Rasifala

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୮ ତାରିଖ – Daily Horoscope

ମେଷ ରାଶିର ଉଭୟ ପାର୍ଶ୍ୱରେ ପାପଗ୍ରହ ଥିବାରୁ ଅସଜଡ଼ା ପରିବାରର ବିଭିନ୍ନ କାରଣକୁ ନେଇ ମାନସିକ ସ୍ଥିତି ଠିକ୍‌ ରହିନପାରେ। କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତି ପ୍ରକାଶ କରିବେ। ସମସ୍ୟା ସମାଧାନ ପାଇଁ ଜଣେ...

ରାଶିଫଳ: ବୁଧବାର, ଏପ୍ରିଲ୍‌ ୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ରର ମନଟା ବିଭିନ୍ନ କଥାକୁ ନେଇ ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ...

ରାଶିଫଳ: ମଙ୍ଗଳବାର, ଏପ୍ରିଲ୍‌ ୬ ତାରିଖ – Daily Horoscope

ମେଷ ଆଜି ଶନି ସହ ଚନ୍ଦ୍ରଙ୍କ ପ୍ରଭାବରେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିପାରେ।...

ରାଶିଫଳ: ସୋମବାର, ଏପ୍ରିଲ୍‌ ୫ ତାରିଖ – Daily Horoscope

ମେଷ ଆଜି ଆପଣ ଅଧସ୍ତନ କର୍ମଚାରୀଙ୍କ ସବୁ କଥାକୁ ଶୁଣି କିଛି କଲା ସମୟକୁ ସୁଯୋଗ ହାତରୁ ଖସି ଯାଇଥିବ। ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାର ସୁଯୋଗ...

ରାଶିଫଳ: ରବିବାର, ଏପ୍ରିଲ୍‌ ୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ପୂର୍ବାଷାଢ଼ା ନକ୍ଷତ୍ର ପାଇଁ ଘରର ଅଟକି ରହିଥିବା କେତେକ କାମକୁ ସମ୍ପନ୍ନ କରିବେ। କେତେକ କ୍ଷେତ୍ରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିପାରନ୍ତି। ଅଧିକ ଭ୍ରମଣଜନିତ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ।...

ରାଶିଫଳ: ଶନିବାର, ଏପ୍ରିଲ୍‌ ୩ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ଷଷ୍ଠସ୍ଥ ମଙ୍ଗଳ ହେତୁ ସ୍ବାସ୍ଥ୍ୟ ମଧ୍ୟମ ପ୍ରକାରର ରହିବ। କିନ୍ତୁ ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇପଡିବ। କର୍ମକ୍ଷେତ୍ରରେ ଉତ୍ସାହର ସହ କାର୍ଯ୍ୟ କରିବାରେ ସମର୍ଥ ହେବେ। ସତର୍କତା ଅଭାବରୁ ସାଧାରଣ ଘଟଣା...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ଆପଣ ହସ,ଖୁସୀ ଓ ଆନନ୍ଦ ମଧ୍ୟରେ ସମୟ କଟାଇବେ। ଦ୍ୱିଜା ନକ୍ଷତ୍ରର ପ୍ରତ୍ୟୁଷ ଯାତ୍ରା, ଆଗାମୀ କାଲିର ଆନୁଷ୍ଠାନିକ କାମ ପାଇଁ ଉସତ୍ାହ ବୃଦ୍ଧିପାଇବ। ଉତ୍ତମ ବୁଝାମଣା କାରଣରୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ...

ରାଶିଫଳ: ଗୁରୁବାର, ଏପ୍ରିଲ୍‌ ୧ ତାରିଖ – Daily Horoscope

ମେଷ ନିଚ୍ଚଭାବରେ ଚତୁର୍ଥାଧିପତି ଚନ୍ଦ୍ର ଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ରାହୁଯୁକ୍ତ ମଙ୍ଗଳଙ୍କ ଯୋଗୁଁ ସାହସର ସହ ପ୍ରତ୍ୟେକ କାମ ପାଇଁ ଆଗଭର ହେବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହି ନ ପାରେ।...

ରାଶିଫଳ: ବୁଧବାର, ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ପ୍ରଭାବରେ ଅର୍ଥର ଅଭାବ ଥିଲେ କ’ଣ ହେଲା ବନ୍ଧୁଙ୍କ ସଦ୍‌ଭାବ ସହକର୍ମୀମାନଙ୍କ ସହଯୋଗ ପାଇବେ। ଆଜି ଦିନଟିରେ ମନ ଅନୁଯାୟୀ କାମ ଗୁଡ଼ିକ ସମ୍ପନ୍ନ ହେବ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ।...

ରାଶିଫଳ: ସୋମବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ସୃଷ୍ଟି ହେବ। ପୂର୍ବାହ୍ନରେ ସାଧାରଣ କଥାକୁ କେନ୍ଦ୍ରକରି ସାଙ୍ଗସାଥୀ କିମ୍ବା ବନ୍ଧୁଙ୍କ ସହ ଝଗଡ଼ା ଲାଗିପାରେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ଶତ୍ରୁକ୍ଷେତ୍ରସ୍ଥ...

ରାଶିଫଳ: ରବିବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଗୋଟିଏ ନକ୍ଷତ୍ରରେ ରାହୁ ଓ ରାଶ୍ୟାଧିପ ମଙ୍ଗଳ ଅବସ୍ଥାନ କରିଥିବାରୁ ଆକସ୍ମିକ ଭାବରେ କୌଣସି ସମସ୍ୟାରେ ଛନ୍ଦି ହେବେ। ପୂର୍ବ କଳହକୁ କେନ୍ଦ୍ରକରି ସମ୍ପର୍କୀୟମାନେ ପ୍ରତିଶୋଧ ପରାୟଣ ହୋଇ ପାଖ ମାଡ଼ିବେ ନାହିଁ। ବ୍ୟବସାୟ , ଶିଳ୍ପ,...

ରାଶିଫଳ: ଶନିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସକାଳୁ ସକାଳୁ ଶୁଭ ଖବର ପାଇ ଖୁସୀ ହୋଇଯିବେ। ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ। ଆମୋଦ ପ୍ରମୋଦର ମଉକା ଜୁଟିବ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। ଶତ୍ରୁତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri