Rasifala

ରାଶିଫଳ: ଗୁରୁବାର, ଅଗଷ୍ଟ ୧୭ ତାରିଖ – Daily Horoscope

ମେଷ ଆଜି ଅର୍ଥଲାଭର ଯୋଗ ରହିଛି। କିନ୍ତୁ ପାଇବେ ଯେତିକି ତା’ଠାରୁ ଅଧିକ ବ୍ୟୟକରି ଅନୁତପ୍ତ ହୋଇପାରନ୍ତି। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଚେଷ୍ଟା କରୁଥିବା କାମ ଓ ପରିବହନରେ ସଫଳତା ପାଇବେ। ଘର ଲୋକଙ୍କ ଉପରେ ଅଯଥା…

ରାଶିଫଳ: ବୁଧବାର, ଅଗଷ୍ଟ ୧୬ ତାରିଖ – Daily Horoscope

ମେଷ ଆଜି ଆପଣ ଅନେକ ମାନସିକ ଦ୍ୱନ୍ଦ୍ୱ ଓ ଆଶା, ନିରାଶା ମଧ୍ୟରେ ବ୍ୟସ୍ତ ରହିବେ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା ହେଉ ସବୁ କାମ ଗୋଳିଆ ରହିବ। କିଛି ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ…

ରାଶିଫଳ:ମଙ୍ଗଳବାର , ଅଗଷ୍ଟ ୧୫ ତାରିଖ – Daily Horoscope

ମେଷ ଆଜି ଆବଶ୍ୟକ ଜିନିଷ ନ ଆଣିପାରିବା କାରଣରୁ ମାନସିକ ଅଶାନ୍ତିର ସମ୍ମୁଖୀନ ହୋଇପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତି ସୁଧାରି ନେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ। ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଉପରିସ୍ଥଙ୍କ…

ରାଶିଫଳ:ସୋମବାର , ଅଗଷ୍ଟ ୧୪ ତାରିଖ – Daily Horoscope

ମେଷ ଆଜକୁ କେତେଦିନ ହେଲା ମନେମନେ ଯାହା ଭାବୁଥିଲେ ତାହା ସୁବିଧାରେ ପାଇଯିବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। କଠୋର ପରିଶ୍ରମଜନିତ କ୍ଳାନ୍ତି ଅନୁଭବ କରିପାରନ୍ତି। ସାମାଜିକ ସ୍ତରରେ ପ୍ରତିଯୋଗିତା ମନୋଭାବ ଉପୁଜିପାରେ। ବୃଷ ବିଭିନ୍ନ ପ୍ରକାର ଘରୋଇ…

ରାଶିଫଳ: ରବିବାର, ଅଗଷ୍ଟ ୧୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ବନ୍ଧୁ ଓ ପରିବାର ଦିଗରୁ ମଧ୍ୟ ସମୟ ଅନୁକୂଳ ନୂହେଁ, ବରଂ ପ୍ରତିକୂଳତାର ଝଲକ ଦେଖିବାକୁ ପାଇବେ। ସବୁ ସମୟରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର…

ରାଶିଫଳ: ଶନିବାର , ଅଗଷ୍ଟ ୧୨ ତାରିଖ – Daily Horoscope

ମେଷ ଆଜି ଅ-ନାମାକ୍ଷର ବ୍ୟକ୍ତିଙ୍କ ପାରିବାରିକ ଓ କର୍ମ କ୍ଷେତ୍ରର ପରିସ୍ଥିତି ଭଲ ରହିବ। ପ୍ରତ୍ୟେକ କ୍ଷେତ୍ରରେ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ସକାଳୁ ସକାଳୁ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ ଚର୍ଚ୍ଚା,…

ରାଶିଫଳ: ଶୁକ୍ରବାର, ଅଗଷ୍ଟ ୧୧ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। ଗୃହ, ଭୂମି, ଗାଡ଼ି, ମୋଟର, ଧାର କରଜ ପ୍ରଭୃତିକୁ କେନ୍ଦ୍ରକରି କଳହର ଆଶଙ୍କା ରହିଛି। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କିତ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା…

ରାଶିଫଳ: ଗୁରୁବାର, ଅଗଷ୍ଟ ୧୦ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ କିଛି ସମସ୍ୟା ଅବଶ୍ୟ ଲାଗି ରହିବ, କିନ୍ତୁ କିଛି ଅସୁବିଧା ହେବନାହିଁ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ଆରମ୍ଭ କରିବା…

ରାଶିଫଳ: ବୁଧବାର, ଅଗଷ୍ଟ ୯ ତାରିଖ – Daily Horoscope

ମେଷ ଆଜି ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ କରିବା ସକାଶେ ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ଆଗାମୀ ଆନୁଷ୍ଠାନିକ କାର୍ଯ୍ୟ ପାଇଁ ଘର ସାଜସଜ୍ଜାରେ…

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୮ ତାରିଖ – Daily Horoscope

ମେଷ ଆଳସ୍ୟ ଯୋଗୁ ବନ୍ଧୁମହଲରେ ଅପମାନିତ ହୋଇପାରନ୍ତି। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର ସମାଧାନ ଘଟିବ। ଟେନ୍‌ସନ କମିଯିବା ସକାଶେ ଚେଷ୍ଟା କରିବେ। ଗୃହସଜ୍ଜା ଉପକରଣ କ୍ରୟ କରିପାରନ୍ତି। ମନ ବିଚଳିତ ରହିବ।…

ରାଶିଫଳ: ସୋମବାର, ଅଗଷ୍ଟ ୭ ତାରିଖ – Daily Horoscope

ମେଷ ଆପଣ ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ପଛକଥା ନ ଭାବି ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟା କରନ୍ତୁ। କିଣାବିକାରେ ସତର୍କ ନ ହେଲେ…

ରାଶିଫଳ: ରବିବାର, ଅଗଷ୍ଟ ୬ ତାରିଖ – Daily Horoscope

ମେଷ ରବି ଓ ଶନି ଷଡ଼ାଷ୍ଟକ ହେତୁ କେତେକ ସାମାନ୍ୟ ଭୁଲ୍‌ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ଗଠନ ମୂଳକ ପ୍ରେରଣା ଦେଇ ପ୍ରଶଂସିତ ହେବେ। ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି। ପାରିବାରିକ ଅସହଯୋଗରୁ କାର୍ଯ୍ୟ ହାସଲ ନ ହେବା ହେତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?