Rasifala

ରାଶିଫଳ: ଶନିବାର, ଜାନୁଆରୀ ୨୦ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସ୍ବାସ୍ଥ୍ୟ, ଜମିଜମା, ବନ୍ଧୁ ଓ କୁଟୁମ୍ବ ସମ୍ପର୍କୀୟ ଚିନ୍ତାର ସମାଧାନ ହୋଇଯିବ। ଅଶ୍ୱିନୀ ନକ୍ଷତ୍ର କୌଣସି ଖବର ପାଇ ବିବ୍ରତ ହୋଇପାରନ୍ତି। ପାରିବାରିକ ସମସ୍ୟାକୁ ସୁଧାରି ନେବା ସକାଶେ ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୋଇପାରନ୍ତି। ଭ୍ରମଣ ସମୟରେ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୯ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ହେତୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ପରିବାର ଭିତରେ କେତେକ ପୁରୁଣା ସମସ୍ୟା ବିଷୟରେ ଆଲୋଚନା କରିବେ। ସ୍ବାସ୍ଥ୍ୟ ସମସ୍ୟା, ବ୍ୟବସାୟିକ ସ୍ଥିତି, ବନ୍ଧୁମନାନ୍ତରାଦି ଦୁଶ୍ଚିନ୍ତାର କାରଣ ହୋଇପାରେ। ଚିଡ଼ା ସ୍ବଭାବ ପାଇଁ…

ରାଶିଫଳ: ଗୁରୁବାର, ଜାନୁଆରୀ ୧୮ ତାରିଖ – Daily Horoscope

ମେଷ ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଦୈହିକ, ମାନସିକ ତଥା ପାରିବାରିକ ସ୍ଥିତି ବହୁତ ଭଲ ରହିବ। କିନ୍ତୁ ସହକର୍ମୀଙ୍କ ସହ ଭୁଲ୍‌ ବୁଝାମଣା ଯୋଗୁଁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି। ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କରିବା ଭଲ ଅଟେ। ଆକସ୍ମିକ ଭାବେ…

ରାଶିଫଳ: ବୁଧବାର, ଜାନୁଆରୀ ୧୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୃତ୍ତିକା ନକ୍ଷତ୍ର ସତକଥା କହି ବିବାଦୀୟ ହୋଇପାରନ୍ତି। ସତର୍କ ନ ହେଲେ ଠକାମିରେ ପଡିପାରନ୍ତି। ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ। ପରିବାରରେ ମାଙ୍ଗଳିକ କାର୍ଯ୍ୟ ସକାଶେ ଆଲୋଚନା କରିପାରନ୍ତି। ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ…

ରାଶିଫଳ: ମଙ୍ଗଳବାର, ଜାନୁଆରୀ ୧୬ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଦ୍ୱାଦଶ ଚନ୍ଦ୍ର ହେତୁ ଦୂରସ୍ଥାନକୁ ଯାତ୍ରା କରିବାକୁ ପଡ଼ିପାରେ। ସ୍ବାସ୍ଥ୍ୟରେ ଉନ୍ନତି ଘଟିବ ଏବଂ ବନ୍ଧୁଙ୍କ ସହ ମନୋମାଳିନ୍ୟ ଯୋଗୁ ମନ ଉଦାସ ରହିବ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଆଶଙ୍କା ରହିଛି। ପରୋକ୍ଷ ଶତ୍ରୁତା ବଶତଃ…

ରାଶିଫଳ: ସୋମବାର, ଜାନୁଆରୀ ୧୫ ତାରିଖ – Daily Horoscope

ମେଷ ସମସ୍ୟାର ସମାଧାନ କରିବା ସକାଶେ ଚେଷ୍ଟା କରି ସଫଳତା ହାସଲ କରିପାରିବେ । ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ଏହା ସାଙ୍ଗକୁ ମନୋବଳ ମଧ୍ୟ ବଢିଯିବ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ । ଆଜି ଫେରିବା…

ରାଶିଫଳ: ରବିବାର, ଜାନୁଆରୀ ୧୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି ନ ପାରେ। ପରିବାର ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ। ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ବନ୍ଧୁ…

ରାଶିଫଳ: ଶନିବାର, ଜାନୁଆରୀ ୧୩ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ ପଡ଼ିପାରେ। ଶିକ୍ଷା କ୍ଷେତ୍ରରେ ପିଲାଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ନିକଟ…

ରାଶିଫଳ: ଶୁକ୍ରବାର, ଜାନୁଆରୀ ୧୨ ତାରିଖ – Daily Horoscope

ମେଷ ଆଜି ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବ ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ। ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ ପାରେ। ପାରିବାରିକ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦ୍ଦର୍‌ବନ୍ଦ୍ୱ ସୃଷ୍ଟି ହେବାର ସୂଚନା…

ରାଶିଫଳ: ଗୁରୁବାର, ଜାନୁଆରୀ ୧୧ ତାରିଖ – Daily Horoscope

ମେଷ ଆଜି ମଙ୍ଗଳ ଓ ବୃହସ୍ପତିଙ୍କ କ୍ଷେତ୍ର ବିନିମୟ ପ୍ରଭାବରୁ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଶନି ଦୃଷ୍ଟ ଗୁରୁ ହେତୁ ନିଜକୁ ଠିକ୍‌ ଭାବେ ଆଡ୍‌ଜଷ୍ଟ କରି ଚଳାଇ ନେଇପାରିବେ ନାହିଁ। ଅଟକିଥିବା କାର୍ଯ୍ୟ…

ରାଶିଫଳ: ବୁଧବାର, ଜାନୁୟାରୀ ୧୦ ତାରିଖ – Daily Horoscope

ମେଷ ଅଧିକାଂଶ ସମୟ ନିରୁତ୍ସାହିତ ରହିବା ଫଳରେ ମନୋରଞ୍ଜନ ପ୍ରୀତିପ୍ରଦ ହେବନାହିଁ। ବନ୍ଧୁଙ୍କ ଆସିବା ବଟକୁ ଅପେକ୍ଷା କରିବା ସକାଶରୁ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ବିବାଦୀୟ ଘଟଣାରେ…

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୯ ତାରିଖ – Daily Horoscope

ମେଷ ଚନ୍ଦ୍ରଙ୍କ ସହ ଶୁକ୍ର ପ୍ରଭାବରେ ଅର୍ଥପ୍ରାପ୍ତି, ସାହିତ୍ୟ ସଙ୍ଗୀତରେ ପ୍ରତିଷ୍ଠା ସହ ବ୍ୟବସାୟିକ ସଫଳତା ମିଳିବ। ପାରିବାରିକ ଜୀବନ ପାରସ୍ପରିକ ଉତ୍ତମ ବୁଝାମଣା ଦ୍ୱାରା ହସ, ଖୁସିରେ କଟିବ। ରାସ୍ତାରେ ଅଜଣା ବ୍ୟକ୍ତିଙ୍କ ସହ ମିତ୍ରତା ସୃଷ୍ଟି ହେବ। ଅଶ୍ୱିନୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?