୧୧ କି.ମି. ରଥ ଦାଣ୍ଡରେ ଗଡ଼ିବ ଶ୍ରୀଜୀଉଙ୍କ ରଥ
ଚଣ୍ଡିଖୋଲ/ଛତିଆ,୨୦ା୬(ପ୍ରଦୀପ୍ତ କୁମାର ପୃଷ୍ଟି/ସୌମ୍ୟ ରଞ୍ଜନ ସାହୁ): ମଙ୍ଗଳବାର ଶ୍ରୀଜୀଉଙ୍କ ଘୋଷ ଯାତ୍ରା। ମହାପ୍ରଭୁ ଶ୍ରୀ ଜଗନ୍ନାଥ, ବଡ଼ଭାଇ ବଳଭଦ୍ର ଓ ଦେବୀ ସୁଭଦ୍ରା ତିନି ରଥରେ ବିଜେ କରି ସର୍ବଜନଙ୍କୁ ଦର୍ଶନ ଦେବେ। ସେଥିପାଇଁ ରଥ ପ୍ରସ୍ତୁତ ହୋଇସାରିଛି। ପ୍ରଶାସନ ତରଫରୁ…
ଲୀଳାକ୍ଷେତ୍ର ଚିଲିକା
ଜଗନ୍ନାଥ ମନ୍ଦିର ଉପରେ ସମୁଦାୟ ୧୮ଥର ଆକ୍ରମଣ ହୋଇଥିଲା। ଶ୍ରୀମହାପ୍ରଭୁ ୨୧ଥର ଶ୍ରୀମନ୍ଦିର ରତ୍ନସିଂହାସନରୁ ସ୍ଥାନାନ୍ତର ହୋଇଥିଲେ। ସେଥିରୁ ଶ୍ରୀକ୍ଷେତ୍ର ମଧ୍ୟରେ ଦୁଇ ଥର ଲୀଳା କରିଥିବା ବେଳେ ଶ୍ରୀକ୍ଷେତ୍ର ବାହାରେ ୧୯ଥର ଲୀଳା କରିଥିଲେ। ଇତିହାସରୁ ଜଣାପଡ଼େ ଯେ, ୨୧ଥର…
ଆଜି ପଥେ ଭକ୍ତ-ଭଗବାନ ଭେଟ
ପୁରୀ, ୨୦।୬(ଅଜିତ୍ ମହାନ୍ତି): ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥି ମଙ୍ଗଳବାର ପବିତ୍ର ଘୋଷଯାତ୍ରା। ଏଥିପାଇଁ ରଥ, ପଥ, ଭକ୍ତ ଏବଂ ସେବାୟତ ସମସ୍ତେ ପ୍ରସ୍ତୁତ। କେବଳ ମହାପ୍ରଭୁଙ୍କୁ ଅପେକ୍ଷା। ଶ୍ରୀମନ୍ଦିର ରତ୍ନସିଂହାସନ ଛାଡ଼ି ଭକ୍ତଙ୍କୁ ଦର୍ଶନ ଦେବା ନିମନ୍ତେ ପୁରୀ ବଡ଼ଦାଣ୍ଡକୁ…
୨୦ରେ ଘୋଷଯାତ୍ରା: ସହରକୁ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ଜଗିବେ
ପୁରୀ ଅଫିସ,୯ା୬: ଶ୍ରୀବିଗ୍ରହଙ୍କ ଘୋଷଯାତ୍ରା ଆସନ୍ତା ୨୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ଘୋଷଯାତ୍ରାକୁ ଯେପରି ସରସ ସୁନ୍ଦର ତଥା ଶୃଙ୍ଖଳିତ କରାଯିବ, ସେନେଇ ସମସ୍ତ ପ୍ରସ୍ତୁତି ଜୋରସୋରରେ ଚାଲୁଥିବାବେଳେ ବିଭିନ୍ନ ବିଭାଗ, ଅଧିକାରୀ ଏବଂ ସେବାୟତମାନଙ୍କ ସହ ଜିଲା ପ୍ରଶାସନ…
ମହାପ୍ରଭୁଙ୍କ ପାଟବସ୍ତ୍ର ବୁଣାକାମ ଆରମ୍ଭ
ଖୋର୍ଦ୍ଧା ଅଫିସ,୨୪ା୪: ପବିତ୍ର ଅକ୍ଷୟତୃତୀୟାରେ ରବିବାର ବିଶ୍ବପ୍ରସିଦ୍ଧ ଘୋଷଯାତ୍ରା ଲାଗି ପାରମ୍ପରିକ ରୀତି ନୀତିରେ ତିନିରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଅନ୍ୟପଟେ ଆସନ୍ତା ରଥଯାତ୍ରାରେ ମହାପ୍ରଭୁଙ୍କ ପାଇଁ ପାଟବସ୍ତ୍ର ଯୋଗାଇବାକୁ ଖୋର୍ଦ୍ଧା ଜିଲା ବେଗୁନିଆ ବ୍ଲକ ରାଉତପଡ଼ା ଗ୍ରାମରେ ରବିବାରଠାରୁ…
ଓଡ଼ିଶା-ଛତିଶଗଡ଼ ଜଳବିବାଦ ମାମଲା: ୨ ରାଜ୍ୟ ମଧ୍ୟରେ ଆଜି ହେବ ଆଲୋଚନା
ଭୁବନେଶ୍ୱର,୧୬।୮(ବ୍ୟୁରୋ): ମହାନଦୀକୁ ନେଇ ଏବେ ପୁଣି ଓଡ଼ିଶା-ଛତିଶଗଡ଼ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ମହାନଦୀରେ ଜଳସ୍ତର ବଢିବା କାରଣରୁ ଛତିଶଗଡ ପଟେ ବନ୍ୟା ସ୍ଥିତି ସୃଷ୍ଟି ହୋଇଥିବାବେଳେ ହୀରାକୁଦର ଅଧିକ ଫାଟକ ଖୋଲିବା ଲାଗି ଛତିଶଗଡ ସରକାର ଅନୁରୋଧ କରିଛନ୍ତି। ହେଲେ…
ଆଜି ହରିଶୟନ ଏକାଦଶୀ
ପୁରୀ ଅଫିସ, ୧୦।୭: ଆଜି ମହାପ୍ରଭୁଙ୍କ ହରିଶୟନ ନୀତି ଅନୁଷ୍ଠିତ ହେବ । ଶ୍ରୀମନ୍ଦିର ନିର୍ଘଣ୍ଟ ଅନୁଯାୟୀ ରାତି ସାଢେ ୧ଟାରେ ଶୟନ ଠାକୁରେ ବିଜେ ହେବେ । ପୂଜାପଣ୍ଡା ସାମନ୍ତ ଶୟନ ଠାକୁର ତିନି ମୂର୍ତ୍ତି ସୁବର୍ଣ୍ଣ ପ୍ରତିମାଙ୍କୁ ରଥ…
ରୋଷ ଚୁଲି ପାଇଁ ସେବାୟତଙ୍କୁ ଆକ୍ରମଣ
ପୁରୀ ଅଫିସ,୧୦।୭: ଶ୍ରୀମନ୍ଦିରରେ ରୋଷ ଚୁଲିକୁ ନେଇ ଦୁଇ ସେବାୟତଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ସେବାୟତ ରଘୁନାଥ ମହାପାତ୍ର ନିଜ ଦାୟିତ୍ୱରେ ଥିବା ଚୁଲିକୁ ମରାମତି କରୁଥିବା ବେଳେ ତାଙ୍କୁ ଆକ୍ରମଣ କରାଯାଇଥିବା ସିଂହଦ୍ୱାର ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଅନୁଯାୟୀ,…
ଆଜି ସୁନାବେଶ: ରାତି ୧୨ ଯାଏ ଦର୍ଶନ
ପୁରୀ ଅଫିସ,୧୦।୭: ଆଜି ମହାପ୍ରଭୁଙ୍କ ସୁନାବେଶ। ରଥ ଉପରେ ମହଣ ମହଣ ସୁନାରେ ସଜେଇ ହେବେ ଚତୁର୍ଦ୍ଧାମୂର୍ତ୍ତି। ନିର୍ଦ୍ଧାରିତ ନୀତିକାନ୍ତି ଅନୁଯାୟୀ ଠାକୁରମାନଙ୍କ ସୁନାବେଶ ସମ୍ପାଦନ ହେବ। ରଥ ଉପରେ ମଙ୍ଗଳଆଳତି, ମଇଲମ, ତଡ଼ପଲାଗି, ଅବକାଶ, ବେଶ ଓ ଗୋପାଳବଲ୍ଲଭ ପରେ…
ରଥ ଟଣା ଆରମ୍ଭ: ଗଡ଼ୁଛି ବଡ଼ ଭାଇ ବଳଭଦ୍ରଙ୍କ ରଥ
ପୁରୀ ଅଫିସ, ୯।୭: ମହାପ୍ରଭୁଙ୍କ ରଥ ଟଣା ଆରମ୍ଭ ହୋଇଛି । ମହାବାହୁ ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିର ଅଭିମୁଖେ ବାହାରିଛନ୍ତି । ପ୍ରଥମେ ଶରଧାବାଲିରୁ ବଡ ଭାଇ ବଳଭଦ୍ରଙ୍କ ରଥ ବାହାରିଛି । ବଡ ଦାଣ୍ଡରେ କୋଟି କୋଟି ଶ୍ରଦ୍ଧାଳୁ ବଡଭାଇଙ୍କ…
ଆରମ୍ଭ ହେଲା ଛେରାପହଁରା
ପୁରୀ ଅଫିସ, ୯ା୭: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା। ଜନ୍ମବେଦୀରୁ ରତ୍ନବେଦୀକୁ ଫେରୁଛନ୍ତି ଚତୁର୍ଦ୍ଧା ମୂର୍ତ୍ତି। ପୂର୍ବ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହା ସମାପନ ପରେ ଠାକୁରଙ୍କ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପରେ…
ରଥାରୂଢ ହେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୯।୭: ଜନ୍ମବେଦୀରେ ସରିଲା ମହାପ୍ରଭୁଙ୍କ ଲୀଳାଖେଳା। ଆଜି ଭଉଣୀଙ୍କୁ ଧରି ଶ୍ରୀମନ୍ଦିରକୁ ଫେରିବେ ମହାପ୍ରଭୁ। ଭୋର୪ଟାରୁ ଠାକୁରଙ୍କ ନୀତିକାନ୍ତି ପରେ ଆରମ୍ଭ ହୋଇଥିଲା ପହଣ୍ଡି ବିଜେ। ପ୍ରଥମେ ସୁଦର୍ଶନ,ବଳଭଦ୍ର,ସୁଭଦ୍ରା ରଥାରୂଢ ହେବା ପରେ ଶେଷରେ ରଥାରୂଢ ହୋଇଛନ୍ତି ପ୍ରଭୁ ଜଗନ୍ନାଥ।…
Archives


