Rasifala

ରାଶିଫଳ: ଗୁରୁବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳିଯାଇପାରେ। ଅଭାବ ନ ଥିଲେ…

ରାଶିଫଳ: ବୁଧବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ସହ ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ଆପଣଙ୍କୁ ଜନ ସମାଜରେ ଜହ୍ନମାମୁ ସଦୃଶ ଲୋକପ୍ରିୟତା ପ୍ରଦାନ କରିବ। ପ୍ରତିଟି କ୍ଷେତ୍ରରେ ଛାନିଆ ହେବା ଠିକ୍‌ ହେବନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ…

ରାଶିଫଳ: ସୋମବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ସ୍ବତନ୍ତ୍ରତା କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେଲେ ସଫଳତା ପାଇବେ। ନିଜର ମନୋବଳ ହେତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାରେ ସମର୍ଥ ହେବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ…

ରାଶିଫଳ: ରବିବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜି ରବି ଓ ଚନ୍ଦ୍ର ତୃତୀୟସ୍ଥ ହେତୁ ଭାଇ, ବନ୍ଧୁ, କୁଟୁମ୍ବ ଓ ପରିବାର ପାଇଁ ଅନୁକୂଳ ଫଳ ମିଳିବ ନାହିଁ। ଧର୍ମସ୍ଥାନକୁ ଦୃଷ୍ଟି ହେତୁ ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ। ପ୍ରତ୍ୟେକ କ୍ଷେତ୍ରରେ…

ରାଶିଫଳ: ଶନିବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଶିକ୍ଷା, ସନ୍ତାନ, ଗବେଷଣା, ଲେଖାପଢା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିନ୍ତୁ ଚୁ-ନାମାକ୍ଷର ବ୍ୟକ୍ତି ମାନସିକ ଦ୍ୱନ୍ଦ ଓ ଆଶାଆଶଙ୍କା ମଧ୍ୟରେ ବ୍ୟସ୍ତରହିପାରନ୍ତି। ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ। ତଥାପି ନିଜ ଲୋକମାନେ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ଯାହା କରିବା କଥା ସକାଳୁ ସକାଳୁ ଶୀଘ୍ର ଶେଷ କରିବା ଭଲ ହେବ। କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରର କୌଣସି ସମସ୍ୟା ଭିତରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜି ପ୍ରତ୍ୟୁଷ ଯାତ୍ରାରୁ ସୁଫଳ ପାଇବେ ଏବଂ ଅଭିଳଷିତ ଜିନିଷ ପାଇପାରନ୍ତି।…

ରାଶିଫଳ: ଗୁରୁବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ଖୁସି ହୋଇଯିବେ । ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା ଜୁଟିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା…

ରାଶିଫଳ: ବୁଧବାର, ଜୁଲାଇ ୧୨ ତାରିଖ – Daily Horoscope

ମେଷ ଆଜି ଆପଣ ମନ ବୁଝିଲା ଭଳି କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ । ବିଭିନ୍ନ ବାଟରୁ ହାତକୁ ଦି’ପଇସା ଆସିବା ସଙ୍ଗକୁ ପାରିବାରିକ କ୍ଷେତ୍ର ମଧ୍ୟ ଯେମିତି ଚାଲୁଥିଲା ଠିକ୍‌ ସେମିତି ହିଁ ଚାଲିବ। କର୍ମକ୍ଷେତ୍ରରେ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୧ ତାରିଖ – Daily Horoscope

ମେଷ ରାହୁଯୁକ୍ତ ଚନ୍ଦ୍ର ହେତୁ ପାରିବାରିକ ସମସ୍ୟାଜନିତ ମାନସିକ ସ୍ଥିତି ଭଲ ରହିବ ନାହିଁ। ଆର୍ଥିକ ଅନଟନକୁ କେନ୍ଦ୍ରକରି ଘରୋଇ ଅଶାନ୍ତି ମନକୁ ବିଚଳିତ କରିବ। ଦ୍ୱିଜା ନକ୍ଷତ୍ର ବିଳାସବ୍ୟସନ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ କରିବାର ସୁଯୋଗ ପାଇବେ।…

ରାଶିଫଳ: ସୋମବାର, ଜୁଲାଇ ୧୦ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ମନୋରଞ୍ଜନ ସକାଶେ ଆନୁଷଙ୍ଗିକ ବ୍ୟବସ୍ଥା କରିପାରନ୍ତି। କିନ୍ତୁ ପାରିବାରିକ କେତେକ ସମସ୍ୟାକୁ କେନ୍ଦ୍ର କରି ଅନ୍ତଦର୍‌ବନ୍ଦ୍ୱ ସୃଷ୍ଟି ହୋଇପାରେ। ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ବହୁତ ଲାଭବାନ ହେବେ। ପ୍ରଶାସନିକ କ୍ଷେତ୍ର ଓ…

ରାଶିଫଳ: ରବିବାର, ଜୁଲାଇ ୯ ତାରିଖ – Daily Horoscope

ମେଷ ଆଜି ଯାହା ଇଛା କରୁଛନ୍ତି ଶୀଘ୍ର ଆରମ୍ଭ କରନ୍ତୁ, ଅବଶ୍ୟ ଫଳପ୍ରଦ ହେବାର ଆଶା ରହିଛି। ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା ଜୁଟିବ। ସାମାଜିକ ତଥା ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri