ରାଶିଫଳ: ବୁଧବାର, ମେ ୩ ତାରିଖ – Daily Horoscope
ମେଷ ଆଜିର ଶୁଭଚନ୍ଦ୍ର ଯୋଗୁ କାମଗୁଡ଼ିକ ସୁବିଧାରେ ଓ ସୁରୁଖୁରୁରେ ହୋଇଯିବ। ଘରେ ବନ୍ଧୁ ମିଳନ ସହିତ ଖୁସିର ଆସର ଜମିପାରେ। ରାଜନୀତି ଓ ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ। ବ୍ୟବସାୟକୁ ଆଗକୁ ବଢ଼ାଇବା ପାଇଁ ପଦକ୍ଷେପ ଗ୍ରହଣ କରିପାରନ୍ତି। ବୃଷ…
ରାଶିଫଳ: ମଙ୍ଗଳବାର , ମେ ୨ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା ଓ ଆକସ୍ମିକ କଳହ ପ୍ରତି ସଜାଗ ରହିବା ଭଲ ହେବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିବା କାରଣରୁ ମାନସିକ ଅସ୍ଥିରତା ଦେଖାଦେଇପାରେ। ଭାଇ ଭାଇ ମଧ୍ୟରେ ଅର୍ଥ ସମ୍ପର୍କକୁ ନେଇ ଭା୍ରତୁବିବାଦ ଦେଖାଦେଇ…
ରାଶିଫଳ: ସୋମବାର , ମେ ୧ ତାରିଖ – Daily Horoscope
ମେଷ ଆଜି କୃତ୍ତିକା ନକ୍ଷତ୍ର ମନ ଯେମିତି କାମ ସେମିତି ହେବ। ବୁଧଙ୍କ ପ୍ରଭାବରୁ ଏମିତି କଥାରେ କଥାରେ ମରମ କଥା କହିଦେବେ ଯେ-ବୁଝତ୍ଲା ଲୋକ ଠିକ୍ ଭାବରେ ବୁଝିଯିବ। ବନ୍ଧୂଙ୍କ ଅନୁରୋଧରେ ନୂତନ ସ୍ଥାନ ବୁଲିଯିବା ସୁଯୋଗ ମିଳିବାର ସମ୍ଭାବନା…
ରାଶିଫଳ: ରବିବାର, ଏପ୍ରିଲ ୩୦ ତାରିଖ – Daily Horoscope
ମେଷ ଆଜିର କୋଣଭାବସ୍ଥ ଚନ୍ଦ୍ରଜନିତ ପାରିବାରିକ ଓ କର୍ମକ୍ଷେତ୍ର ସକାଶେ ପ୍ରତିକୂଳତା ଆନୟନ କରିପାରନ୍ତି। ପରିବହନରେ ସମସ୍ୟା ଅଶାନ୍ତିର କାରଣ ହେବ। କିନ୍ତୁ ଦ୍ୱିଜା ନକ୍ଷତ୍ରର ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ଖୁସି ରହିବେ। ବାହାର ଜାଗାରେ ସତର୍କତାର…
ରାଶିଫଳ: ଶନିବାର, ଏପ୍ରିଲ ୨୯ ତାରିଖ – Daily Horoscope
ମେଷ ଆଜି ଆପଣଙ୍କୁ କର୍ମକ୍ଷେତ୍ରରେ ଉଚ୍ଚ ପଦାଧିକାରୀ ସାହାଯ୍ୟ ଓ ସହଯୋଗ କରିବାର ପ୍ରତିଶ୍ରୁତି ଦେଇପାରନ୍ତି। ଯାନ୍ତ୍ରିକ ଶିଳ୍ପ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପାରିବାରିକ ଅଶାନ୍ତି ଦୂର ପାଇଁ ବନ୍ଧୁଙ୍କ ସାହାଯ୍ୟ…
ରାଶିଫଳ: ଶୁକ୍ରବାର , ଏପ୍ରିଲ ୨୮ ତାରିଖ – Daily Horoscope
ମେଷ ଆଜି ଶୁକ୍ରଙ୍କ ପ୍ରଭାବରୁ ମଧୁର ବ୍ୟବହାରରେ ସମସ୍ତଙ୍କୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ହେତୁ ଖୁସି ହେବେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ…
ରାଶିଫଳ: ଗୁରୁବାର, ଏପ୍ରିଲ ୨୭ ତାରିଖ – Daily Horoscope
ମେଷ ଆଜି କୃତିକା ନକ୍ଷତ୍ର ସହକର୍ମୀଙ୍କ ସହଯୋଗରେ କାମ ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କ ନିସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରସଂସା କରିବେ।…
ରାଶିଫଳ: ବୁଧବାର, ଏପ୍ରିଲ ୨୬ ତାରିଖ – Daily Horoscope
ମେଷ ଆଜି ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ଦୁଃଖ ଦୂର କରିଦେବ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଶନିଙ୍କ କ୍ରୂର ଦୃଷ୍ଟିରୁ ଅର୍ଥ…
ରାଶିଫଳ: ମଙ୍ଗଳବାର , ଏପ୍ରିଲ ୨୫ ତାରିଖ – Daily Horoscope
ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ କଥା କଟାକଟିଜନିତ ମତାନ୍ତର ଆଶଙ୍କା ରହିଛି। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ। ଯାତ୍ରା, କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ। ସାମାଜିକ…
ରାଶିଫଳ: ସୋମବାର, ଏପ୍ରିଲ ୨୪ ତାରିଖ – Daily Horoscope
ମେଷ ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳାସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପରିବାରରେ ନିଜ ଲୋକମାନଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ। କୃତି ଓ କୃତିତ୍ୱ ସକାଶେ ସାମାଜିକ ସମ୍ମାନ ହେତୁ ଉଚ୍ଚସ୍ତରରେ ସମ୍ପର୍କ…
ରାଶିଫଳ: ରବିବାର, ଏପ୍ରିଲ ୨୩ ତାରିଖ – Daily Horoscope
ମେଷ ଆଜି ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ବିଜ୍ଞବ୍ୟକ୍ତିମାନଙ୍କ ନିକଟରୁ ଆଦର ସମ୍ମାନ ପାଇବେ। ଆଜିର ଯାତ୍ରା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସାଙ୍ଗକୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ମଧ୍ୟ ଲାଭବାନ୍ ହୋଇପାରନ୍ତି। ମହିଳାମାନେ ମନୋରଞ୍ଜନ…
ରାଶିଫଳ: ଶନିବାର, ଏପ୍ରିଲ ୨୨ ତାରିଖ – Daily Horoscope
ମେଷ ଆପଣାର ଲୋକଙ୍କ ପାଇଁ କାମକୁ ସହଜରେ କରିବା ଲାଗି ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। ଅନ୍ୟମନସ୍କ ଯୋଗୁ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ। ଦ୍ୱିଜା ନକ୍ଷତ୍ର ବକେୟା ଅର୍ଥ ନ ପାଇବା କାରଣରୁ ତର୍କ ଓ…
Archives


