍ର ପୂର୍ବରାଗକୁ କେନ୍ଦ୍ର କରି ଆତ୍ମୀୟସ୍ବଜନମାନେ ଦୂରେଇ ଯାଇପାରନ୍ତି। ଟେନସନ୍‌ କମିଯିବା ସକାଶେ ବନ୍ଧୁଙ୍କ…

ରାଶିଫଳ: ଶୁକ୍ରବାର , ଜୁନ୍ ୯ ତାରିଖ – Daily Horoscope

ମେଷ ଆଜିର ଦଶମ ଚନ୍ଦ୍ର ଶନି କ୍ଷେତ୍ରରେ ଅବସ୍ଥାନ କରି ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବେ। ଆନୁଷ୍ଠାନିକ କାମ ସକାଶେ ତତ୍ପର ହେବେ। ପାରିବାରିକ କ୍ଷେତ୍ରରେ ରାହୁଙ୍କ ନକ୍ଷତ୍ରର କୁପ୍ରଭାବରୁ ମତାନ୍ତରଜନିତ ଅନର୍ଥ ସୃଷ୍ଟି ହୋଇପାରେ। କର୍ମକ୍ଷେତ୍ର, ବାଣିଜ୍ୟ,…

ରାଶିଫଳ: ଗୁରୁବାର, ଜୁନ୍ ୮ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ପୂର୍ବ କଳହ, ସମ୍ପର୍କୀୟ ଆଲୋଚନାରେ ନିମଜ୍ଜିତ କରାଇବ। ବନ୍ଧୁଙ୍କ ସହଯୋଗରେ ଆର୍ଥିକ ସୁଧାର ଆସିପାରେ। ମନରେ ଦୁଃଖ ରହିଥିଲେ ମଧ୍ୟ ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ…

ରାଶିଫଳ: ବୁଧବାର, ଜୁନ୍ ୭ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ପ୍ରକୃତିବଶତଃ ମନର ଅସନ୍ତୋଷକୁ କଠୋର ବାକ୍ୟରେ ପ୍ରକାଶ କରିପାରନ୍ତି। ସାମୟିକ ଭାବପ୍ରବଣତା କାରଣରୁ ବିଭିନ୍ନ ବିଫଳତାକୁ ନେଇ ଚିନ୍ତିତ ରହିପାରନ୍ତି। ଅଫିସ କାମ ଚାପାରେ ନିଜକୁ ଆଡ୍‌ଜଷ୍ଟ କରିବାକୁ ବାଧ୍ୟ ହେବେ। ପାରିବାରିକ ସ୍ଥିତି, ପରିବହନ, ନିର୍ମାଣ,…

ରାଶିଫଳ: ମଙ୍ଗଳବାର , ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ କିଛି ଭଲ ମଧ୍ୟରେ ଅଶ୍ୱିନୀର ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ବିଦ୍ୟମାନ। ଭୁଲ୍‌ ବୁଝାମଣା କାରଣରୁ ମାନସିକ…

ରାଶିଫଳ: ସୋମବାର, ଜୁନ୍ ୫ ତାରିଖ – Daily Horoscope

ମେଷ ନବମ ଚନ୍ଦ୍ର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ…

ରାଶିଫଳ: ରବିବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଅଷ୍ଟମ ଚନ୍ଦ୍ରଜନିତ ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା…

ରାଶିଫଳ: ଶନିବାର, ଜୁନ୍ ୩ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗଜନିତ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭପୂର୍ବକ ସମ୍ମାନିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ। ନିର୍ମାଣ, ପ୍ରକାଶନ,…

ରାଶିଫଳ: ଶୁକ୍ରବାର , ଜୁନ୍ ୨ ତାରିଖ – Daily Horoscope

ମେଷ ଆଜି ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ଅନନ୍ୟୋପାୟ ହୋଇ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ପରଶ୍ରୀକାତର ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ବୃଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri