Rasifala

ରାଶିଫଳ: ବୁଧବାର, ଅକ୍ଟୋବର ୪ ତାରିଖ – Daily Horoscope

ମେଷ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ତଥାପି ସକାଳ ସମୟଟି ମାନସିକ ଅସ୍ଥିରତା ମଧ୍ୟରେ କଟିବ। ଦେବା ନେବାକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନଙ୍କ ସହ ବିବାଦ ବଢ଼ିପାରେ। ଶାରୀରିକ ଅସୁସ୍ଥତା ବଶତଃ ଚୁ-ନାମାକ୍ଷର ବ୍ୟକ୍ତି ଅସୁବିଧାର ସମ୍ମୁଖୀନ ହେବେ।…

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୩ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ର ଭାବପ୍ରବଣତାରେ ବାସ୍ତବତା ଅପେକ୍ଷା କଳ୍ପନାରେ ଆନନ୍ଦ ଅନୁଭବ କରିବେ। ରବିବାରର ଯୋଜନା ମୁତାବକ କାମରେ ଲାଗିପଡ଼ନ୍ତୁ ଟେନ୍‌ସନ କମିଯିବ। ନିଜ ଲୋକଙ୍କ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ପାଇପାରନ୍ତି। କର୍ମକ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ…

ରାଶିଫଳ: ସୋମବାର , ଅକ୍ଟୋବର ୨ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ଲାଭକରି ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, କଳା, ସଂଗଠନ…

ରାଶିଫଳ: ରବିବାର, ଅକ୍ଟୋବର ୧ ତାରିଖ – Daily Horoscope

ମେଷ ଆଜି ଚତୁର୍ଥକେନ୍ଦ୍ରରେ ଶୁକ୍ରଙ୍କ ସ୍ଥିତିଜନିତ କାର୍ଯ୍ୟାରମ୍ଭ ସକାଶେ ଆଲୋଚନା କରିବେ। ପ୍ରତ୍ୟୁଷ ଯାତ୍ରା ସମୟରେ ଅନ୍ୟ କାହାର କଥା ଶୁଣି ବ୍ୟସ୍ତ ହୁଅନ୍ତୁ ନାହିଁ। ଦୂରାଗତ ବନ୍ଧୁଙ୍କ ପାଇଁ ମନ ଛଟପଟ ହେବ, କାରଣ ତାହାଙ୍କ କେତେକ ସମସ୍ୟା ସମାଧାନ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୩୦ ତାରିଖ – Daily Horoscope

ମେଷ ଯେତେ ଚେଷ୍ଟା କଲେ ମଧ୍ୟ ସବୁ ଫସର ଫାଟିଯିବ ଏବଂ କେତେକ ସାମାନ୍ୟ ଭୁଲରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। କର୍ମକ୍ଷେତ୍ରରେ କୌଣସି ବିଜାତୀୟ ବ୍ୟକ୍ତି ସମସ୍ୟା ସୃଷ୍ଟି କରିବେ। ଈର୍ଷା ପରାୟଣ ବ୍ୟକ୍ତି ପ୍ରତିଷ୍ଠାକୁ ସହି ନ ପାରି କଟୁ…

ରାଶିଫଳ: ଶୁକ୍ରବାର ସେପ୍ଟେମ୍ବର ୨୯ ତାରିଖ – Daily Horoscope

ମେଷ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। ଆର୍ଥିକ ସ୍ଥିତିର ପରିବର୍ତ୍ତନ ସକାଶେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବେ। ବାଣିଜ୍ୟ, ବ୍ୟବସାୟରେ ମାନମନାନ୍ତର ଦେଖାଦେଇପାରେ। ଚୁ-ନାମାକ୍ଷର ବ୍ୟକ୍ତିମାନଙ୍କୁ କଳା ସାହିତ୍ୟ,…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୮ ତାରିଖ – Daily Horoscope

ମେଷ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଆର୍ଥିକ ସ୍ବଚ୍ଛଳତା ସତ୍ତ୍ୱେ ଆତ୍ମୀୟଙ୍କ ବିରୋଧରୁ ମାନସିକ ଶାନ୍ତି ବ୍ୟାହତ ହେବ। ପଡ଼ୋଶୀ କେହି ପ୍ରତିବାଦର ସ୍ବର ଉତ୍ତୋଳନ କରିପାରନ୍ତି। ପିଲାଙ୍କ ଆଚରଣରେ ପରିବର୍ତ୍ତନ କାରଣରୁ ସମସ୍ୟା ବୃଦ୍ଧି ପାଇପାରେ। ପାରିବାରିକ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ କୌଣସି ମୂଲ୍ୟବାନ ଜିନିଷ କ୍ରୟ କରିପାରନ୍ତି। ମଧ୍ୟାହ୍ନାରମ୍‌ ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଶନିଙ୍କ ଗୃହରେ ଚନ୍ଦ୍ର ଥିବାରୁ ଅତୀତ କଥାକୁ ନେଇ ଚିନ୍ତିତ ରହିବେ। କୌଣସି କାମ ପ୍ରତି ଉସତ୍ାହ ରହିବ ନାହିଁ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁଙ୍କଠାରୁ ସାହାଯ୍ୟ, ସହଯୋଗ ପାଇ ଖୁସି ହେବେ। ଆଜିର ସକାଳୁଆ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ଆପଣଙ୍କ ମନରେ ଅତୀତ ଘଟଣାଗୁଡ଼ିକ ଭାବାନ୍ତର ସୃଷ୍ଟି କରିବ। କର୍ମକ୍ଷେତ୍ରରେ ବନ୍ଧୁମାନେ ସହଯୋଗ କରିବାର ପ୍ରତିଶ୍ରୁତି ଦେବେ। ପରିବହନ ଓ ବ୍ୟବସାୟରେ ଶିଥିଳତା ପରିଲକ୍ଷିତ ହେଲେ ମଧ୍ୟ ଲାଭ କିଛି ଊଣା ହେବନି। ପରିବାରରେ ଅଶାନ୍ତି ଦୂର ହେବା…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜି ହସି ହସି କଥା କହି କାମ ହାସଲ କରିପାରିବେ। ଘରର କେତେକ ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରି ପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ହୋଇଯିବ। ଅଫିସରେ କଅଁଳ କଥା କହି ପରିସ୍ଥିତିକୁ…

ରାଶିଫଳ: ଶନିବାର , ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ମାନସିକ ଶାନ୍ତି ପାଇବେ। ନିର୍ମାଣ, ପ୍ରଶାସନିକ ସ୍ତରରେ ଆଲୋଚନା ସ୍ଥଗିତ ରହିପାରେ। ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ। ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି। ପାରିବାରିକ ଅସ୍ଥିରତା କାରଣରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?