Rasifala

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୩ ତାରିଖ – Daily Horoscope

ମେଷ ଅନ୍ୟ କାହାର କଥା ଶୁଣି ଅଯଥା ବ୍ୟସ୍ତବିବ୍ରତ ହୁଅନ୍ତୁ ନାହିଁ। ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ। ସତର୍କତା ଅଭାବରୁ ହାତମୁଠାରୁ ସୁଯୋଗ ଖସିଯିବାର ଆଶଙ୍କା ରହିଛି। କେତେକ କ୍ଷେତ୍ରରେ ହାତରୁ ଖାଇ ପର ପାଇଁ ଖଟିବାକୁ…

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨ ତାରିଖ – Daily Horoscope

ମେଷ ମୁଖଭାବରେ ମଙ୍ଗଳ ଥିବାରୁ ଆପଣଙ୍କ କଠୋର କଥା ବନ୍ଧୁଙ୍କ ମନରେ ଆଘାତ ଦେଇପାରେ। କର୍ମକ୍ଷେତ୍ରରେ ଅନ୍ୟକୁ ସରଳ ଭାବେ ବିଶ୍ୱାସ କରି ହଇରାଣରେ ପଡ଼ିପାରନ୍ତି। ବନ୍ଧୁମାନଙ୍କ ସହାୟତା ଫଳରେ ଆନୁଷ୍ଠାନିକ କ୍ଷେତ୍ରରେ ସଫଳତା ମିଳିବ। ଆଜି ଯୁକ୍ତିତର୍କଠାରୁ ଦୂରେଇ ରହିବା…

ରାଶିଫଳ: ବୁଧବାର , ମାର୍ଚ୍ଚ ୧ ତାରିଖ – Daily Horoscope

ମେଷ ଆଜି ତୃତୀୟ ଚନ୍ଦ୍ର ପ୍ରଭାବରୁ ଦିନଟି ଭଲରେ ଅତିବାହିତ ହେବ। ନିକଟସ୍ଥ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ମାଧ୍ୟମରେ ସୁଖଭ୍ରମଣ ଯୋଗ ରହିଛି। ମନ ବୁଝିଲା ଭଳି କଥା କହି ସହକର୍ମୀଙ୍କୁ ଆପଣେଇ ନେବେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ…

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୮ ତାରିଖ – Daily Horoscope

ମେଷ କଠୋର ଶ୍ରମଜନିତ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତହେବା ସମ୍ଭାବନା ରହିଛି। ଅଶ୍ୱିନୀ ନକ୍ଷତ୍ର ସକାଶେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଶାନ୍ତି ନଷ୍ଟ ହୋଇପାରେ। କର୍ମକ୍ଷେତ୍ରରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍‌ ଦେବାକୁ ପଡ଼ିବ। ବ୍ୟବସାୟିକ…

ରାଶିଫଳ: ସୋମବାର, ଫେବୃୟାରୀ ୨୭ ତାରିଖ – Daily Horoscope

ମେଷ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବେ। ଶୁଭକାର୍ଯ୍ୟ ପରିପ୍ରେକ୍ଷୀରେ ଆତ୍ମୀୟଙ୍କ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ। ବାଣିଜ୍ୟ, ପରିବହନ ଓ ବ୍ୟବସାୟରେ ମଧ୍ୟ କାମରେ ଶିଥିଳତା ପରିଲକ୍ଷିତ ହେବ। ଅତ୍ୟାବଶ୍ୟକ ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ବୃଷ…

ରାଶିଫଳ: ରବିବାର, ଫେବୃୟାରୀ ୨୬ ତାରିଖ – Daily Horoscope

ମେଷ ଆଜି ପୂର୍ବାହ୍ନ ପରେ ବୃଷ ରାଶିସ୍ଥ ଚନ୍ଦ୍ର ଆପଣଙ୍କୁ ଅର୍ଥ ଓ ସମ୍ମାନ ପ୍ରଦାନ କରିବାରେ ଅବହେଳା କରିବ ନାହିଁ। କର୍ମକ୍ଷେତ୍ରରେ ମଧ୍ୟ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅବଶ୍ୟ ପରିବାରରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ। ବନ୍ଧୁ…

ରାଶିଫଳ: ଶନିବାର, ଫେବୃୟାରୀ ୨୫ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଚନ୍ଦ୍ର ହେତୁ ହାତକୁ ନେଇଥିବା କାମକୁ ପୂର୍ଣ୍ଣାଙ୍ଗ କରିବା କଷ୍ଟକର ହୋଇପାରେ। ଅତି ନିକଟରେ ରହୁଥିବା ବନ୍ଧୁଟିର ସାହାଯ୍ୟ ଆଶା କରିବେ। ଆନୁଷ୍ଠାନିକ କ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ…

ରାଶିଫଳ: ଶୁକ୍ରବାର , ଫେବୃୟାରୀ ୨୪ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରର ପ୍ରତିବନ୍ଧକକୁ ଦୃଢ଼ତାର ସହ ସମ୍ମୁଖୀନ ହୋଇ କାମ କରିବେ। ସ୍ଥଗିତ ରହିଥିବା କାମଗୁଡ଼ିକ ସହଯୋଗଭିତ୍ତିରେ ଆଗକୁ ଆଗକୁ ବଢ଼ିଚାଲିବ। ବ୍ୟବସାୟରେ ଟେନ୍‌ସନ ଲାଗି ରହିବ, କିନ୍ତୁ କ୍ଷତିର ପ୍ରଶ୍ନ ନାହିଁ। ସଭାସମିତିରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ…

ରାଶିଫଳ: ଗୁରୁବାର, ଫେବୃୟାରୀ ୨୩ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର ପ୍ରତ୍ୟେକ କାମରେ ସାହାଯ୍ୟ ସହଯୋଗର ଅଭାବ ରହିବ ନାହିଁ। ଇଚ୍ଛା ନ ଥିଲେ ମଧ୍ୟ ଦୂର ସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ। ସହକର୍ମୀମାନଙ୍କ ସାହାଯ୍ୟରେ ଆଶା କରୁଥିବା ଦିଗରୁ ଅର୍ଥ ପାଇବେ। ବହୁତ ଦିନରୁ…

ରାଶିଫଳ: ବୁଧବାର, ଫେବୃୟାରୀ ୨୨ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମ ଯଥା ସମୟରେ ସମ୍ପନ୍ନ ହେବ କିନ୍ତୁ ଆପଣ ଅଯଥା ବ୍ୟସ୍ତତା ମଧ୍ୟରେ ସମୟ କଟାଇବେ। କର୍ମକ୍ଷେତ୍ରରେ କେତେକ ସମସ୍ୟାକୁ କେନ୍ଦ୍ରକରି ନୂତନ କର୍ମସଂସ୍ଥାନ ପାଇଁ ମନ ବଳିବ। ପ୍ରତିବନ୍ଧକ କାରଣରୁ ନିର୍ମାଣାଧୀନ କାର୍ଯ୍ୟ ସ୍ଥଗିତ ରହିପାରେ। ଈର୍ଷା…

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୨୧ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସହ ଆଲୋଚନା କାଳରେ ମନକଥାକୁ ମନ ଭିତରେ ଚାପିରଖିବାକୁ ପଡ଼ିପାରେ। ବିଭିନ୍ନ ବାଟରେ ଅର୍ଥବ୍ୟୟ ଜନିତ ପରିବାରରେ ମତାନ୍ତର ସୃଷ୍ଟିହେବ। ପାଖ ଲୋକଟିକୁ ସାହାଯ୍ୟ କରିବାକୁ ଯାଇ ପରେ ଅନୁତାପ କରିବେ। ବ୍ୟବସାୟିକ ସ୍ଥିତି ମଧ୍ୟମ ପ୍ରକାର ରହିବ।…

ରାଶିଫଳ: ସୋମବାର, ଫେବୃୟାରୀ ୨୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ମତାନ୍ତର ଥାଇ ମଧ୍ୟ କାମବେଳକୁ ସମସ୍ତେ ଏକ ମନ ନେଇ କାମ କରିପାରିବେ। ସାମାଜିକ ସ୍ତରରେ ସ୍ବାର୍ଥସାଧନ ଆଶା ରଖି ମିତ୍ରମାନେ ପ୍ରଶଂସା ଗାଇ ବୁଲିବେ। କର୍ମକ୍ଷେତ୍ରରେ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ସନ୍ତାନଙ୍କ ଗୌରବରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri