Rasifala

ରାଶିଫଳ: ବୁଧବାର, ଡିସେମ୍ବର ୨୭ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଭାଗ୍ୟସ୍ଥାନକୁ ଦେଖୁଥିବାରୁ ସୁଖ, ସୁବିଧା ସାଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସ୍ବଗୃହାଭିମୁଖୀ ଚତୁର୍ଥାଧିପତି କାରଣରୁ ସଭାସମିତିରେ ପଦସ୍ଥଙ୍କ ସାନ୍ନିଧ୍ୟ ଲାଭକରି ଉପକୃତ ହେବେ। ଦୀର୍ଘଦିନ ହେଲା ଚେଷ୍ଟା କରୁଥିବା କାମରେ ଆଜି ସଫଳତା ପାଇବେ। ରାଶ୍ୟାଧିପତି…

ରାଶିଫଳ: ମଙ୍ଗଳବାର , ଡିସେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ମୁଖଭାବରେ ଚନ୍ଦ୍ର ପ୍ରଭାବରୁ ହସି କଥା କହିବେ। ଅଭାବ ଅନଟନ ଦୂରେଇଯିବ ଏବଂ ପ୍ରତ୍ୟେକ କ୍ଷେତ୍ର୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ପରିବହନ, ବାଣିଜ୍ୟରେ ପ୍ରତିବନ୍ଧକ ଯୋଗୁ ସମସ୍ୟାର ସମ୍ମୁଖୀନ ହେବେ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହେବେ,…

ରାଶିଫଳ: ସୋମବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ ବହୁ ଶ୍ରମ ସ୍ବୀକାର କରିବାକୁ ପଡ଼ିପାରେ। ଆନୁଷଙ୍ଗିକ ସୁବିଧା ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା ବିଶେଷ ଭାବେ ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ।…

ରାଶିଫଳ: ରବିବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ଦ୍ୱିତୀୟସ୍ଥ ଚନ୍ଦ୍ର ଯୋଗୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ହଠାତ୍‌ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରଶ୍ରୀକାତର ସହକର୍ମୀଙ୍କ…

ରାଶିଫଳ: ଶନିବାର , ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ଚନ୍ଦ୍ରଙ୍କ ଶୁଭତ୍ୱରୁ ଭଲ ରହିବ। ଦୋକାନବାଡ଼ି, ହୋଟେଲ ବ୍ୟବସାୟରେ ଉନ୍ନତମାନର ଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ ଓ ସମ୍ମାନ ଅକ୍ଷୁଣ୍ଣ ରହିବ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପାରିବାରିକ ଜୀବନକୁ ସରସ କରିବ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତରେ ପାଇବେ। କର୍ମକ୍ଷେତ୍ରରେ ଯେତେ ଭଲ କାମ କଲେ ମଧ୍ୟ ଅଭିଯୋଗ ଆସିପାରେ। ପଡ଼ୋଶୀଙ୍କ ସହ ଉଚିତ ବୁଝାମଣା…

ରାଶିଫଳ: ଗୁରୁବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଦ୍ୱାଦଶସ୍ଥ ଚନ୍ଦ୍ର ଯୁକ୍ତ ରାହୁଙ୍କ ଯୋଗୁ ବାହାର ଲୋକଙ୍କ ସକାଶେ ସମୟ ଦେବେ। କାର୍ଯ୍ୟ ତ୍ୱରାନ୍ବିତ ହେବା ବଦଳରେ ହଠାତ୍‌ ଅଟକି ରହିଯାଇପାରେ। ଶିଳ୍ପ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ ଓ ଲାଭବାନ୍‌ ହେବେ। ପରିବାରର…

ରାଶିଫଳ: ବୁଧବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଗତକାଲିର ଟେନ୍‌ସନ ଆଜି କମିଯିବ ଏବଂ ଅଫିସ୍‌ରେ ବନ୍ଧୁ ମିଳନରୁ ଉତ୍ସାହିତ ହେବେ। ରାହୁ ଯୁକ୍ତ ଚନ୍ଦ୍ରଙ୍କ କୁପ୍ରଭାବରୁ କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍‌ବୁଦ୍ଧ ହେବାରୁ ମନୋବଳ ବୃଦ୍ଧି ପାଇବ।…

ରାଶିଫଳ: ମଙ୍ଗବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ସମସ୍ୟା ଆସିଲେ ମଧ୍ୟ କୈାଶଳରେ କାର୍ଯ୍ୟ ସାଧନ କରିପାରିବେ। ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଓ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ସାଧାରଣ କଥାକୁ ନେଇ ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ…

ରାଶିଫଳ: ସୋମବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ଅଶ୍ୱିନୀ ନକ୍ଷତ୍ର ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତବିବ୍ରତ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ…

ରାଶିଫଳ: ରବିବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଦଶମ ଚନ୍ଦ୍ର ହେତୁ ଯାହା ଚାହୁଁଛନ୍ତି ତାହା ବନ୍ଧୁଙ୍କ ସାନ୍ନିଧ୍ୟରୁ ପାଇପାରିବେ। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇ କାମରେ ଲାଗିପାରନ୍ତି। ନିର୍ମାଣାଧୀନ କାର୍ଯ୍ୟ କେତେକ ଆକସ୍ମିକ ସମସ୍ୟା କାରଣରୁ ସ୍ଥଗିତ ରହିପାରେ। ଆନୁଷ୍ଠାନିକ କ୍ଷେତ୍ରରେ ଟିକିଏ…

ରାଶିଫଳ: ଶନିବାର, ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ପ୍ରତିଯୋଗିତାରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ପରିବାରରେ ଅସୁସ୍ଥତାଜନିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?