Rasifala

ରାଶିଫଳ: ମଙ୍ଗଳବାର , ଫେବୃୟାରୀ ୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କୌଣସି ବିଶିଷ୍ଟ ବ୍ୟକ୍ତିଙ୍କ ସହାୟତା ଲାଭ ସୁଯୋଗ ପାଇବେ। ଆଜକୁ କେତେଦିନ ହେଲା ମନେ ମନେ ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ପ୍ରତିବନ୍ଧକଜନିତ ବ୍ୟବସାୟ ,ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ…

ରାଶିଫଳ: ସୋମବାର, ଫେବୃୟାରୀ ୬ ତାରିଖ – Daily Horoscope

ମେଷ ଆଜି ରବିଙ୍କ ଦୃଷ୍ଟିରେ ସ୍ବଗୃହୀ ଚନ୍ଦ୍ର ଥିବାରୁ ପାରିବାରିକ ସ୍ଥିତି ଓ କର୍ମକ୍ଷେତ୍ର ଉତମ ରହିବ। ଶନି କ୍ଷେତ୍ରସ୍ଥ ରବିଙ୍କ ଯୋଗୁଁ କୈାଣସି ସନ୍ତାନଙ୍କ ସ୍ବାସ୍ଥ୍ୟହାନୀ ଦୁଃଶ୍ଚିନ୍ତାକୁ ବଢାଇ ଦେଇପାରେ। ଅତି ନିକଟତର ବନ୍ଧୁଙ୍କ ସମ୍ପର୍କକୁ ଅନ୍ୟମାନେ ଖରାପ ଦୃଷ୍ଟିରେ…

ରାଶିଫଳ: ରବିବାର, ଫେବୃୟାରୀ ୫ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର କିଛି ସମସ୍ୟା ନେଇ ଚିନ୍ତିତ ରହିପାରନ୍ତି। ଅବଶ୍ୟ ବନ୍ଧୁମାନେ ସାହାଯ୍ୟ କରିବେ ଓ କୌଣସି କାମ ମଧ୍ୟ ଅଟକିବ ନାହିଁ। ଲେଖାପଢ଼ା, ଧର୍ମକାର୍ଯ୍ୟ, ସାଂସ୍କୃତିକ କିମ୍ବା ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ,…

ରାଶିଫଳ: ଶନିବାର, ଫେବୃୟାରୀ ୪ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିବେ। ପାରିବାରିକ ସ୍ଥିତି, ଲୋକ ସମ୍ପର୍କ, ସଭାସମିତି, ଆଲୋଚନାଚକ୍ର, ସାହିତ୍ୟ ସଭା ପ୍ରଭୃତିରୁ ଖୁସି ରହିବେ। ସ୍ଥଗିତ କାମ ପାଇଁ ଅନ୍ୟକୁ କିମ୍ବା ନିଜ ଲୋକଙ୍କୁ…

ରାଶିଫଳ: ଶୁକ୍ରବାର, ଫେବୃୟାରୀ ୩ ତାରିଖ – Daily Horoscope

ମେଷ ଆଜି ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲା କରିବାରେ ସମର୍ଥ ହୋଇପାରନ୍ତି । ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ ଶତ୍ରୁତା ବାଧା ସୃଷ୍ଟି କରିପାରେ। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ମଧ୍ୟ ଶିଥିଳତା ଦେଖାଦେବ। ପରୋକ୍ଷ…

ରାଶିଫଳ: ଗୁରୁବାର, ଫେବୃୟାରୀ ୨ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ଏକାଧାରାରେ ଅର୍ଥ, ସମ୍ମାନ ଓ ପାରିବାରିକ ସୁଖ, ସୌହାର୍ଦ୍ଦ୍ୟ ପ୍ରଦାନ କରିବ। ଭଲ ସମ୍ପର୍କ ନ ଥିବା ବ୍ୟକ୍ତି କିମ୍ବା ନିଜ ଲୋକ ବିରୁଦ୍ଧାଚରଣ କରିପାରନ୍ତି। ଦ୍ୱିଜା ନକ୍ଷତ୍ର ସାମଗ୍ରିକ ଦୃଷ୍ଟିକୋଣରୁ ଶୁଭଫଳ ପାଇବେ। ହୋଟେଲ ଶିଳ୍ପ,…

ରାଶିଫଳ: ବୁଧବାର, ଫେବୃୟାରୀ ୧ ତାରିଖ – Daily Horoscope

ମେଷ ଆଜି କର୍ମାରମ୍ଭରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ପାଇବେ କିନ୍ତୁ ସମାଲୋଚନାର ମୃଦୁଗୁଞ୍ଜରଣ ମଧ୍ୟ ଶୁଣିବାକୁ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ବନ୍ଧୁ ମିଳନ, ଦୂରଯାତ୍ରା, ଶୁଭକାର୍ଯ୍ୟରେ…

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୩୧ ତାରିଖ – Daily Horoscope

ମେଷ ଈର୍ଷାପରାୟଣ ନିକଟ ସମ୍ପର୍କୀୟମାନଙ୍କ ଅନାଦର ଭାବ ମନକୁ ବ୍ୟଥିତ କରିବ। ଆଜକୁ କେତେଦିନ ହେଲା ଯାହା ଭାବୁଥିଲେ ତାହା ଆଜି ସହଜ ଓ ସୁବିଧାରେ ପାଇଯିବେ। ଶିଳ୍ପ, ନିର୍ମାଣ, ବ୍ୟବସାୟ ଓ ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କେତେକ…

ରାଶିଫଳ: ସୋମବାର, ଜାନୁୟାରୀ ୩୦ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରମଙ୍ଗଳ ଯୋଗଜନିତ ସାମଗ୍ରିକ ଦୃଷ୍ଟିକୋଣରୁ ଦିନଟି ସ୍ମରଣୀୟ ରହିବ। ଏହାସାଙ୍ଗକୁ ଅର୍ଥ, ସମ୍ମାନ, ଉପଢ଼ୌକନ, ସମ୍ବର୍ଦ୍ଧନା ପାଇବାର ଯୋଗ ରହିଛି। ଅବଶ୍ୟ ପାରିବାରିକ ସମସ୍ୟାରେ ମନ ଭାରାକ୍ରାନ୍ତ ରହିପାରେ। ବନ୍ଧୁ ମିଳନ, ନୂତନ ବସ୍ତ୍ରାଭରଣ, ସୌଜନମୂଳକ ସାକ୍ଷାତ ମାନସିକ…

ରାଶିଫଳ: ରବିବାର, ଜାନୁୟାରୀ ୨୯ ତାରିଖ – Daily Horoscope

ମେଷ ସଫଳତାର ଆନନ୍ଦରେ ଆତ୍ମବିଭୋର ହେବେ, ଦିନଟି ଖୁସିବାସିରେ କଟିଯିବ। ଜଣାଶୁଣା ବ୍ୟକ୍ତିଙ୍କ ନିକଟରୁ ସମ୍ମାନ ଓ ସଦ୍ଦିଚ୍ଛା ସାଙ୍ଗକୁ ହିତୈଷୀଙ୍କ ସ୍ନେହ, ଆଦରରେ ସବୁ ଦୁଃଖ ଭୁଲିଯିବେ। ଅକୁହା କଥାକୁ ସହକର୍ମୀଙ୍କ ଆଗରେ ବଖାଣି ସମସ୍ୟାକୁ ନିମନ୍ତ୍ରଣ କରି ପାରନ୍ତି।…

ରାଶିଫଳ: ଶନିବାର, ଜାନୁୟାରୀ ୨୮ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ। ଟଙ୍କା, ପଇସାର ଅଭାବ ରହିବ ନାହିଁ କିନ୍ତୁ ବନ୍ଧୁମାନଙ୍କ ଖାପଛଡ଼ା କଥା ମନକୁ ବାଧିବ। ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ କାମ, ବିବାଦୀୟ ଘଟଣା ଓ ସଭାସମିତି,…

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୨୭ ତାରିଖ – Daily Horoscope

ମେଷ ଆପଣଙ୍କର କର୍ମନିଷ୍ଠା, କାର୍ଯ୍ୟଦକ୍ଷତା ଓ ଶୈଳୀ ପ୍ରଭାବରେ କୌଣସି ପ୍ରତିରୋଧ ଅଟକାଇ ପାରିବ ନାହିଁ। ସ୍ଥିର ମନରେ କିଛି କରିପାରିବେ ନାହିଁ ସିନା କିନ୍ତୁ ଏଥିପାଇଁ କଷ୍ଟ ସ୍ବୀକାର କରିବାକୁ ପଡିପାରେ। କଳା, କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ ତଥା ପ୍ରତିଯୋଗିତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri