ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୧ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶ ପ୍ରାପ୍ତ ହୋଇ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସଭାସମିତିର ବିବାଦୀୟ ପରିସ୍ଥିତିରେ ନ୍ୟାୟୋଚିତ କଥା କହି ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ…
ରାଶିଫଳ: ଗୁରୁବାର, ଏପ୍ରିଲ ୨୦ ତାରିଖ – Daily Horoscope
ମେଷ ଯାହା ଆଶା କରିଛନ୍ତି ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ କିନ୍ତୁ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ମିଳିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମଜଞ୍ଜାଳ ବୃଦ୍ଧି ହେତୁ କଠିନ ଶାରୀରିକ…
ରାଶିଫଳ: ବୁଧବାର, ଏପ୍ରିଲ ୧୯ ତାରିଖ – Daily Horoscope
ମେଷ ଆଜି ନିଜ ରାଶିରେ ତିନୋଟିଗ୍ରହଙ୍କ ଏକତ୍ର ସମାବେଶ ବିକ୍ଷିପ୍ତ ଚିନ୍ତାଧାରାର ଦ୍ୟୋତକ ହେବ। ଅବଶ୍ୟ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ସଦ୍ଭାବନାର ଅନ୍ତର୍ନିହିତ ସ୍ବର ମୁହଁରେ ଫୁଟି ଉଠିବ, ଯାହା…
ରାଶିଫଳ: ସୋମବାର , ଏପ୍ରିଲ ୧୭ ତାରିଖ – Daily Horoscope
ମେଷ ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍ କାମରେ ଉପସ୍ଥିତ…
ରାଶିଫଳ: ରବିବାର, ଏପ୍ରିଲ ୧୬ ତାରିଖ – Daily Horoscope
ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ୱାର୍ଥହାନି ହେତୁ କୁତ୍ସାରଟନା କରିବାକୁ ପଛାଇବ ନାହିଁ। ଅଶ୍ୱିନୀ ନକ୍ଷତ୍ରର ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମ୍ନା କରିବାକୁ ଚେଷ୍ଟାକଲେ ଉପକୃତ ହେବେ। ଆଲୋଚନା…
ରାଶିଫଳ: ଶନିବାର, ଏପ୍ରିଲ ୧୫ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ମକରସ୍ଥ ଯୋଗୁ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ ରହିବ। ଶୁକ୍ରଙ୍କ ପ୍ରଭାବରେ ପାରିବାରିକ ଜୀବନରେ ସ୍ଥିରତା ଅକ୍ଷୁଣ୍ଣ ରଖିବାରେ ସମର୍ଥ ହେବେ। ଧନ ସ୍ଥାନରେ ଶୁକ୍ର…
ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୪ ତାରିଖ – Daily Horoscope
ମେଷ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମାପନ କରିବାରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିବେ। ଆଜି ଦୋକାନବାଡ଼ି, ଗାଡ଼ିମୋଟର କିଣାବିକା ପ୍ରଭୃତି ପ୍ରତ୍ୟେକ କାମରେ ଶୁଭଫଳ ମିଳିବ। ପରିସ୍ଥିତି ବଶତଃ ଭଟ୍ଟା…
ରାଶିଫଳ: ଗୁରୁବାର, ଏପ୍ରିଲ ୧୩ ତାରିଖ – Daily Horoscope
ମେଷ ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ନିଜର କେତେକ କୃତକର୍ମ ସକାଶେ ଅନୁତାପ କରିବାକୁ ପଡିପାରେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଶୁଭଦୃଷ୍ଟିରୁ ବିବାଦୀୟ ଘଟଣାର ଦିଗ ହଠାତ୍ ବଦଳି ଯାଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସାମାନ୍ୟ…
ରାଶିଫଳ: ବୁଧବାର, ଏପ୍ରିଲ ୧୨ ତାରିଖ – Daily Horoscope
ମେଷ ଆଜି କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟଗୁଡ଼ିକୁ ସମ୍ପନ୍ନ କରିବାକୁ ବାଧ୍ୟ ହେବେ। ସାମୂହିକ ଆଲୋଚନା, ସଭାସମିତି, ସତ୍ସଙ୍ଗ, ଆଲୋଚନା, ଭ୍ରମଣ ହେତୁକ ଖୁସୀ ରହିପାରନ୍ତି। ସାହିପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସମ୍ପର୍କରେ ନୂ୍ୟନତା ପରିଲକ୍ଷିତ ହୋଇପାରେ। ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ…
ରାଶିଫଳ: ମଙ୍ଗଳବାର , ଏପ୍ରିଲ ୧୧ ତାରିଖ – Daily Horoscope
ମେଷ ଦ୍ୱିଜା ନକ୍ଷତ୍ରର କାର୍ଯ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ସାହିତ୍ୟ,…
ରାଶିଫଳ: ସୋମବାର, ଏପ୍ରିଲ ୧୦ ତାରିଖ – Daily Horoscope
ମେଷ ଆଜି ଆପଣଙ୍କୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁହିଁ ପଡିବ। ଦିନ ମଧ୍ୟରେ ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ…
ରାଶିଫଳ: ରବିବାର, ଏପ୍ରିଲ ୯ ତାରିଖ – Daily Horoscope
ମେଷ ଆଜିର ଯାତ୍ରା ସମୟରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍ ବୁଝାମଣା ଯୋଗୁ କୌଣସି…
Archives


