Rasifala

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ବହୁଦିନରୁ ବାରମ୍ବାର ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। କିନ୍ତୁ ଚନ୍ଦ୍ରଙ୍କ ସାଙ୍ଗରେ ଶନି ରହିଥିବା କାରଣରୁ ବନ୍ଧୁ ଭଲ କଥାକୁ ଭେଲ ମନେ କରିବେ। ପ୍ରତ୍ୟୁଷ ଯାତ୍ରା, ପ୍ରକାଶନ, ଆଇନ, ଅଦାଲତ ଓ କଳା ସାହିତ୍ୟ କ୍ଷେତ୍ର…

ରାଶିଫଳ: ସୋମବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ଅପସରିଯିବ ଏବଂ ଧୈର୍ଯ୍ୟ, ପ୍ରଚେଷ୍ଟା ଦିଗରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ସନ୍ତାନଙ୍କ ଅଶାନ୍ତ ମନଦେଖି ନିଜେ ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା…

ରାଶିଫଳ: ରବିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦୈହିକ ସ୍ବାସ୍ଥ୍ୟ ଓ ପିଲାମାନଙ୍କ ସମସ୍ୟା ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଦ୍ୱିଜା ନକ୍ଷତ୍ରର ଜଣେ ହିତୈଷୀଙ୍କ ଚେଷ୍ଟାରୁ ସମସ୍ୟା ସମାଧାନ ହେବ । ସ୍ବାର୍ଥହାନି ଆଶଙ୍କାରେ ସହକର୍ମୀ ଅସହଯୋଗ କରିବେ ।…

ରାଶିଫଳ: ଶନିବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ନବମଚନ୍ଦ୍ର ଧାର୍ମିକ ବାତାବରଣ ମଧ୍ୟରେ ବନ୍ଧୁଙ୍କ ସହ ବିତାଇପାରନ୍ତି । ଅଟକିଥିବା ନିର୍ମାଣାଧୀନ କାମରେ ପ୍ରତିବନ୍ଧକ ଦୂରୀଭୂତ ହୋଇଯିବ। ପରିଜନଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । ସାମୟିକ ଶାରୀରିକ ଅସୁସ୍ଥତା ଆନୁଷ୍ଠାନିକ କାମ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ ବଳବାନ୍‌ କର୍ମାଧିପଙ୍କ ଶୁଭତ୍ୱରୁ ଆନୁଷ୍ଠାନିକ କାମରେ ଯୋଗ ଦେଇପାରନ୍ତି। କିନ୍ତୁ ଦୃଷ୍ଟିର ବିଷମତା ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବୃଦ୍ଧିପାଇବ । ଅବଶ୍ୟ, ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବନ୍ଧୁମିଳନର ଶେଷ ପର୍ଯ୍ୟାୟରେ…

ରାଶିଫଳ: ଗୁରୁବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ। ଏକାଧିକ ଗ୍ରହ ଧନସ୍ଥାନକୁ ଦେଖୁଥିବାରୁ ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ ବିଶ୍ୱାସ…

ରାଶିଫଳ: ବୁଧବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କୌଣସି କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ନିଜର ଜଣାଶୁଣା ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ଅଶ୍ୱିନୀ ନକ୍ଷତ୍ର ଜାତବ୍ୟକ୍ତିମାନେ ଧର୍ମକାର୍ଯ୍ୟରେ ବ୍ୟୟବରାଦ କରିପାରନ୍ତି…

ରାଶିଫଳ: ବୁଧବାର, ନଭେମ୍ବର ୨୨ ତାରିଖ – Daily Horoscope

ମେଷ ଆଜିର ସପ୍ତମସ୍ଥ କେତୁ ଯୁକ୍ତ ଚନ୍ଦ୍ର ଆପଣଙ୍କୁ ସମସ୍ୟାବହୁଳ ଯାତ୍ରା ସହ ପାରିବାରିକ ଅଶାନ୍ତି ସୃଷ୍ଟି କରିପାରେ। ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଲାନ୍ତି ଓ ଅବସାଦ ଦେଖାଦେବା ସୂଚନା ରହିଛି । କଳା, ସାହିତ୍ୟ, ସାଂସ୍କୃତିକ କାର୍ଯ୍ୟାଦିରେ ଯୋଗଦେବାକୁ…

ରାଶିଫଳ: ସୋମବାର, ନଭେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟ ସିଦ୍ଧି ସହ ଉଚ୍ଚ ପ୍ରଶଂସିତ ହେବେ। ପାରିବାରିକ କ୍ଷେତ୍ର, ପରିବହନ ପାଇଁ ଅନୁକୂଳ ନ ହେଲେ ମଧ୍ୟ ବାଣିଜ୍ୟ ଓ ବ୍ୟବସାୟ ପାଇଁ ଶୁଭପ୍ରଦ। ନୂତନ ଯୋଜନା କ୍ଷେତ୍ରରେ ଉଚ୍ଚ…

ରାଶିଫଳ: ରବିବାର, ନଭେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ଘରର କୌଣସି ସମସ୍ୟା, ବନ୍ଧୁବାନ୍ଧବ କିମ୍ବା ସହକର୍ମୀଙ୍କ ଧାର କରଜକୁ କେନ୍ଦ୍ରକରି ମତାନୈକ୍ୟ ଘଟିପାରେ। ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର…

ରାଶିଫଳ: ଶନିବାର, ନଭେମ୍ବର ୧୯ ତାରିଖ – Daily Horoscope

ମେଷ ରାଶ୍ୟାଧିପ ମଙ୍ଗଳ ସ୍ବନକ୍ଷତ୍ରରେ ରହିଥିବାରୁ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ବହୁ ଉତମ ରହିବ। ଅଧ୍ୟୟନ ଓ ଅଧ୍ୟାପନା, କଳା, ସାହିତ୍ୟ, ସଙ୍ଗୀତାଦି କ୍ଷେତ୍ରରୁ ଶୁଭଫଳ ମିଳିବ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ସାମାନ୍ୟ ସମସ୍ୟା ସମାଧାନ ହେବାର…

ରାଶିଫଳ: ଶୁକ୍ରବାର, ନଭେମ୍ବର ୧୮ ତାରିଖ – Daily Horoscope

ମେଷ ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ଜଣେ ଦୂରାଗତ ବନ୍ଧୁ ସାହାଯ୍ୟ କରିବେ । ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେଇପାରନ୍ତି। ଯାନ୍ତ୍ରିକ ଶିଳ୍ପ, ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହୋଇପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri