ରଥ ଯାତ୍ରା

ନବୀନଙ୍କୁ ନେବା ପାଇଁ ମଞ୍ଚରୁ ଧାଇଁ ଆସିଲେ ଧର୍ମେନ୍ଦ୍ର, ଭିଡିଓ ଦେଖିଲେ…

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଦେଖିବା ପାଇଁ ବଡ଼ଦାଣ୍ଡରେ ଏକାଠି ହୋଇଛନ୍ତି ସବୁ ଦଳର ନେତା। ଏହି ଉପଲକ୍ଷେ ବଡ଼ଦାଣ୍ଡରେ ହୋଇଥିବା ଏକ ମଞ୍ଚରେ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ରଘୁବର ଦାସ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି, କେନ୍ଦ୍ର…

ରଥାରୂଢ଼ ହେଲେ ତିନିଠାକୁର

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ବଡ଼ ଦେଉଳରୁ ଭଉଣୀ ଭାଇଙ୍କୁ ସାଙ୍ଗରେ ଧରି ବଡ଼ଦାଣ୍ଡକୁ ଆସିଛନ୍ତି କାଳିଆ ସାଆନ୍ତ। ସମସ୍ତ ନୀତିକାନ୍ତି ପରେ ଧାଡ଼ି ପହଣ୍ଡିରେ ଆସି ରଥାରୂଢ଼ ହୋଇଛନ୍ତି ୩ ଠାକୁର। ପ୍ରଥମେ ଶ୍ରୀ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ହୋଇ…

ଶାବର ଶ୍ରୀକ୍ଷେତ୍ରରେ ରଥାରୂଢ଼ ହେଲେ ତିନିଠାକୁର

କୋରାପୁଟ,୭ା୭(ଅମିତାଭ ବେହେରା): କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ପବିତ୍ର ରଥଯାତ୍ରା ମହାଆଡ଼ମ୍ବର ସହକାରେ ଆରମ୍ଭ ହୋଇଛି। ସକାଳୁ ମହାପ୍ରଭୁଙ୍କ ନେତ୍ର ଉତ୍ସବ ଓ ନବଯୌବନ କରାଯାଇଥିଲା। ପରେ ପୂର୍ବାହ୍ନ ୧୦ଟାରୁ ଶ୍ରୀ ଧାଡ଼ି ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ସୁଦର୍ଶନଙ୍କ ପହଣ୍ଡି, ପରେ…

ମହାପ୍ରଭୁଙ୍କ ପାଇଁ ୧୦ ବର୍ଷ ହେଲା ହନୁମାନ ସାଜୁଛି, ଛଳଛଳ ଆଖିରେ କହିଲେ ଏଥର କିନ୍ତୁ …

ପୁରୀ,୭।୭: ଆଜି ପବିତ୍ର ରଥଯାତ୍ରା। ଭେରି ତୁରୀ ବାଦ୍ୟ, ହରିବୋଲ ଧ୍ୱନୀରେ ପ୍ରକମ୍ପିତ ହେଉଛି ବଡ଼ଦାଣ୍ଡ। ମହାପ୍ରଭୁଙ୍କୁ ଦେଖିବାକୁ ଲକ୍ଷାଧିକ ଭକ୍ତଙ୍କ ସୁଅଛୁଟଛି। ଅନ୍ୟପକ୍ଷେ ସାଲେପୁର ଅଞ୍ଚଳରୁ ଆସିଥିବା ଦୁଇ ହନୁମାନ ବେଶଧାରୀ ଯୁବକ ବଡଦାଣ୍ଡରେ ପହଞ୍ଚି ଜୟ ଶ୍ରୀରାମ ଧ୍ବନିରେ…

ପହଣ୍ଡିରେ ଝୁଲିଝୁଲି ଆସୁଛନ୍ତି ମହାବାହୁ

ପୁରୀ,୭ା୭: ଆଜି ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏଥିପାଇଁ ଭକ୍ତିମୟ ହୋଇଉଠିଛି ବଡ଼ଦାଣ୍ଡ। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ପରେ ବଳଭଦ୍ରଙ୍କର ପହଣ୍ଡି ଏବଂ ଏହା ପରେ ମା’ ସୁଭଦ୍ରାଙ୍କ ପହଣ୍ଡି ହୋଇଥିଲା। ଏବେ ମହାବାହୁ ଜଗତର ନାଥ ଜଗନ୍ନାଥଙ୍କ…

ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ

ପୁରୀ,୭ା୭: ଆଜି ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏନେଇ ପ୍ରଭୁ ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି। ମହାପ୍ରଭୁଙ୍କ ପହଣ୍ଡି ଅପରାହ୍ନ ୧ଟା ୧୦ମିନିଟରୁ ଆରମ୍ଭ କରାଯିବାକୁ ଧାର୍ଯ୍ୟ କରାଯାଇଥିଲା। ପହଣ୍ଡି ଅପରାହ୍ନ ଅଢ଼େଇଟା ସୁଦ୍ଧା ସାରିବାକୁ ନିଷ୍ପତ୍ତି ହୋଇଥିଲା। ତେବେ ନିର୍ଦ୍ଧାରିତ ସମୟର ଦେଢ଼…

ଦେବଦଳନ ରଥରେ ବିଜେ କଲେ ସୁଦର୍ଶନ

ଭୁବନେଶ୍ୱର,୭।୭: ଆଜି ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା। ଏହି ଦିବସରେ ଅର୍ଥାତ ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରେ ଦାରୁଦିଅଁ ଶ୍ରୀମନ୍ଦିର ରତ୍ନବେଦି ଛାଡ଼ି ପଥ(ବଡ଼ଦାଣ୍ଡ)କୁ ଓହ୍ଲାଇଥାନ୍ତି। ବର୍ତ୍ତମାନ ଶ୍ରୀଜିଉଙ୍କ ପହଣ୍ଡି ଆରମ୍ଭ ହୋଇଛି । ପ୍ରଥମେ ମହାପ୍ରଭୁଙ୍କ ଆୟୁଧ ଶ୍ରୀ ସୁଦର୍ଶନଙ୍କ ପହଣ୍ଡି…

ପୁରୀରେ ରାଷ୍ଟ୍ରପତି

ଭୁବନେଶ୍ୱର,୭।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ପୁରୀ ଅଭିମୁଖେ ଯାଇଛନ୍ତି । ସେ ଭୁବନେଶ୍ୱର ବିମାନବନ୍ଦରରୁ ହେଲିକପ୍ଟରରେ ଯାଇ ପୁରୀ ତାଳବଣିଆଠାରେ ହେଲିପ୍ୟାଡରେ ଅବତରଣ କରିଛନ୍ତି। ପରେ ସେଠାରୁ ସୁରକ୍ଷା ବଳୟ ଭିତରେ ଯାଇ ବଡଦାଣ୍ଡରେ ପହଞ୍ଚିବେ । ଏ ନେଇ ସମସ୍ତ…

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପାଇଁ ରଥ-ପଥ ପ୍ରସ୍ତୁତ, ଆସନ୍ତାକାଲି ୯.୩୦ରେ ପହଣ୍ଡି

କୋରାପୁଟ,୬ା୭(ଅମିତାଭ ବେହେରା): କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ରବିବାର ରଥଯାତ୍ରା ପାଇଁ ରଥ ଓ ପଥ ପ୍ରସ୍ତୁତ ହୋଇରହିଛି। ଏପଟେ ଏହାକୁ ଦେଖିବା ପାଇଁ ଜିଲା ଓ ଜିଲା ବାହାରରୁ ହଜାର ହଜାର ଭକ୍ତ କୋରାପୁଟରେ ପହଞ୍ଚିଛି। ଜିଲା ପ୍ରଶାସନ ଓ ଶାବର…

ମହାପ୍ରଭୁଙ୍କ ଅପେକ୍ଷାରେ ତିନି ରଥ

ପୁରୀ,୬।୭: ରବିବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ଏହି ପରିପ୍ରେକ୍ଷୀରେ ଶନିବାର ସିଂହଦ୍ୱାର ସମ୍ମୁଖରେ ଲାଗିଲା ତିନି ରଥ। ଆଜ୍ଞାମାଳ ବିଜେ ପରେ ଶ୍ରୀଜିଉଙ୍କ ତିନି ରଥକୁ ଟାଣି ଶ୍ରୀମନ୍ଦିର ସାମ୍ନାକୁ ଅଣାଯାଇଛି। ଏହି ଦିବ୍ୟ ଦୃଶ୍ୟ ଦେଖିଛନ୍ତି ଶତାଧିକ ଶ୍ରଦ୍ଧାଳୁ। ଏପରିକି…

ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା…

ପରିବାଦର ଆକାଶ ଛୁଆଁ

ଭୁବନେଶ୍ୱର,୮।୭: ପରିବାଦର ଆକାଶ ଛୁଆଁ ହୋଇଛି। କଞ୍ଚା ପରିବା ଦର ବର୍ତ୍ତମାନ ଲୋକଙ୍କୁ କନ୍ଦାଉଛି । ବିଶେଷ କରି ନିରାମିଷ ଲୋକଙ୍କ ପାଇଁ କଞ୍ଚା ପରିବା ଦର ଅଧିକ ଚିନ୍ତା ବଢ଼ାଇଛି । ଟମାଟୋ ଦର ୧୨୦ ଟଙ୍କା ଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri