Rasifala

ରାଶିଫଳ: ସୋମବାର , ଜୁଲାଇ ୨୪ ତାରିଖ – Daily Horoscope

ମେଷ ପାପଗ୍ରହ ମଧ୍ୟସ୍ଥ ଚତୁର୍ଥାଧିପତି ହେତୁ ପାରିବେଶିକ କୁପ୍ରଭାବ ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ହେବ ନାହିଁ। ଆର୍ଥିକ ଅଭିବୃଦ୍ଧି ସଙ୍ଗକୁ, ଧର୍ମୀୟ ଭାବନା, ବନ୍ଧୁ ମିଳନ ଓ ପ୍ରତ୍ୟୁଷ ଯାତ୍ରା କେତେକାଂଶରେ ଶାନ୍ତି ପ୍ରଦାୟକ ହେବ। ପାରିବାରିକ,…

ରାଶିଫଳ: ରବିବାର, ଜୁଲାଇ ୨୩ ତାରିଖ – Daily Horoscope

ମେଷ ମଙ୍ଗଳଙ୍କ ପ୍ରତି ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟି କାରଣରୁ ସ୍ବାସ୍ଥ୍ୟହାନି ସାଙ୍ଗକୁ କାମଗୁଡ଼ିକ ଅଟକି ରହିଯିବ। ଶତ୍ରୁତା କାରଣରୁ ବନ୍ଧୁଙ୍କ ସଦ୍ଭାବ ସହକର୍ମୀଙ୍କ ସହଯୋଗ ମଧ୍ୟ ପାଇବେ ନାହିଁ। ସାମାଜିକ ସ୍ତରରେ ଓ ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା ବୃଦ୍ଧି ଘଟିବ। କୃତ୍ତିକା…

ରାଶିଫଳ: ଶନିବାର, ଜୁଲାଇ ୨୨ ତାରିଖ – Daily Horoscope

ମେଷ ଆଜି ରବି ପୁଷ୍ୟା ନକ୍ଷତ୍ରରେ ଥିବାରୁ ବିବାଦୀୟ ପରିସ୍ଥିତି ସୃଷ୍ଟି କରି ମନକୁ ବିଭ୍ରାନ୍ତ କରିପାରନ୍ତି। ଅବଶ୍ୟ ଖର୍ଚ୍ଚ ପରିମାଣ ବୃଦ୍ଧି ପାଇଲେ ମଧ୍ୟ ଯାତ୍ରା, ବାଣିଜ୍ୟ, ବ୍ୟବସାୟ ପାଇଁ ଦିନଟି ବହୁତ ଭଲ। ପ୍ରତିଯୋଗିତାରେ ସଫଳତା ଯୋଗୁ ମନ…

ରାଶିଫଳ: ଶୁକ୍ରବାର, ଜୁଲାଇ ୨୧ ତାରିଖ – Daily Horoscope

ମେଷ ଶନିଦୃଷ୍ଟ ଚନ୍ଦ୍ର ଓ ମଙ୍ଗଳ ଯୋଗୁ ନିଜର ଅନ୍ୟମନସ୍କତା ଓ ଭୁଲ୍‌ ବୁଝାମଣାରୁ ପରିବାରରେ ଅଶାନ୍ତି ଉପୁଜିପାରେ। ସାମାନ୍ୟ ବିଳମ୍ବିତ ସମୟାନ୍ତରରେ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍‌ ଦ୍ରୁତ ହେବ। ବ୍ୟବସାୟିକ ଦିଗଟି ବେଶ୍‌ ଭଲ ରହିବ, କିନ୍ତୁ କଠିନ ଶ୍ରମ…

ରାଶିଫଳ: ଗୁରୁବାର, ଜୁଲାଇ ୨୦ ତାରିଖ – Daily Horoscope

ମେଷ ବହୁଦିନରୁ ଚିନ୍ତାକରିପାରି ନ ଥିବା କାମଟିକୁ ହଠାତ୍‌ ଆରମ୍ଭ କରିବାକୁ ମନ ବଳାଇବେ। ଆଜି ଯେଉଁ କାମରେ ଯାତ୍ରା କରୁଛନ୍ତି ସେଥିରେ ଅସୁବିଧା ହେବ ନାହିଁ। ବନ୍ଧୁଙ୍କ ମନୋଭାବ ବଦଳିଯିବା କାରଣରୁ ପରିସ୍ଥିତି ମଧ୍ୟ ବଦଳିଯାଇପାରେ। ଅଭାବ ନ ଥିଲେ…

ରାଶିଫଳ: ବୁଧବାର, ଜୁଲାଇ ୧୯ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟସାଧନ ସଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିପାରନ୍ତି। ଧାରକରଜ କରିବାକୁ ବନ୍ଧୁଙ୍କୁ ଅନୁରୋଧ କରିବାକୁ ପଡ଼ିପାରେ। ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ ଦେଖାଦେବାର ଆଶଙ୍କା ରହିଛି। ବନ୍ଧୁମାନଙ୍କ ଗହଣରେ ନୂତନ ସ୍ଥାନ…

ରାଶିଫଳ: ମଙ୍ଗଳବାର, ଜୁଲାଇ ୧୮ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ସହ ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ଆପଣଙ୍କୁ ଜନ ସମାଜରେ ଜହ୍ନମାମୁ ସଦୃଶ ଲୋକପ୍ରିୟତା ପ୍ରଦାନ କରିବ। ପ୍ରତିଟି କ୍ଷେତ୍ରରେ ଛାନିଆ ହେବା ଠିକ୍‌ ହେବନାହିଁ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ଓ କାମ…

ରାଶିଫଳ: ସୋମବାର, ଜୁଲାଇ ୧୭ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତିର ସ୍ବତନ୍ତ୍ରତା କାରଣରୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟରେ ହାତ ଦେଲେ ସଫଳତା ପାଇବେ। ନିଜର ମନୋବଳ ହେତୁ ବିବାଦୀୟ ପରିସ୍ଥିତିର ଦୃଢ ମୁକାବିଲା କରିବାରେ ସମର୍ଥ ହେବେ। ପରିସ୍ଥିତି ପ୍ରତି ଦୃଷ୍ଟି ରଖି କାମ କରନ୍ତୁ ଅନ୍ୟଥା ପରୋକ୍ଷ…

ରାଶିଫଳ: ରବିବାର, ଜୁଲାଇ ୧୬ ତାରିଖ – Daily Horoscope

ମେଷ ଆଜି ରବି ଓ ଚନ୍ଦ୍ର ତୃତୀୟସ୍ଥ ହେତୁ ଭାଇ, ବନ୍ଧୁ, କୁଟୁମ୍ବ ଓ ପରିବାର ପାଇଁ ଅନୁକୂଳ ଫଳ ମିଳିବ ନାହିଁ। ଧର୍ମସ୍ଥାନକୁ ଦୃଷ୍ଟି ହେତୁ ଧାର୍ମିକ କାର୍ଯ୍ୟ ସମ୍ପାଦନ, ଦେବଦର୍ଶନ ପାଇଁ ଇଚ୍ଛା ଜାଗ୍ରତ ହେବ। ପ୍ରତ୍ୟେକ କ୍ଷେତ୍ରରେ…

ରାଶିଫଳ: ଶନିବାର, ଜୁଲାଇ ୧୫ ତାରିଖ – Daily Horoscope

ମେଷ ଶିକ୍ଷା, ସନ୍ତାନ, ଗବେଷଣା, ଲେଖାପଢା କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟି ହେବ। କିନ୍ତୁ ଚୁ-ନାମାକ୍ଷର ବ୍ୟକ୍ତି ମାନସିକ ଦ୍ୱନ୍ଦ ଓ ଆଶାଆଶଙ୍କା ମଧ୍ୟରେ ବ୍ୟସ୍ତରହିପାରନ୍ତି। ପରିବାରରେ ଆଲୋଚନା ଓ ସମାଲୋଚନା ଭିତରେ ଶାନ୍ତି ଫେରି ଆସିବ। ତଥାପି ନିଜ ଲୋକମାନେ…

ରାଶିଫଳ: ଶୁକ୍ରବାର, ଜୁଲାଇ ୧୪ ତାରିଖ – Daily Horoscope

ମେଷ ଆଜି ଯାହା କରିବା କଥା ସକାଳୁ ସକାଳୁ ଶୀଘ୍ର ଶେଷ କରିବା ଭଲ ହେବ। କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରର କୌଣସି ସମସ୍ୟା ଭିତରେ ଛନ୍ଦି ହୋଇପାରନ୍ତି। ଅବଶ୍ୟ ଆଜି ପ୍ରତ୍ୟୁଷ ଯାତ୍ରାରୁ ସୁଫଳ ପାଇବେ ଏବଂ ଅଭିଳଷିତ ଜିନିଷ ପାଇପାରନ୍ତି।…

ରାଶିଫଳ: ଗୁରୁବାର, ଜୁଲାଇ ୧୩ ତାରିଖ – Daily Horoscope

ମେଷ ଆଜି ସକାଳୁ ସକାଳୁ ଶୁଭ ଖବର ପାଇ ଖୁସି ହୋଇଯିବେ । ପିଲାମାନଙ୍କ ସକାଶେ ଥିବା ସମସ୍ୟାକୁ ଦୂରେଇବାରେ ସମର୍ଥ ହେବେ । ଅଭିଳଷିତ ଫଳ ପାଇବେ ଏବଂ ଆମୋଦ ପ୍ରମୋଦର ମଉକା ଜୁଟିବ । ଆନୁଷ୍ଠାନିକ କ୍ଷେତ୍ରରେ ପଦମର୍ଯ୍ୟାଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?