Rasifala

ରାଶିଫଳ: ବୁଧବାର, ମାର୍ଚ୍ଚ ୧୫ ତାରିଖ – Daily Horoscope

ମେଷ ନୀଚସ୍ଥ ଚନ୍ଦ୍ରଜନିତ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ଶୁକ୍ରଙ୍କ ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା, ବନ୍ଧୁମିଳନ ଓ ଯାତ୍ରା ଶାନ୍ତି ପ୍ରଦାୟକ ହେବ। ପାରିବାରିକ, ପରିବହନ, ସାଧାରଣ ଆଲୋଚନା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୧୪ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। ବହୁ ଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହୋଇଯିବ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ ନ କଲେ ପରୋକ୍ଷ ଶତ୍ରୁତା ସାମୟିକ…

ରାଶିଫଳ: ସୋମବାର, ମାର୍ଚ୍ଚ ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଣସି ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ନିକଟ ସମ୍ପର୍କୀୟମାନେ ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ସାମାନ୍ୟ ଚେଷ୍ଟା ଦ୍ୱାରା ଯେଉଁଥିପାଇଁ ଚିନ୍ତିତ ରହିଥିଲେ ଆଜି ତାହା ପାଇବେ। ଫେରନ୍ତା ରାସ୍ତାରେ ମିତ୍ରତା ସ୍ଥାପନ…

ରାଶିଫଳ: ରବିବାର, ମାର୍ଚ୍ଚ ୧୨ ତାରିଖ – Daily Horoscope

ମେଷ ପାରିବାରିକ ଓ କର୍ମ କ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଭଲ ରହିବ। ଏହା ସାଙ୍ଗକୁ ଅର୍ଥ ଲାଭ, ଶାରୀରିକ ସୁସ୍ଥତା ବନ୍ଧୁଙ୍କ ପରାମର୍ଶ ପାଇବା ଯୋଗୁ ମଧ୍ୟ ମନ ଖୁସି ରହିବ। ଦ୍ୱିଜା ନକ୍ଷତ୍ର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ…

ରାଶିଫଳ: ଶନିବାର , ମାର୍ଚ୍ଚ ୧୧ ତାରିଖ – Daily Horoscope

ମେଷ ଆଜି କେତୁଯୁକ୍ତ ଚନ୍ଦ୍ର ସପ୍ତମସ୍ଥ ଯୋଗୁ ଘର, ପରିବାର, ଜମିଜମା ସମ୍ବନ୍ଧୀୟ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତିି। ଯାତ୍ରା, ପ୍ରତିଯୋଗିତା, ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ସାଧାରଣ ବାଧାପ୍ରାପ୍ତ ହୋଇପାରେ। ନୂତନ କର୍ମାରମ୍ଭ ସକାଶେ ନିଷ୍ପତ୍ତି ନେଇପାରନ୍ତି। ଉପରିସ୍ଥଙ୍କ ଅନୁକମ୍ପା କାର୍ଯ୍ୟ ହାସଲରେ…

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୧୦ ତାରିଖ – Daily Horoscope

ମେଷ କୃତ୍ତିକା ନକ୍ଷତ୍ରର କାମ ହାସଲ ପରିପ୍ରେକ୍ଷୀରେ ପଡ଼ୋଶୀଙ୍କ ସହ ସମ୍ପର୍କ ବୃଦ୍ଧି ପାଇବ। ସାମାଜିକ ସ୍ତରରେ ବନ୍ଧୁଙ୍କ ମହଲରେ ପ୍ରଶଂସାର ପାତ୍ର ହେବେ। ପାରିବାରିକ ସ୍ତରରେ ସାଧାରଣ କଥାକୁ ନେଇ ଭାବାନ୍ତର ସୃଷ୍ଟି ହେବାର ସମ୍ଭାବନା ରହିଛି। ଆଜିର ଯାତ୍ରା,…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୯ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ କାର୍ଯ୍ୟସିଦ୍ଧି ସହ ସାମାଜିକ ସମ୍ମାନ ପାଇବେ। ପିଲାଙ୍କ ଅପୂରଣ ଆବଶ୍ୟକତାକୁ ନେଇ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ଅଫିସ୍‌ କାମରେ ଯୁକ୍ତିଯୁକ୍ତ କଥା…

ରାଶିଫଳ: ବୁଧବାର, ମାର୍ଚ୍ଚ ୮ ତାରିଖ – Daily Horoscope

ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ଆପଣଙ୍କ ପ୍ରାପ୍ୟ ସହଜ ଓ ସୁବିଧାରେ ପାଇଯିବେ। ଆନୁଷ୍ଠାନିକ କାମ ଓ ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କଠିନ ଶାରୀରିକ ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରି ପାରନ୍ତି। ସାଂସ୍କୃତିକ କାର୍ଯ୍ୟକ୍ଷେତ୍ରରେ ପ୍ରତିଯୋଗିତା…

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୭ ତାରିଖ – Daily Horoscope

ମେଷ ଆଜି ଇଚ୍ଛା ନ ଥିଲେ ମଧ୍ୟ କର୍ମକ୍ଷେତ୍ରରେ ବାଧ୍ୟବାଧକତାରେ କାମ କରିବେ। ସହାନୁଭୂତିମୂଳକ ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରିଆସିବ। କୃତ୍ତିକା ନକ୍ଷତ୍ର ଯୋଗୁ ନିଜ ଲୋକେ ଅସୁବିଧାରେ ପକାଇ ପାରନ୍ତି, ଏଣୁ ସତର୍କ ରୁହନ୍ତୁ। ବନ୍ଧୁଙ୍କ…

ରାଶିଫଳ: ସୋମବାର, ମାର୍ଚ୍ଚ ୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସହ ବୃହସ୍ପତିଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ କୌଣସି କାମ ସୁବିଧାରେ ସମ୍ପନ୍ନ ହେବ ନାହିଁ। ବ୍ୟବସାୟ ଓ ପରିବହନ ବାଧାପ୍ରାପ୍ତ ହେବ। ସୁବୁଝାମଣା ମାଧ୍ୟମରେ ପ୍ରତ୍ୟେକ କାମ ସମ୍ଭାଳି ନେବେ। ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ସାହିତ୍ୟ,…

ରାଶିଫଳ: ରବିବାର, ମାର୍ଚ୍ଚ ୫ ତାରିଖ – Daily Horoscope

ମେଷ କର୍ମାଧିପ ଏକାଦଶସ୍ଥ ଯୋଗୁ ଉପରିସ୍ଥଙ୍କ ତାଗିଦା କାରଣରୁ ସ୍ଥଗିତ କାମକୁ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେବେ। ଚନ୍ଦ୍ରଙ୍କ ଶୁଭ ପ୍ରଭାବରୁ ଆନୁଷ୍ଠାନିକ କାମରେ ନିୟୋଜିତ ହୋଇପାରନ୍ତି। ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଆଶାଜନକ ସୁଫଳ ପାଇବେ। ସାହିତ୍ୟ, କଳା, ବୈଷୟିକ…

ରାଶିଫଳ: ଶନିବାର, ମାର୍ଚ୍ଚ ୪ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ଚନ୍ଦ୍ର ପ୍ରଭାବରେ ଏକାଧାରରେ ଅର୍ଥଲାଭ ସାଙ୍ଗକୁ ବନ୍ଧୁସମ୍ପର୍କରୁ ଖୁସି ରହିବେ। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଭ୍ରାତୃବିବାଦ ଦେଖାଦେଇପାରେ। ଅନିଦ୍ରାଜନିତ କ୍ଳେଶ ଭୋଗିବାକୁ ପଡ଼ିବାର ସମ୍ଭାବନା ରହିଛି। ବନ୍ଧୁଙ୍କ ଅନୁରୋଧ କ୍ରମେ ଆକସ୍ମିକ ଦୂରଯାତ୍ରା କରିବାକୁ ପଡ଼ିପାରେ। ବୃଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri