Rasifala

ରାଶିଫଳ: ସୋମବାର, ଅକ୍ଟୋବର ୧୬ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ଯୋଗରୁ କର୍ମକ୍ଷେତ୍ରରେ ସୁପ୍ରତିଷ୍ଠିତ ହେବେ। କିନ୍ତୁ ସପ୍ତମସ୍ଥ ପାପଗ୍ରହ ପ୍ରଭାବରୁ ସ୍ତ୍ରୀଙ୍କ ସ୍ବାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହୋଇପାରେ। କଳା, କ୍ରୀଡ଼ା, ଚଳଚ୍ଚିତ୍ରରେ ସମସ୍ୟା ସମାଧାନ ହୋଇଯିବ। ବୃଷ…

ରାଶିଫଳ: ରବିବାର, ଅକ୍ଟୋବର ୧୫ ତାରିଖ – Daily Horoscope

ମେଷ ଆଜି ଆପଣ କର୍ମକ୍ଷେତ୍ରରେ ଦୃଢ଼ ପଦକ୍ଷେପ ନେଇ କାମ ହାସଲ କରିପାରିିବେ। ବିବାଦୀୟ ପରିସ୍ଥିତିରେ ଅନ୍ୟ ଲୋକମାନଙ୍କ ଆଗରେ ମୁଣ୍ଡ ନୁଆଁଇବେ ନାହିଁ। ବିଭିନ୍ନ ସୂତ୍ରରୁ ରୋଜଗାର କରିବେ, ଯାହାକି ଆପଣଙ୍କୁ ସାମୟିକ ଆନନ୍ଦ ପ୍ରଦାନ କରିବ। ପ୍ରଶାସନ, ଆଇନ,…

ରାଶିଫଳ: ଶନିବାର , ଅକ୍ଟୋବର ୧୪ ତାରିଖ – Daily Horoscope

ମେଷ ରାଶିକୁ ମଙ୍ଗଳଙ୍କ ଦୃଷ୍ଟି ହେତୁ ଆଜି କର୍ମକ୍ଷେତ୍ରରେ ନୈରାଶ୍ୟ କ୍ରମଶଃ ଦୂରେଇଯିବ। ସହମତିତା କାରଣରୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ବନ୍ଧୁ ଗହଣରେ ପ୍ରିୟଜନଙ୍କ ସାନ୍ନିଧ୍ୟ…

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୧୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ସାଙ୍ଗକୁ ଅଯଥା ଅର୍ଥ ବ୍ୟୟ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ପୂର୍ବରୁ ଶତ୍ରୁତା କରୁଥିବା ବ୍ୟକ୍ତି ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର କର୍ମକ୍ଷେତ୍ରରେ କିମ୍ବା ସଭାସମିତିରେ ଯୁକ୍ତିଯୁକ୍ତ…

ରାଶିଫଳ: ଗୁରୁବାର, ଅକ୍ଟୋବର ୧୨ ତାରିଖ – Daily Horoscope

ମେଷ ଚନ୍ଦ୍ର କେନ୍ଦ୍ରରେ ଶନିଙ୍କ ଯୋଗୁ ଚେଷ୍ଟା କରୁଥିବା ଦିଗରୁ ଧନ ପାଇ ଖୁସି ହୋଇପାରନ୍ତି। ବିଗତ ଦିନର ସମସ୍ୟା ଗୁଡ଼ିକର ସମାଧାନ ସକାଶେ ବିଭିନ୍ନ ପ୍ରକାରର ଚିନ୍ତା ମନକୁ ଆନ୍ଦୋଳିତ କରିବ। ଆନୁଷ୍ଠାନିକ କାମରେ ବନ୍ଧୁମାନଙ୍କ ଦ୍ୱାରା ସହଯୋଗ, ସୁଖ…

ରାଶିଫଳ: ବୁଧବାର, ଅକ୍ଟୋବର ୧୧ ତାରିଖ – Daily Horoscope

ମେଷ ଆଜି ଧନାଧିପ ଯୁକ୍ତ ଚନ୍ଦ୍ର ହେତୁ ପ୍ରତ୍ୟେକ ଦିଗରୁ ମନ ଖୁସି ରହିବ, କାମଗୁଡ଼ିକୁ ମଧ୍ୟ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ ଏବଂ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ଜଳଜାତ ଦ୍ରବ୍ୟ,…

ରାଶିଫଳ: ମଙ୍ଗଳବାର , ଅକ୍ଟୋବର ୧୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁ ମାର୍ଗଦର୍ଶକ ସାଜିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରି କାମ ଚଳାଇନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ। ବନ୍ଧୁ ଗହଣରେ ସାଧାରଣ…

ରାଶିଫଳ: ସୋମବାର, ଅକ୍ଟୋବର ୯ ତାରିଖ – Daily Horoscope

ମେଷ ସାଧାରଣ କଥାକୁ ନେଇ ବନ୍ଧୁ ସମ୍ପର୍କ ଫିକା ପଡିଯିବ, ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ । ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ,…

ରାଶିଫଳ: ରବିବାର, ଅକ୍ଟୋବର ୮ ତାରିଖ – Daily Horoscope

ମେଷ ଆଜି ଆର୍ଥିକ ଉନ୍ନତି, ଜମିଜମା କାରବାର, ପାରିବାରିକ ସାହାଯ୍ୟ ସମର୍ଥନ ପ୍ରାପ୍ତି ପ୍ରଦାନ କରିବ। କର୍ମକ୍ଷେତ୍ରରେ ପ୍ରତିବନ୍ଧକ ଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ…

ରାଶିଫଳ: ଶନିବାର ଅକ୍ଟୋବର ୭ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ଶିଳ୍ପ, ବ୍ୟବସାୟ, ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ଘଟିପାରେ। ପରିବାରରେ କଳହ, ଅଶାନ୍ତି ଦେଖାଦେଇପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ…

ରାଶିଫଳ: ଶୁକ୍ରବାର ଅକ୍ଟୋବର ୬ ତାରିଖ – Daily Horoscope

ମେଷ ଆଜି କୌଣସି ଭିତିରିଆ ଉଦ୍ଦେଶ୍ୟ ସାଧନ ପରିପ୍ରେକ୍ଷୀରେ ବନ୍ଧୁ ସାହାଯ୍ୟର ହାତ ବଢ଼ାଇବେ। ମନ ବୁଝିଲା ଭଳି କଥା କହି ପରିବାରର ଅବୁଝା ବ୍ୟକ୍ତିଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ ବହୁ ଲୋକଙ୍କ ମେଳରେ ଅଧିକାଂଶ ସମୟ କଟିବ। ବ୍ୟବସାୟିକ ସ୍ଥିତି…

ରାଶିଫଳ: ଗୁରୁବାର, ଅକ୍ଟୋବର ୫ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ପାରିବାରିକ ଓ କର୍ମକ୍ଷେତ୍ର ପ୍ରତି ସମସ୍ୟା ସୃଷ୍ଟିକରି ନିରୁତ୍ସାହିତ କରିପାରେ। ସାମାଜିକ ସ୍ତରରେ ଛୋଟ ଘଟଣା ପ୍ରତି ଗୁରୁତ୍ୱଦେଲେ କ୍ଷତିରେ ପଡ଼ିବେ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବା ହେତୁ ମାନସିକ ଅସ୍ଥିରତା ଦୂର ହୋଇଯିବ। ସ୍ବାସ୍ଥ୍ୟ ସମସ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?