ରାଶିଫଳ: ଶୁକ୍ରବାର, ନଭେମ୍ବର ୨୫ ତାରିଖ – Daily Horoscope
ମେଷ ବଳବାନ୍ କର୍ମାଧିପଙ୍କ ଶୁଭତ୍ୱରୁ ଆନୁଷ୍ଠାନିକ କାମରେ ଯୋଗ ଦେଇପାରନ୍ତି। କିନ୍ତୁ ଦୃଷ୍ଟିର ବିଷମତା ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବୃଦ୍ଧିପାଇବ । ଅବଶ୍ୟ, ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବନ୍ଧୁମିଳନର ଶେଷ...
ରାଶିଫଳ: ଗୁରୁବାର, ନଭେମ୍ବର ୨୪ ତାରିଖ – Daily Horoscope
ମେଷ ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ। ଏକାଧିକ ଗ୍ରହ ଧନସ୍ଥାନକୁ ଦେଖୁଥିବାରୁ ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ...
ରାଶିଫଳ: ବୁଧବାର, ନଭେମ୍ବର ୨୩ ତାରିଖ – Daily Horoscope
ମେଷ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କୌଣସି କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ନିଜର ଜଣାଶୁଣା ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ଅଶ୍ୱିନୀ ନକ୍ଷତ୍ର ଜାତବ୍ୟକ୍ତିମାନେ ଧର୍ମକାର୍ଯ୍ୟରେ ବ୍ୟୟବରାଦ...
ରାଶିଫଳ: ବୁଧବାର, ନଭେମ୍ବର ୨୨ ତାରିଖ – Daily Horoscope
ମେଷ ଆଜିର ସପ୍ତମସ୍ଥ କେତୁ ଯୁକ୍ତ ଚନ୍ଦ୍ର ଆପଣଙ୍କୁ ସମସ୍ୟାବହୁଳ ଯାତ୍ରା ସହ ପାରିବାରିକ ଅଶାନ୍ତି ସୃଷ୍ଟି କରିପାରେ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି । କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟାଦିରେ...
ରାଶିଫଳ: ସୋମବାର, ନଭେମ୍ବର ୨୧ ତାରିଖ – Daily Horoscope
ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ସହ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ର, ପରିବହନ ପାଇଁ ଅନୁକୂଳ ନ ହେଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟ ପାଇଁ ଶୁଭପ୍ରଦ। ନୂତନ ଯୋଜନା କ୍ଷେତ୍ରରେ...
ରାଶିଫଳ: ରବିବାର, ନଭେମ୍ବର ୨୦ ତାରିଖ – Daily Horoscope
ମେଷ ଆଜି ଘରର କୌଣସି ସମସ୍ୟା, ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ଧାର କରଜକୁ କେନ୍ଦ୍ରକରି ମତାନୈକ୍ୟ ଘଟିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ...
ରାଶିଫଳ: ଶନିବାର, ନଭେମ୍ବର ୧୯ ତାରିଖ – Daily Horoscope
ମେଷ ରାଶ୍ୟାଧିପ ମଙ୍ଗଳ ସ୍ବନକ୍ଷତ୍ରରେ ରହିଥିବାରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ବହୁ ଉତମ ରହିବ। ଅଧ୍ୟୟନ ଓ ଅଧ୍ୟାପନା, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ଶୁଭଫଳ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ସମାଧାନ...
ରାଶିଫଳ: ଶୁକ୍ରବାର, ନଭେମ୍ବର ୧୮ ତାରିଖ – Daily Horoscope
ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ଦୂରାଗତ ବନ୍ଧୁ ସାହାଯ୍ୟ କରିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି...
ରାଶିଫଳ: ଗୁରୁବାର, ନଭେମ୍ବର ୧୭ ତାରିଖ – Daily Horoscope
ମେଷ ଆଜି ଗୁରୁ ଦୃଷ୍ଟିରେ ତିନୋଟିଗ୍ରହ ଆପଣଙ୍କ ଆର୍ଥିକ, ମାନସିକ ଏବଂ ସାମାଜିକ ସ୍ଥିତିକୁ ରୁଦ୍ଧିମନ୍ତ କରିବ। କୌଣସି ପରିସ୍ଥିତି ଓ ପରିବେଶରେ ନିଜକୁ ଆଡ୍ଜଷ୍ଟ କରିନେବାରେ କୃତକାର୍ଯ୍ୟ ହେବେ। ବାଲ୍ୟବନ୍ଧୁଙ୍କ ଆଗମନରେ କିଛି ସମୟ ଅତିବାହିତ କରିବାକୁ ପଡିପାରେ...
ରାଶିଫଳ: ବୁଧବାର, ନଭେମ୍ବର ୧୬ ତାରିଖ – Daily Horoscope
ମେଷ ଆଜି ଶୁକ୍ର ନକ୍ଷତ୍ରସ୍ଥ ଚନ୍ଦ୍ର ସାମାଜିକ ସ୍ତରରେ ସମ୍ମାନ, ଆର୍ଥିକ ଅଭିବୃଦ୍ଧି, ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାରରେ ଅନ୍ୟକୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଜଣେ...
ରାଶିଫଳ: ମଙ୍ଗଳବାର, ନଭେମ୍ବର ୧୫ ତାରିଖ – Daily Horoscope
ମେଷ ଆଜି ଆର୍ଥିକ ସ୍ଥିତି ଦୁର୍ବଳ ରହିବା କାରଣରୁ ନିରୁସତ୍ାହିତ ହୋଇ କାମ କରିବେ। କରଜଦାତାଙ୍କ ଚାପ ବୃଦ୍ଧି ପାଇବା କାରଣରୁ ସମସ୍ୟା ଭିତରେ ଉବୁଟୁବୁ ହେବେ। ଅବଶ୍ୟ ଆଲୋଚନା ପରିସର, ସଭାସମିତିରେ, କଳାସାହିତ୍ୟରେ, ଗବେଷଣା କାର୍ଯ୍ୟରୁ ପ୍ରଶଂସିତ ହୋଇପାରନ୍ତି।...
ରାଶିଫଳ: ସୋମବାର , ନଭେମ୍ବର ୧୪ ତାରିଖ – Daily Horoscope
ମେଷ ପ୍ରିୟଜନମାନଙ୍କ ସହିତ ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭୁଲ୍ ବୁଝାମଣା...
Archives


