Rasifala

ରାଶିଫଳ: ରବିବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ପାରିବାରିକ ସମସ୍ୟା ବଢ଼ିପାରେ। ପିଲାଙ୍କ କଥାକୁ କେନ୍ଦ୍ରକରି ମଧ୍ୟାହ୍ନେ ମନରେ ବିରକ୍ତିଭାବ ସୃଷ୍ଟି ହେବ। ସମୟ ସୁବିଧା ନେଇ ବନ୍ଧୁଙ୍କ ପାଖରେ ଦୁଃଖ ଜଣାନ୍ତୁ; ଅବଶ୍ୟ ଉପକୃତ ହେବେ। ପରକଥାରେ ପଡ଼ି…

ରାଶିଫଳ: ଶନିବାର, ଡିସେମ୍ବର ୨ ତାରିଖ – Daily Horoscope

ମେଷ ଆପଣଙ୍କ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତବିବ୍ରତ କରାଇପାରେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ପାରିବାରିକ ପରିସ୍ଥିତି ନିଶ୍ଚିତ ଭଲ ରହିବ ତଥାପି ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ପରିବହନ ତଥା ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ। କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡ଼ା, ଚଳଚ୍ଚିତ୍ର ପ୍ରଭୃତି ଉନ୍ନତ ରହିବ। ନୂତନ ଗୃହୋପକରଣ…

ରାଶିଫଳ: ଗୁରୁବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ପ୍ରତ୍ୟୁଷ ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାବଧାନ ନ ରହିଲେ କ୍ଷତିରେ ପଡ଼ିପାରନ୍ତି। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର…

ରାଶିଫଳ: ବୁଧବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ତୃତୀୟଚନ୍ଦ୍ରଙ୍କ ସୁପ୍ରଭାବରୁ ଅର୍ଥ ଓ ଭୋଗ ବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ଏହା ସଙ୍ଗକୁ ଗୃହ, ଭୂମି, ଗାଡ଼ିମୋଟର, ଧାର କରଜକୁ କେନ୍ଦ୍ରକରି କଳହ ହୋଇପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ କାମରେ ଅଗ୍ରଗତି ଘଟିପାରେ। ଦ୍ୱିଜା ନକ୍ଷତ୍ରର ଆର୍ଥିକ ସଙ୍କଟ ଲାଗି ରହିଲେ ମଧ୍ୟ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇବେ। ନିକଟ ସମ୍ପର୍କୀୟମାନେ କାଳେ ଦେବାକୁ ପଡ଼ିବ, ଏହି ଚିନ୍ତାରେ ପାଖ ମାଡ଼ିବେ ନାହିଁ।…

ରାଶିଫଳ: ସୋମବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଜଣେ ବାଲ୍ୟବନ୍ଧୁଙ୍କ ଦ୍ୱାରା ଦୀର୍ଘଦିନରୁ ଚିନ୍ତା କରିଥିବା ଓ ଅଟକି ରହିଯାଇଥିବା କାମଟି ହଠାତ୍‌ ହୋଇଯିବ। ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଶାରୀରିକ ଅସୁସ୍ଥତା କେତେକ ପ୍ରତିବନ୍ଧକର କାରଣ ହୋଇପାରେ। ଯାତ୍ରା କାଳରେ କୌଣସି ଅପରିଚିତଙ୍କ…

ରାଶିଫଳ: ରବିବାର , ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଅଷ୍ଟମସ୍ଥ ବୁଧ ଓ ମଙ୍ଗଳଜନିତ ଭ୍ରାତୃ ବିରୋଧ, ପାରିବାରିକ ସମସ୍ୟା, ସହକର୍ମୀଙ୍କ ସହ ଝଗଡ଼ା ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥା ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ…

ରାଶିଫଳ: ଶନିବାର , ନଭେମ୍ବର ୨୫ ତାରିଖ – Daily Horoscope

ମେଷ ଆଜିର ମନ ଚାହୁଁଥିବା ଜିନିଷ ଲାଭ କରିବା ଆଶା ଅପୂରଣ ରହିବ ନାହିଁ। ବ୍ୟବସାୟ, ସଭାସମିତି, ଯାତ୍ରା ଓ ବନ୍ଧୁମିଳନ କ୍ଷେତ୍ରରେ ସମୟ କଟାଇବେ। ଅଫିସ୍‌ରେ କୌଣସି ବିଷୟ ନେଇ ବୁଝାମଣାରେ ତିକ୍ତତା ଦେଖାଦେଇପାରେ। ଆଲୋଚନା, ସତ୍‌ସଙ୍ଗ, ଆନୁଷ୍ଠାନିକ କାମ…

ରାଶିଫଳ: ଶୁକ୍ରବାର , ନଭେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ ସକାଶେ ନିଷ୍ପତ୍ତି ନେବେ। କର୍ମକ୍ଷେତ୍ରରେ ମିଠା ପ୍ରତିଶ୍ରୁତି ପାଇବେ ସତ ଆଶା କରିଥିବା ଦିଗରୁ ମୂଲ୍ୟବାନ୍‌ ଜିନିଷଟି ପ୍ରାପ୍ତ ହେବ ନାହିଁ। ଅଶ୍ୱିନୀ ନକ୍ଷତ୍ର ସକାଶେ ଅଧ୍ୟାପନା,…

ରାଶିଫଳ: ଗୁରୁବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ହସ୍ତକ୍ଷେପ ଫଳରେ ପାରିବାରିକ ସମସ୍ୟା ସମାଧାନ ହୋଇଯିବ। ରାଜନୀତି, ସଭାସମିତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିବେ। କୌଣସି ଗୁରୁତ୍ୱପୂର୍ଣ୍ଣ କାମ କ୍ଷେତ୍ରରେ ପୂର୍ବରୁ ଥିବା ସମସ୍ୟା…

ରାଶିଫଳ: ବୁଧବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ ଦୀର୍ଘଦିନ ହେଲା ପଡୁ ନ ଥିବା ପୁଅ ବୋହୂଙ୍କ କଥା ମନକୁ ଆନ୍ଦୋଳିତ କରିବ। ପରକୁ ଦେଇଥିବା ଅର୍ଥକୁ କେନ୍ଦ୍ରକରି କିଛି ସମସ୍ୟା ଦେଖାଦେଇପାରେ। ବନ୍ଧୁଙ୍କ ସହ ସ୍ନେହ ସମ୍ପର୍କରେ ଫାଟ ସୃଷ୍ଟି ହେବା କାରଣରୁ ପରସ୍ପରକୁ ସନ୍ଦେହ କରିପାରନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?