ରାଶିଫଳ: ମଙ୍ଗଳବାର, ଜୁନ୍ ୧୬ ତାରିଖ – Daily Horoscope
ମେଷ ସ୍ବଗୃହୀ ମଙ୍ଗଳଙ୍କ ପ୍ରଭାବରେ ଦୈହିକ ସୁସ୍ଥତା ସହ କର୍ମକ୍ଷେତ୍ର ଏବଂ ବ୍ୟବସାୟିକ ସ୍ଥିତି ବହୁତ ଭଲ ରହିବ। ବନ୍ଧୁମାନଙ୍କ ପ୍ରେରଣାରେ ଉଦ୍ବୁଦ୍ଧ ହୋଇ ନୂତନ ଉତ୍ସାହର ସହ କର୍ମକ୍ଷେତ୍ରରେ ଅଗ୍ରସର ହେବେ। ଆଜି ଦିନ ଭିତରେ ଯାହାକୁ ଯାହା କହିଲେ…
ରାଶିଫଳ: ସୋମବାର, ଜୁନ୍ ୧୫ ତାରିଖ – Daily Horoscope
ମେଷ ଶୁକ୍ର ମୁଖଭାବରେ ରହି ଏକାଧାରରେ ଅର୍ଥ, ବସ୍ତ୍ରଭୂଷଣ, ବନ୍ଧୁଙ୍କ ଆତିଥ୍ୟଯୋଗ ଲାଭ କରି ଖୁସୀ ହେବେ ା ଅଫିସରେ ସହକର୍ମୀଙ୍କ ସୈାହାର୍ଦ୍ଦ୍ୟ ମଧ୍ୟରେ ନୂତନ ଯୋଜନା ପ୍ରଣୟନ କରିପାରନ୍ତି। ଅଷ୍ଟମସ୍ଥ ଚନ୍ଦ୍ର ଯୋଗୁ ପରିବହନ ବ୍ୟବସାୟରେ ଶିଥିଳତା ଦେଖାଦେବା କାରଣରୁ…
ରାଶିଫଳ: ରବିବାର, ଜୁନ୍ ୧୪ ତାରିଖ – Daily Horoscope
ମେଷ ଆଜି ସ୍ବଗୃହୀ ମଙ୍ଗଳଙ୍କ ଯୋଗୁ ଦୈହିକ ସ୍ବାସ୍ଥ୍ୟ ଭଲ ରହିବ। ବନ୍ଧୁଙ୍କ ସହଯୋଗରୁ ଅଟକି ରହିଥିବା କାର୍ଯ୍ୟଗୁଡ଼ିକ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସ୍ତରରେ ଭାବ ପ୍ରବଣତା ପରିହାର ନ କଲେ ଦୁଶ୍ଚିନ୍ତାକୁ ଆମନ୍ତ୍ରଣ କରିବାକୁ ପଡ଼ିପାରେ। ସମସ୍ୟା ଅପରିବର୍ତ୍ତିତ ରହିଥିଲେ…
ରାଶିଫଳ: ଶନିବାର, ଜୁନ୍ ୧୩ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ପ୍ରଭାବରେ ଯାତ୍ରାରେ ଲକ୍ଷ୍ୟପୂରଣ ସହ ବୈଷୟିକ ଅଭିବୃଦ୍ଧି ଘଟିବ। ପାପଗ୍ରହ ମଧ୍ୟସ୍ଥ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ମାନସିକ ଦ୍ୱନ୍ଦ୍ୱ କାର୍ଯ୍ୟରେ ପ୍ରତିବନ୍ଧକ ସୃଷ୍ଟି କରିବ। ଈର୍ଷାପରାୟଣ ବ୍ୟକ୍ତିଙ୍କ କଟୂକ୍ତି କଷ୍ଟ ଦେବ। ଆପୋସ ଆଲୋଚନା…
ରାଶିଫଳ: ଶୁକ୍ରବାର, ଜୁନ୍ ୧୨ ତାରିଖ – Daily Horoscope
ମେଷ ଗ୍ରହମାନଙ୍କ ଶୁଭ ସମ୍ବନ୍ଧ ଅଭାବରୁ ଯେ କୌଣସି ପ୍ରକାରର ପରିସ୍ଥିତିରେ ମଧ୍ୟ ଆପଣ ନିଜକୁ ଠିକ୍ ଭାବେ ଆଡ୍ଜଷ୍ଟ କରି ଚଳାଇ ନେଇ ପାରିବେ ନାହିଁ। ଯଦିଓ ବିଶେଷ କିଛି ସମସ୍ୟା ନାହିଁ, ତଥାପି ସାମୟିକ ଭାବେ ଅସୁସ୍ଥତା ଅନୁଭବ…
ରାଶିଫଳ: ଗୁରୁବାର , ଜୁନ୍ ୧୧ ତାରିଖ – Daily Horoscope
ମେଷ ଆଜି ରାଶ୍ୟାଧିପତି ସ୍ବଗୃହରେ ଶୁକ୍ରନକ୍ଷତ୍ରସ୍ଥ ଯୋଗୁ ସ୍ବାସ୍ଥ୍ୟ ଭଲ ରହିବା ସହ ଖୁସିରେ ସମୟ କଟିବ। ଶନିଙ୍କ ସଂଯୋଗଜନିତ ଦ୍ୱାଦଶସ୍ଥ ଚନ୍ଦ୍ର ଯାତ୍ରା, ଆଧ୍ୟାତ୍ମିକ ଚିନ୍ତନ ଦିଗରେ ଅନୁପ୍ରାଣିତ କରିବ। ପାରିବାରିକ ସମସ୍ୟାର ସମାଧାନ ଘଟିବ। ନିଜ ନିଜର ସ୍ବାର୍ଥହାନି…
ରାଶିଫଳ: ବୁଧବାର, ଜୁନ୍ ୧୦ ତାରିଖ – Daily Horoscope
ମେଷ ଆପଣଙ୍କ ଦକ୍ଷତା ଏବଂ କର୍ତ୍ତବ୍ୟନିଷ୍ଠା କାରଣରୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ଈର୍ଷାପରାୟଣ ବନ୍ଧୁ ଓ ସହକର୍ମୀ ଅପପ୍ରଚାର ଚଳାଇପାରନ୍ତି। ବାଣିଜ୍ୟ, ବ୍ୟବସାୟିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିତର୍କର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶରେ ପରିବାରରେ ଆପୋସ ମିଳାମିଶାରୁ…
ରାଶିଫଳ: ମଙ୍ଗଳବାର , ଜୁନ୍ ୯ ତାରିଖ – Daily Horoscope
ମେଷ ଶ୍ରୁତିମଧୁର ବାକ୍ୟାଳାପ ଦ୍ୱାରା ବନ୍ଧୁଙ୍କୁ ଆପ୍ୟାୟିତ କରିବେ। ଶନିଙ୍କ ପ୍ରଭାବରୁ ମୃଦୁ ମନ୍ଦ ଗତିରେ କର୍ମପ୍ରବାହକୁ ଆଗକୁ ଗଡ଼ାଇନେବାରେ ସାହାଯ୍ୟ କରିପାରନ୍ତି। ବନ୍ଧୁଙ୍କ ସହ ଆନୁଷ୍ଠାନିକ କାମ ସକାଶେ ତପରତ୍ତା ବୃଦ୍ଧିପାଇବ। କର୍ମକ୍ଷେତ୍ର, ବାଣିଜ୍ୟ, ପ୍ରଶାସନ, ସାହିତ୍ୟ, ସାମ୍ବାଦିକତା ତଥା…
ରାଶିଫଳ: ସୋମବାର, ଜୁନ୍ ୮ ତାରିଖ – Daily Horoscope
ମେଷ ଆଜି ସ୍ବାସ୍ଥ୍ୟ ସମସ୍ୟା, ଜମିଜମା କଥା, ସମ୍ପର୍କୀୟଙ୍କ ସହ ଆଲୋଚନାରେ ସମୟ ଅତିବାହିତ କରିପାରନ୍ତି। ଆର୍ଥିକ ସ୍ଥିତିରେ ସୁଧାର ଆସିପାରେ। ପାରିବାରିକ ସ୍ତରରେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ଶୁକ୍ରଙ୍କ ପ୍ରଭାବରୁ କଳା, ସାହିତ୍ୟ, ସାମ୍ବାଦିକତା,…
ରାଶିଫଳ: ରବିବାର, ଜୁନ୍ ୭ ତାରିଖ – Daily Horoscope
ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବା ସହ ଆର୍ଥିକ ସ୍ଥିତି ମନ୍ଦ ହେବନାହିଁ। ଚନ୍ଦ୍ରଙ୍କ ସହିତ ରାହୁଙ୍କ ସଂଯୋଗ ପାରିବାରିକ ଏବଂ ସନ୍ତାନଙ୍କ ସ୍ବାସ୍ଥ୍ୟହାନିର କାରଣ ହେବ ା ଜମିଜମା କିମ୍ବା କାର୍ଯ୍ୟକ୍ଷେତ୍ରର ବିଫଳତା ଯୋଗୁ ଅଶାନ୍ତ ରହିପାରନ୍ତି। ପାରିବାରିକ ସ୍ଥିତି,…
ରାଶିଫଳ: ଶନିବାର, ଜୁନ୍ ୬ ତାରିଖ – Daily Horoscope
ମେଷ ଆଜି ରୁକ୍ଷ ଦୃଷ୍ଟିରେ ବୁଧ ଓ ଶୁକ୍ର ଯୋଗୁ କର୍ମକ୍ଷେତ୍ର, ପରିବାର ଓ ଆର୍ଥିକ ଦିଗ ଭଲ ରହି ନ ପାରେ। ସବୁ କିଛି ଭଲ ମଧ୍ୟରେ ଖର୍ଚ୍ଚ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତର ଜନିତ ଚିନ୍ତିତ ରହିପାରନ୍ତି। ଭୁଲ୍…
ରାଶିଫଳ: ଶୁକ୍ରବାର , ଜୁନ୍ ୫ ତାରିଖ – Daily Horoscope
ମେଷ ଆଜି ହିତୈଷୀଙ୍କ ସହ ଆଲୋଚନା ପୂର୍ବକ ନୂଆ କାମର ରୂପରେଖ ପ୍ରସ୍ତୁତ କରିବେ। ଦୀର୍ଘଦିନରୁ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କୃତ୍ତିକା ନକ୍ଷତ୍ର ସାହିତ୍ୟ, ସଙ୍ଗୀତ, ବୃତ୍ତି, ବାଣିଜ୍ୟ, ଯାତ୍ରା ପାଇଁ କୌଣସି…

