ରାଶିଫଳ: ଶନିବାର, ନଭେମ୍ବର ୫ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ କୌଣସି ବିଜାତୀୟ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କଳା, ସାହିତ୍ୟଚର୍ଚ୍ଚା, ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ବୃଷ ବିଭିନ୍ନ ସମସ୍ୟାଗ୍ରସ୍ତ କାରଣରୁ…
ରାଶିଫଳ: ଶୁକ୍ରବାର, ନଭେମ୍ବର ୪ ତାରିଖ – Daily Horoscope
ମେଷ ଆଜି ରାହୁ ଓ ଚନ୍ଦ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ସାହିତ୍ୟ, ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। ପ୍ରତ୍ୟେକ…
ରାଶିଫଳ: ଗୁରୁବାର, ନଭେମ୍ବର ୩ ତାରିଖ – Daily Horoscope
ମେଷ ଅଶ୍ୱିନୀ ନକ୍ଷତ୍ରର କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ମଉଜିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି । ବିଭିନ୍ନ କ୍ଷେତ୍ରରେ ମତାନ୍ତରଜନିତ ପାରିବାରିକ ଅସହଯୋଗରୁ…
ରାଶିଫଳ: ବୁଧବାର, ନଭେମ୍ବର ୨ ତାରିଖ – Daily Horoscope
ମେଷ ନିଜର କାର୍ଯ୍ୟସାଧନ ସକାଶେ ମନ ବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। ଆର୍ଥିକ ସ୍ଥିତି ପୂର୍ବପରି ରହିବ ଏବଂ ଅଭାବବୋଧ ବିଶେଷ ବାଧିବ ନାହିଁ । ବନ୍ଧୁଙ୍କଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଟିଏ ପାଇ ଖୁସି ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ…
ରାଶିଫଳ: ମଙ୍ଗଳବାର, ନଭେମ୍ବର ୧ ତାରିଖ – Daily Horoscope
ମେଷ ଆଜି କର୍ମସ୍ଥାନରେ ଶନିଙ୍କ ସହ ଚନ୍ଦ୍ର ରହୁଥିବାରୁ ଘରକୁ ବନ୍ଧୁ ଆସିପାରନ୍ତି। ପରିବାର ଲୋକମାନଙ୍କ ସହ ପ୍ରତ୍ୟୁଷ ଯାତ୍ରାରେ ସଫଳତା ମିଳିବ। ସଭାସମିତିରେ ନିଜର ସୀମା ଭିତରେ ରହିବା ଭଲ ନତୁବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ ।…
ରାଶିଫଳ: ସୋମବାର, ଅକ୍ଟୋବର ୩୧ ତାରିଖ – Daily Horoscope
ମେଷ ଯେତେ ପ୍ରକାରର ସୁବିଧା ଥିଲେ ମଧ୍ୟ କାମ ହାସଲରେ ଆକସ୍ମିକ ବାଧା ଉପୁଜିବ। ବ୍ୟବସାୟିକ ବିଫଳତାରୁ ଚିନ୍ତିତ ରହିବେ ଏବଂ ମାନସିକ ସ୍ଥିତି ଭଲ ରହି ନ ପାରେ । କୃତ୍ତିକାର ପଡ଼ୋଶୀଙ୍କ ସହାୟତାରେ ବନ୍ଧୁଙ୍କ ସହ ମନୋମାଳିନ୍ୟ ଦୂର…
ରାଶିଫଳ: ରବିବାର, ଅକ୍ଟୋବର ୩୦ ତାରିଖ – Daily Horoscope
ମେଷ ଆଜି ସପ୍ତମ ଭାବସ୍ଥ ଏକାଧିକ ଗ୍ରହ କାର୍ଯ୍ୟହାନି, ମନସ୍ତାପ ଓ ବିବାଦରେ ପରାଜୟକୁ ବରଣ କରିପାରେ। ହଠାତ୍ ସକାଳୁ ସକାଳୁ ସ୍ବାସ୍ଥ୍ୟ ଓ ପୂର୍ବ ଶତ୍ରୁତା ସମ୍ପର୍କୀୟ ଚିନ୍ତା କରିବେ। ଆନୁଷ୍ଠାନିକ କାମରେ ସଫଳତା ପାଇବାରେ କୌଣସି ଅସୁବିଧା ହେବ…
ରାଶିଫଳ: ଶନିବାର, ଅକ୍ଟୋବର ୨୯ ତାରିଖ – Daily Horoscope
ମେଷ ବୁଧ ପାପଗ୍ରହ ରାହୁଙ୍କ ଦ୍ୱାରା ପ୍ରଭାବିତ ହେଉଥିବାରୁ ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ। ସକାଳୁ ମାତ୍ରାଧିକ ଭ୍ରମଣ ମନକୁ ବିଭ୍ରାନ୍ତି କରାଇବ। ଆଲୋଚନା ପରିସରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ କରିପାରିବେ। ଭ୍ରମଣପ୍ରିୟ ହେବେ…
ରାଶିଫଳ: ଶୁକ୍ରବାର , ଅକ୍ଟୋବର ୨୮ ତାରିଖ – Daily Horoscope
ମେଷ ଆଜି ଅଷ୍ଟମଜନିତ ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ବଢ଼ିଚାଲିବ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର ସବୁ କାମ ଗୋଳିଆ ରହିବ। ଅବଶ୍ୟ ଦ୍ୱିଜା ମେଷର ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି…
ରାଶିଫଳ: ଗୁରୁବାର, ଅକ୍ଟୋବର ୨୭ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ର ପାପଗ୍ରହ ସହ ଅବସ୍ଥାନ କରି ଶନିଙ୍କ ସପ୍ତମସ୍ଥ ରହିଥିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ। ସନ୍ତାନ ହେତୁକ ସମସ୍ୟା, ଗୁରୁତ୍ୱପୂର୍ଣ୍ଣ ଆଲୋଚନା କ୍ଷେତ୍ରରେ ସମସ୍ୟା ଦେଖାଦେବାର ଆଶଙ୍କା ରହିଛି। ବହୁପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା…
ରାଶିଫଳ: ବୁଧବାର, ଅକ୍ଟୋବର ୨୬ ତାରିଖ – Daily Horoscope
ମେଷ ଅଶ୍ୱିନୀର ପୂର୍ବର ସମସ୍ୟା କେତେକାଂଶରେ ସୁଧୁରି ଯାଇଥିବାରୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ। ଗତକାଲିର ଯୋଜନାରେ ଟେନ୍ସନ କିଛି ମାତ୍ରାରେ କମିଯିବ। ପରିବାରରେ ସ୍ତ୍ରୀଙ୍କ ଅସହଯୋଗ ତଥା ପାରିବାରିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିବାର ସୂଚନା ରହିଛି । ଅର୍ଥ…
ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୫ ତାରିଖ – Daily Horoscope
ମେଷ ଆଜି କେତୁ ସହ ଚନ୍ଦ୍ରଙ୍କ ସଂଯୋଗ ହେତୁ ଅସ୍ଥିରତା ଜନିତ ମାନସିକ ସ୍ଥିତି ଠିକ୍ ରହିନପାରେ। ଆର୍ଥିକ ସମସ୍ୟା ସୁଧୁରିଯିବ ଓ ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ। ସଭାସମିତି, ରାଜନୀତି, ସଂଗଠନ ତଥା ସାଂସ୍କୃତିକ କ୍ଷେତ୍ରରୁ ପ୍ରଶଂସା…
Archives


