Rasifala

ରାଶିଫଳ: ଶୁକ୍ରବାର , ଏପ୍ରିଲ ୨୮ ତାରିଖ – Daily Horoscope

ମେଷ ଆଜି ଶୁକ୍ରଙ୍କ ପ୍ରଭାବରୁ ମଧୁର ବ୍ୟବହାରରେ ସମସ୍ତଙ୍କୁ ଆପଣାର କରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବା ହେତୁ ଖୁସି ହେବେ। ନିଜ ପରିବେଶରେ ସହମତି ମାଧ୍ୟମରେ କାର୍ଯ୍ୟକଲେ ସଫଳତା ପାଇବେ। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ…

ରାଶିଫଳ: ଗୁରୁବାର, ଏପ୍ରିଲ ୨୭ ତାରିଖ – Daily Horoscope

ମେଷ ଆଜି କୃତିକା ନକ୍ଷତ୍ର ସହକର୍ମୀଙ୍କ ସହଯୋଗରେ କାମ ହାସଲ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ଇଚ୍ଛା ନ ଥିଲେ ମଧ୍ୟ ଦୂରସ୍ଥାନକୁ ଯିବାକୁ ବାଧ୍ୟ ହେବେ। ସାମାଜିକ ସ୍ତରରେ ବିଜ୍ଞ ବ୍ୟକ୍ତିମାନେ ଆପଣଙ୍କ ନିସ୍ବାର୍ଥପର କାର୍ଯ୍ୟାବଳୀର ଭୂୟସୀ ପ୍ରସଂସା କରିବେ।…

ରାଶିଫଳ: ବୁଧବାର, ଏପ୍ରିଲ ୨୬ ତାରିଖ – Daily Horoscope

ମେଷ ଆଜି ବନ୍ଧୁଙ୍କ ଆଦର, ସେହ୍ନ, ସଦିଚ୍ଛା ଦୁଃଖ ଦୂର କରିଦେବ। ପ୍ରତ୍ୟେକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେବେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ, ମାତ୍ର ଶନିଙ୍କ କ୍ରୂର ଦୃଷ୍ଟିରୁ ଅର୍ଥ…

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୨୫ ତାରିଖ – Daily Horoscope

ମେଷ ଆଜି ଅଶ୍ୱିନୀ ନକ୍ଷତ୍ରର କର୍ମକ୍ଷେତ୍ରରେ କଥା କଟାକଟିଜନିତ ମତାନ୍ତର ଆଶଙ୍କା ରହିଛି। ଅବଶ୍ୟ ପରକ୍ଷଣରେ ଅନ୍ୟାନ୍ୟ ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ ସମାଧାନ ହୋଇପାରେ। ଯାତ୍ରା, କର୍ମାରମ୍ଭ ଓ ଆନୁଷ୍ଠାନିକ କ୍ଷେତ୍ର ପାଇଁ କୌଣସି ପ୍ରତିକୂଳ ପ୍ରଭାବ ପଡ଼ିବ ନାହିଁ। ସାମାଜିକ…

ରାଶିଫଳ: ସୋମବାର, ଏପ୍ରିଲ ୨୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳାସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ପରିବାରରେ ନିଜ ଲୋକମାନଙ୍କ ପକ୍ଷପାତିତାକୁ ଦେଖି ବ୍ୟସ୍ତ ହେବେ। କୃତି ଓ କୃତିତ୍ୱ ସକାଶେ ସାମାଜିକ ସମ୍ମାନ ହେତୁ ଉଚ୍ଚସ୍ତରରେ ସମ୍ପର୍କ…

ରାଶିଫଳ: ରବିବାର, ଏପ୍ରିଲ ୨୩ ତାରିଖ – Daily Horoscope

ମେଷ ଆଜି ଆତ୍ମୀୟଙ୍କ ଗହଣରେ ଦୁଃଖକୁ ପାସୋରିଦେବେ। ରାଜନୀତି କିମ୍ବା ଆନୁଷ୍ଠାନିକ କାମରେ ବିଜ୍ଞବ୍ୟକ୍ତିମାନଙ୍କ ନିକଟରୁ ଆଦର ସମ୍ମାନ ପାଇବେ। ଆଜିର ଯାତ୍ରା, କଳା, ସାହିତ୍ୟରେ ସମସ୍ୟା ସମାଧାନ ସାଙ୍ଗକୁ ଶିଳ୍ପ, ବାଣିଜ୍ୟ, ବ୍ୟବସାୟରୁ ମଧ୍ୟ ଲାଭବାନ୍‌ ହୋଇପାରନ୍ତି। ମହିଳାମାନେ ମନୋରଞ୍ଜନ…

ରାଶିଫଳ: ଶନିବାର, ଏପ୍ରିଲ ୨୨ ତାରିଖ – Daily Horoscope

ମେଷ ଆପଣାର ଲୋକଙ୍କ ପାଇଁ କାମକୁ ସହଜରେ କରିବା ଲାଗି ଆନୁଷଙ୍ଗିକ ଅନୁକୂଳ ପରିବେଶ ସୃଷ୍ଟି ହୋଇପାରିବ। ଅନ୍ୟମନସ୍କ ଯୋଗୁ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ଦ୍ୱିଜା ନକ୍ଷତ୍ର ବକେୟା ଅର୍ଥ ନ ପାଇବା କାରଣରୁ ତର୍କ ଓ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୨୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଣସି ଘଟଣାକୁ କେନ୍ଦ୍ରକରି କିଛି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବନ୍ଧୁଙ୍କ ପରାମର୍ଶ ପ୍ରାପ୍ତ ହୋଇ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ସଭାସମିତିର ବିବାଦୀୟ ପରିସ୍ଥିତିରେ ନ୍ୟାୟୋଚିତ କଥା କହି ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ…

ରାଶିଫଳ: ଗୁରୁବାର, ଏପ୍ରିଲ ୨୦ ତାରିଖ – Daily Horoscope

ମେଷ ଯାହା ଆଶା କରିଛନ୍ତି ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ କିନ୍ତୁ ଟିକିଏ ବିଳମ୍ବ ଓ ଝାମେଲା ଭିତରେ ହିଁ ମିଳିବ। ଶିଳ୍ପ, ବାଣିଜ୍ୟ, ନିର୍ମାଣ ତଥା ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମଜଞ୍ଜାଳ ବୃଦ୍ଧି ହେତୁ କଠିନ ଶାରୀରିକ…

ରାଶିଫଳ: ବୁଧବାର, ଏପ୍ରିଲ ୧୯ ତାରିଖ – Daily Horoscope

ମେଷ ଆଜି ନିଜ ରାଶିରେ ତିନୋଟିଗ୍ରହଙ୍କ ଏକତ୍ର ସମାବେଶ ବିକ୍ଷିପ୍ତ ଚିନ୍ତାଧାରାର ଦ୍ୟୋତକ ହେବ। ଅବଶ୍ୟ ଉଚ୍ଚ ସ୍ତରରେ ସମ୍ପର୍କ ସ୍ଥାପିତ ହେବ ଏବଂ ବିଶିଷ୍ଟ ବ୍ୟକ୍ତିଙ୍କ ଶୁଭେଚ୍ଛା ଲାଭ କରିବେ। ସଦ୍‌ଭାବନାର ଅନ୍ତର୍ନିହିତ ସ୍ବର ମୁହଁରେ ଫୁଟି ଉଠିବ, ଯାହା…

ରାଶିଫଳ: ସୋମବାର , ଏପ୍ରିଲ ୧୭ ତାରିଖ – Daily Horoscope

ମେଷ ତୃତୀୟସ୍ଥ ମଙ୍ଗଳଙ୍କ ପ୍ରଭାବରୁ ଧୈର୍ଯ୍ୟ ଓ ସାହସିକତା ପ୍ରଦର୍ଶନ କରି ପ୍ରତ୍ୟେକ କାର୍ଯ୍ୟକୁ ସୁଚାରୁରୂପେ କରିପାରିବେ। ଶିଳ୍ପ, ବାଣିଜ୍ୟ,ବ୍ୟବସାୟ,ପରିବହନ ଓ ରାଜନୀତିରେ ଆଶା ପୂରଣ ହେବ। ପରିବାରର ବରାଦି ମୁତାବକ ଗୃହକୁ ସୌଖୀନ ପଦାର୍ଥ ଆଣିପାରନ୍ତି। ଅଫିସ୍‌ କାମରେ ଉପସ୍ଥିତ…

ରାଶିଫଳ: ରବିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ୱାର୍ଥହାନି ହେତୁ କୁତ୍ସାରଟନା କରିବାକୁ ପଛାଇବ ନାହିଁ। ଅଶ୍ୱିନୀ ନକ୍ଷତ୍ରର ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟାକଲେ ଉପକୃତ ହେବେ। ଆଲୋଚନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri