Rasifala

ରାଶିଫଳ: ଶନିବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବହନରେ ଝଗଡ଼ାର ଆଶଙ୍କା କିନ୍ତୁ ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ବନ୍ଧୁ ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ…

ରାଶିଫଳ: ଗୁରୁବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ କୌଶଳ ପ୍ରୟୋଗ କରି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା…

ରାଶିଫଳ: ବୁଧବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।…

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। କଠିନ ଶ୍ରମ ସାଙ୍ଗକୁ ରାତି ଅନିଦ୍ରାଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ…

ରାଶିଫଳ: ସୋମବାର , ଏପ୍ରିଲ ୩ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଭଲ ଥିଲେ ମଧ୍ୟ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆଜି ଯେତିକି ପାଇବେ ସେମିତି ଖର୍ଚ୍ଚ ମଧ୍ୟ କରିବେ। ଅବଶ୍ୟ ଅ-ନାମାକ୍ଷର ବ୍ୟକ୍ତିମାନେ ନିଜ ନିଜ କାମକୁ ଉତ୍ସାହର ସହ କରିବାରେ…

ରାଶିଫଳ: ରବିବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ଶନି ଦୃଷ୍ଟ ଚନ୍ଦ୍ର କାରଣରୁ ନିରୁତ୍ସାହ ହୋଇପାରନ୍ତି। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁମଧୁର ହୋଇ ଉଠିବ। ଆନୁଷ୍ଠାନିକ କ୍ଷେତ୍ରରୁ ଏବଂ କ୍ରୀଡ଼ା ଚଳଚ୍ଚିତ୍ର କ୍ଷେତ୍ରରୁ ସମ୍ମାନ ଓ ସଦ୍ଦିଚ୍ଛା ଲାଭ କରିବେ। ସ୍ବାସ୍ଥ୍ୟ ସମସ୍ୟା ପ୍ରାୟତଃ…

ରାଶିଫଳ: ଶନିବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ରାଶିରେ ଏକାଧିକ ପାପଗ୍ରହ ଥିବାରୁ ଚିନ୍ତାଧାରା ବିକ୍ଷିପ୍ତ ରହିପାରେ। କୃତ୍ତିକା ନକ୍ଷତ୍ର ପ୍ରତ୍ୟେକ କାମ ପାଇଁ ଉତ୍ସାହିତ କରିବ। ଉତ୍ତମ ବୁଝାମଣା ଥିବାରୁ ପାରିବାରିକ ଜୀବନରେ ସ୍ଥିରତା ଅବ୍ୟାହତ ରହିବ। କୌଣସି ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଆଜି ଶନି ନକ୍ଷତ୍ରସ୍ଥ ଚନ୍ଦ୍ର ଷଡ଼ାଷ୍ଟକ ସ୍ଥିତିରେ ଥିବାରୁ ମାନସିକ ସ୍ଥିତି ଭଲ ରହି ନ ପାରେ। ପ୍ରତ୍ୟେକ କାମ ପାଇଁ ଦୀର୍ଘସମୟ ଅପେକ୍ଷା କରିବାକୁ ପଡ଼ିବ। ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ବିବ୍ରତ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ସାଧାରଣ କଥାରେ ମତାନ୍ତରଜନିତ ପାରିବାରିକ କ୍ଷେତ୍ରରେ ଟେନ୍ସନ ସୃଷ୍ଟି ହୋଇପାରେ। ଜମିଜମା କାରବାର କିମ୍ବା ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ଭଲ ରହି ନ ପାରେ। ନିର୍ମାଣ କାମ…

ରାଶିଫଳ: ବୁଧବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ରାହୁଜନିତ ସମସ୍ୟା ମଧ୍ୟରେ ଚଳିବା କାରଣରୁ ଅନେକ ମାନସିକ ଦ୍ୱନ୍ଦ୍ୱ ମଧ୍ୟଦେଇ ଗତି କରିବାକୁ ପଡ଼ିବ। ଶନିଙ୍କ ପ୍ରଭାବରୁ ପ୍ରତ୍ୟେକ କାମ ବିଳମ୍ବ ହେବାରୁ ବ୍ୟସ୍ତତା ଅନୁଭବ କରିବେ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ।…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବିବାଦଜନିତ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। ବନ୍ଧୁ ସାହାଯ୍ୟ ମାଗିପାରନ୍ତି, ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ଅର୍ଥସଙ୍କଟ କାରଣରୁ ଧାରକରଜ କରି କାମ ଚଳାଇନେବେ। ପାରିବାରିକ କ୍ଷେତ୍ରରେ ନିଜ ଜିଦ୍‌ରେ ଅଟଳ ରହି ସମସ୍ୟାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri